-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ଙ୍କ ଉଦ୍ୟମ, ତ୍ୟାଗ ଓ ଆଦର୍ଶ କୁ ସମ୍ମାନ ଦେବାପାଇଁ ପାଳିତ ହୁଏ ବିଶ୍ବ ବରିଷ୍ଠ ନାଗରିକ ଦିବସ

21-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ବୀରମହାରାଜପୁର ବ୍ଲକ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ରେ ଗୁରୁବାର ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନ ର ସଭାପତି ଡକ୍ଟର ପ୍ରଫୁଲ୍ଲ କୁମାର ରଥଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ସୁରେନ୍ଦ୍ର ମେହେର, ଉପଜିଲ୍ଲାପାଳ ବୀରମହାରାଜପୁର ମୁଖ୍ୟ ଅତିଥି, ଦୀନବନ୍ଧୁ ମେହେର, ପ୍ରାକ୍ତନ ଅଧ୍ୟକ୍ଷ, ବୀରମହାରାଜପୁର ମହାବିଦ୍ୟାଳୟ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରି ବରିଷ୍ଠ ନାଗରିକ ମାନଙ୍କ ଉଦ୍ୟମ, ତ୍ୟାଗ ଓ ଆଦର୍ଶ କୁ ସମ୍ମାନ ଜଣାଇବା ପାଇଁ ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳନ କରାଯାଏ ବୋଲି ମତ ରଖିଥିଲେ।ଏହି ଅବସରରେ କଳା କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ନବୀନ ଚନ୍ଦ୍ର ଦାସ,ଗୋକୁଳ ଭୋଇଙ୍କୁ ଏବଂ ସ୍ବେଛାସେବୀ ଚମରା ମହାକୁର ଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା ସଭା ସଂଯୋଜନା କରିଥିବାବେଳେ ସୌମିତ୍ରୀ ମେହେର ସ୍ବାଗତ ଓ ଦୟାନିଧି ହୋତା ଧନ୍ୟବାଦ ଅର୍ପଣ କରିଥିଲେ।ବୈଠକରେ କୃଷ୍ଣଚନ୍ଦ୍ର ପାଢ଼ୀ, ବାସୁଦେବ ପଣ୍ଡା, ଭୂଷଣ କୁମାର ପାତ୍ର , ଦିଲ୍ଲିପ ମିଶ୍ର, ସନ୍ତୋଷ ଷଡ଼ଙ୍ଗୀ, ଶ୍ୟାମସୁନ୍ଦର ସେଠୀ,ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ, ସୁରୁ ସାହୁ, ନାରାୟଣ ପ୍ରସାଦ ନାୟକ, ଜୟଦେବ ସାହୁ,ରବି ନାରାୟଣ ବେହେରା,ସତ୍ୟ ଦାଶ, ରାଧେଶ୍ୟାମ ପୁରୋହିତ ,ଅକ୍ରୃର ଚରଣ ଦନ୍ତା, ଜ୍ଞାନେନ୍ଦ୍ର ତ୍ରିପାଠୀ, ଅକ୍ଷୟ ମିଶ୍ର, ଶ୍ୟାମସୁନ୍ଦର ସେଠୀ, ବଳରାମ କାଣ୍ଡ, ଜମ୍ବେଶ୍ଵର ପ୍ରଧାନ, ପୀତବାସ ପଣ୍ଡାସୁଦାମ ସେଠୀ ପ୍ରମୁଖ ଅଂଶଗ୍ରହଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like