-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବ୍ଲକଛକ ଦୁର୍ଗାପୂଜା କମିଟି ର ପ୍ରଥମ ପ୍ରସ୍ତୁତି ବୈଠକ

21-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ବ୍ଲକଛକ ଦୁର୍ଗାପୂଜା କମିଟି ର ପ୍ରଥମ ପ୍ରସ୍ତୁତି ବୈଠକ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପ ରେ ସଭାପତି ଅରବିନ୍ଦ ବାରିକ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି। ସଂପାଦକ ନିଶାନ୍ତ କୁମାର ମହାନ୍ତି ପ୍ରଥମେ ବିଗତ ବର୍ଷର ଆୟବ୍ୟୟ ବିବରଣୀ ପାଠ କରିଥିଲେ ଯାହାକି ସର୍ବ ସମ୍ମତି କ୍ରମେ ଅନୁମୋଦନ ଲାଭ କରିଥିଲା। ଚଳିତ ବର୍ଷ ପୂଜାକୁ ଆକର୍ଷଣୀୟ ରୂପରେ ଗଢିତୋଳିବା ପାଇଁ ବିଭିନ୍ନ ସଦସ୍ୟ ମାନେ ବିଭିନ୍ନ ମତ ରଖିଥିଲେ।  ଚଳିତ ବର୍ଷ ପରିଚାଳନା କମିଟିରେ ପୁଣିଥରେ ଅରବିନ୍ଦ ବାରିକ,ଉପ ସଭାପତି ଶରତ ମହାପାତ୍ର, ସଂପାଦକ ନିଶାନ୍ତ କୁମାର ମହାନ୍ତି,ସହ ସଂପାଦକ ସ୍ଵରୁପ ପାତ୍ର, କୋଷାଧ୍ୟକ୍ଷ  ଦିଲ୍ଲୀପ ପାତ୍ର ଓ ପରାମର୍ଶଦାତା କମିଟି ରେ  ଗଦାଧର ବାରିକ,  ଆଦିକନ୍ଦ ପାଣିଗ୍ରାହୀ, ଶୈଳେନ୍ଦ୍ର ସାହୁ, ଡ.ଜ୍ୟୋତିରଞ୍ଜନ ବହିଦାର, ଅବସରପ୍ରାପ୍ତ ଡିଏ ଓଶୁସିଲ ତ୍ରିପାଠୀ ଶ୍ରୀବତ୍ସ  ମଲ୍ଲିକ, ପ୍ରିୟବ୍ରତ ସାହୁ,ଡ. ପରମାନନ୍ଦ ମିଶ୍ର, ସତ୍ୟନାରାୟଣ ତ୍ରିପାଠୀ ,ଆଇନ ପରାମର୍ଶ  ଦାତା ଭାବରେ ବଳଦେବ ପ୍ରସାଦ ବେଦବାକ ସେହିପରି ଅନ୍ୟାନ୍ୟ କମିଟି ମଧ୍ୟରେ  ପୂଜା କମିଟି, ରାବଣପୋଡ଼ି କମିଟି,, ଚାନ୍ଦି ମେଢ଼ କମିଟି,ଅର୍ଥ କମିଟି ,ସ୍ମରଣୀକା କମିଟି, ପ୍ରଚାର ପ୍ରସାର କମିଟି ଗଠନ କରାଯାଇଛି। ଏହି ଅବସରରେ ଚଳିତ ବର୍ଷ କମିଟି ର ଦିବଂଗତ ସଦସ୍ୟ ଙ୍କ ଆତ୍ମାର ସଦଗତି ପାଇଁ  ୨ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଚଳିତ ବର୍ଷ ଜିଲ୍ଲା ର ସଂସ୍କୃତି ପରମ୍ପରାକୁ ବଜାୟରଖି ଲୋକ ନାଚଗୀତ କୁ ଅଗ୍ରାଧିକାର ଦେବାସହ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ବଲିଉଡ କଳାକାର ଙ୍କୁ ନେଇ ରଙ୍ଗାରଙ୍ଗ ମେଲୋଡି ଆୟୋଜନ କରାଯିବାପାଇଁ  ନିଷ୍ପତ୍ତି ନିଆଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like