-+91-9937148622 |

prerana_bgr@rediffmail.com |

  Tuesday 14th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ    (13-Jul-2026)       ||      ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    (13-Jul-2026)       ||      ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   (13-Jul-2026)       ||      ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   (13-Jul-2026)       ||      ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   (13-Jul-2026)       ||      ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   (13-Jul-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   (13-Jul-2026)       ||      ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   (13-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||     

HOME   ଜିଲ୍ଲା

ଜିଲ୍ଲା ପରିବହନ ବିଭାଗ ପକ୍ଷରୁ ସଡ଼କ ସୁରକ୍ଷା ସଚେତତା କାର୍ଯ୍ୟକ୍ରମ ଅନୁଷ୍ଠିତ

21-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ
ସୁବର୍ଣ୍ଣପୁର ପିଏମଶ୍ରୀ ମହାରାଜା ଉଚ୍ଚ ବିଦ୍ୟାଳୟ ଠାରେ ଏକ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ବିଦ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଉପସ୍ଥିତ ଥିବା ପ୍ରାୟ ୨ ଶହ ଛାତ୍ର ଓ ଶିକ୍ଷକ-ଶିକ୍ଷୟିତ୍ରୀ ଙ୍କ ସହ ପରିବାର ବର୍ଗ ଏବଂ ଆତ୍ମୀୟ ସୌଜନ୍ୟ ଙ୍କୁ ସଡକ ସୁରକ୍ଷା ନିୟମ ବିଷୟରେ ପ୍ରବର୍ତ୍ତାଇବା ପାଇଁ ଅନୁରୋଧ କରିଥିଲେ । ଏଥିରେ ବିନା ହେଲମେଟରେ ଗାଡି ଚାଳନା, ମଦ୍ୟପାନ କରି ଗାଡି ଚାଳନା, ସିଟବେଲ୍ଟ ପରିଧାନ ନ କରି ଗାଡି ଚାଳନା ଓ ୧୬ ବର୍ଷରୁ କମ ବୟସର ପିଲା ମାନଙ୍କୁ ଗାଡି ଚାଳନା ନ କରିବାକୁ ପରାମର୍ଶ କରିଥିଲେ। ଏହି ଅବସରରେ ଏହିପରି ଅନେକ ଉପାଦେୟ ବାର୍ତ୍ତା ପ୍ରଦାନ କରିବା ସହ ସଡ଼କ ସୁରକ୍ଷା ସମ୍ବନ୍ଧିତ କ୍ଷୁଦ୍ର ସଚେତନତା ଭିଡ଼ିଓ ପ୍ରଦର୍ଶିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମ ରେ ଜିଲ୍ଲା ପରିବହନ ବିଭାଗର ମଳୟ ପ୍ରତାପ ପାଣିଗ୍ରାହୀ, ହିମାଂଶୁ ସାହୁ, ଚିତ୍ତରଞ୍ଜନ ଭୋଇ ପ୍ରମୁଖ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆଶିଷ କୁମାର ରଥ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଜାତୀୟ ସାହିତ୍ୟ ମହୋତ୍ସବ ସେପ୍ଟେମ୍ବର ୨୬ରୁ ♦️ ଡ଼.ସତ୍ୟବ୍ରତ ଜେନା ସମ୍ପାଦକ ମନୋନୀତ   13-Jul-2026
  ଜିଲ୍ଲା  
ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ମୀନା ମଞ୍ଚ ଓ ଛାତ୍ର କ୍ୟାବିନେଟ ଗଠନ    13-Jul-2026
  ଜିଲ୍ଲା  
ଅଜବ ପରମ୍ପରା ବର୍ଷା ପାଇଁ "ବେଙ୍ଗବେଙ୍ଗୁଳି " ବାହାଘର*   13-Jul-2026
  ଜିଲ୍ଲା  
ସମଲେଇଚୁଁଆ ହତ୍ୟାକାଣ୍ଡ ର ୫ଅଭିଯୁକ୍ତ ଗିରଫ୍   13-Jul-2026
  ଜିଲ୍ଲା  
ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଂଗଠନ ର ହ୍ଵାଟ୍ସପ୍ ଗ୍ରୀଭାନାସ୍ ସେଲ୍ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଗୁରୁ ଭଗବାନ ସାହୁଙ୍କ ଜନ୍ମ ବାର୍ଷିକୀ ଅନୁଷ୍ଠିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜର ଯୁବ ରେଡକ୍ରସ କାର୍ଯ୍ୟାଳୟ ଉଦ୍ଘାଟନ   13-Jul-2026
  ଜିଲ୍ଲା  
ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ର ବଲାଙ୍ଗିର ଠାରେ ଗ୍ରକାକ ପରାମର୍ଶ କେନ୍ଦ୍ର ଉଦ୍ଘାଟିତ   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ସନ୍ଥକବି ଭୀମଭୋଇଙ୍କ ଉପରେ ଜାତୀୟ ପାଠଚକ୍ର   13-Jul-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026

You Might Also Like