-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଜିଲ୍ଲା

ସ୍ଥାୟୀ ସହବନ୍ଧନ ସକାଶେ ଶିକ୍ଷା ବିଭାଗ ଉଚ୍ଚ କର୍ତୃପକ୍ଷଙ୍କ ସିଦ୍ଧାର୍ଥ ଡିଗ୍ରୀ କଲେଜ ପରିଦର୍ଶନ

21-Aug-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ଥିତ ସିଦ୍ଧାର୍ଥ ଡିଗ୍ରୀ କଲେଜର ସ୍ଥାୟୀ ସହବନ୍ଧନ ସକାଶେ ଶିକ୍ଷା ବିଭାଗ ଉଚ୍ଚ କର୍ତୃପକ୍ଷଙ୍କ ତରଫରୁ ମିଳିତ  ପରିଦର୍ଶନ କରାଯାଇଛି।ଏହି ପରିପ୍ରେକ୍ଷୀରେ ବଲାଙ୍ଗିର ରାଜେନ୍ଦ୍ର ବିଶ୍ଵ ବିଦ୍ୟାଳୟର ମହାବିଦ୍ୟାଳୟ ବିକାଶ ପରିଷଦ ଅଧ୍ୟକ୍ଷ ପ୍ରଫେସର ବିଘ୍ନେଶ ପ୍ରସାଦ ମିଶ୍ର ଏବଂ ସମ୍ବଲପୁର ଆଞ୍ଚଳିକ ଉଚ୍ଚଶିକ୍ଷା ନିର୍ଦ୍ଦେଶାଳୟ ଆଞ୍ଚଳିକ ନିର୍ଦ୍ଦେଶକ ଡ଼ ଉମା ଶଙ୍କର ଦାଶ ମିଳିତ ଭାବେ ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ପରିଦର୍ଶନରେ ଆସି ଏହାର ଭିତ୍ତିଭୂମି,ଆବଶ୍ୟକୀୟ କାଗଜପତ୍ର ତଦାରକ କରି ସନ୍ତୋଷ ପ୍ରକଟ କରିଥିଲେ । ଯାହା ଫଳରେ ସ୍ଥାୟୀ ସହବନ୍ଧନ କ୍ଷେତ୍ରରେ ଅଟକି ରହୁଥିବା ଡିଗ୍ରୀ କଲେଜର ଦୀର୍ଘ ବର୍ଷର ସ୍ବପ୍ନ ଆଗାମୀ ଦିନରେ ନିଶ୍ଚିତ ସାକାର ହେବ ବୋଲି ବିଶ୍ୱାସ ରହିଥିବାରୁ ଅଞ୍ଚଳର ଶିକ୍ଷାପ୍ରେମୀ ତଥା ଛାତ୍ରଛାତ୍ରୀ ମହଲରେ ଖୁସିର ଲହରୀ ଖେଳିଯାଇଛି।ଏହି ପରିଦର୍ଶନରେ ଅନୁଷ୍ଠାନର ସମସ୍ତ ନିୟମ ଓ ନିୟମାବଳୀକୁ ପାଳନ କରୁଥିବା ଦେଖି କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକଙ୍କ ସହ କାର୍ଯ୍ୟରତ ସମସ୍ତ ଅଧ୍ୟାପକ, ଅଧ୍ୟାପିକା ତଥା କର୍ମଚାରୀ ମାନଙ୍କୁ ଶିକ୍ଷା ବିଭାଗ ଉଚ୍ଚ କର୍ତୃପକ୍ଷ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like