-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||     

HOME   ରାଜ୍ୟ

ଭାରତୀୟ ପରିଚାଳନା ସଂସ୍ଥାନ (ସଂଶୋଧନ) ବିଲ୍, ୨୦୨୫ ଉପରେ ଆଲୋଚନା ସମୟରେ, ସାଂସଦ ଶ୍ରୀ ବିଶି ଙ୍କ ଓଡ଼ିଶା ରେ ଅଧିକ ଆଇ.ଆଇ. ଏମ. ଦାବି

21-Aug-2025



ନୂଆଦିଲ୍ଲୀ- ୨୦-୦୮-୨୦୨୫/ ରାଜ୍ୟସଭାର ଚଳିତ ଅଧିବେଶନରେ, ସାଂସଦ ଶ୍ରୀ ନିରଞ୍ଜନ ବିଶି ଭାରତୀୟ ପରିଚାଳନା ସଂସ୍ଥାନ (ସଂଶୋଧନ) ବିଲ୍, ୨୦୨୫ ଉପରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।
ପ୍ରାରମ୍ଭରେ, ଶ୍ରୀ ବିଶି ରାଜ୍ୟସଭାର ଉପାଧ୍ୟକ୍ଷଙ୍କୁ ଏହି ବିଲ୍ ଉପରେ କହିବାର ସୁଯୋଗ ଦେବା ପାଇଁ କୃତଜ୍ଞତା ଜଣାଇଥିଲେ, ଯାହା ଇଣ୍ଡିଆନ ଇନ୍ଷ୍ଟି ଚ୍ୟୁଟ ଅଫ ମେନେଜମେଣ୍ଟ ଆଇନ, ୨୦୧୭ ଅଧୀନରେ ଭାରତୀୟ ପରିଚାଳନା ସଂସ୍ଥାନ (ଆଇ ଆଇ ଏମ), ଗୌହାଟିକୁ ଅନ୍ତର୍ଭୁକ୍ତ କରିବା ପାଇଁ ଉଦ୍ଧିଷ୍ଟ।
ବିଲ୍‌କୁ ସ୍ୱାଗତ କରି ଶ୍ରୀ ବିଶି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅଭିନନ୍ଦନ ଏବଂ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ବିଶି ରାଜ୍ୟର ଶିକ୍ଷା ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶାର 30ଟି ଜିଲ୍ଲାରେ ଅଧିକ ଭାରତୀୟ ପରିଚାଳନା ପ୍ରତିଷ୍ଠାନ ଆଇ.ଆଇ.ଏମ ପ୍ରତିଷ୍ଠା କରିବା ପାଇଁ ଦାବୀ କରିଥିଲେ l 
ଏହା ବ୍ୟତୀତ, ଆଇ.ଆଇ.ଏମ ରେ  ପ୍ରାୟ ୫00 ପଦବୀ ଖାଲି ପଡ଼ିଥିବା ରୁ ଉଦବେଗ ପ୍ରକାଶ କରି ତୁରନ୍ତ ଖାଲିପଡ଼ିଥିବା ପଦବୀ ପୂରଣ ପାଇଁ ସରକାର ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।  ଶ୍ରୀ ବିଶି ଆଇ.ଆଇ.ଏମ, ଆଇ. ଆଇ.ଟି ଏବଂ ଅନ୍ୟାନ୍ୟ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ରାଗିଂ ଦୂର କରିବାର ଆବଶ୍ୟକତା ଉପରେ ମଧ୍ୟ ଗୁରୁତ୍ୱାରୋପ କରିଥିଲେ ଏବଂ ଏହି ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ହସ୍ତକ୍ଷେପ ପାଇଁ ଅନୁରୋଧ କରିଥିଲେ।
ପଶ୍ଚିମ ଓଡ଼ିଶାର ଶିକ୍ଷାଗତ ଆବଶ୍ୟକତା ଉପରେ ଆଲୋକପାତ କରି ଶ୍ରୀ ବିଶି ଦର୍ଶାଇଥିଲେ ଯେ ନିକଟସ୍ଥ ସମ୍ବଲପୁର ଜିଲ୍ଲାରେ ଏକ ଆଇ.ଆଇ.ଏମ ଥିବା ବେଳେ, ବଲାଙ୍ଗିର  ଜିଲ୍ଲାରେ ଏପରି ଆଉ ଏକ ପ୍ରତିଷ୍ଠାନ ସ୍ଥାପନ ପାଇଁ ଦାବି  କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026

You Might Also Like