-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ରାଜ୍ୟ

ଜେ.ଏସ.ଏମ୍. କଲେଜ୍ର ଛାତ୍ରଛାତ୍ରୀଙ୍କ ଦ୍ୱାରା “ମୀରା ସଷ୍ଟେନେବଲ୍ ସର୍ଜ୍ ପ୍ରାଇଭେଟ୍ ଲିମିଟେଡ୍” ଶିଳ୍ପ ଦର୍ଶନ

22-Aug-2025



ବଲାଙ୍ଗୀର (ପ୍ରେରଣା ଖବର): ଜେ.ଏସ.ଏମ୍. କଲେଜ୍ ଅଫ୍ ଆର୍ଟ୍ସ୍, ସାଇନ୍ସ ଏଣ୍ଡ କମର୍ସର ଛାତ୍ରଛାତ୍ରୀମାନେ ବଳାଙ୍ଗୀରର “ମୀରା ସଷ୍ଟେନେବଲ୍ ସର୍ଜ୍ ପ୍ରାଇଭେଟ୍ ଲିମିଟେଡ୍” ନାମକ ଛୋଟ ଶିଳ୍ପ ଏକକକୁ ପରିଦର୍ଶନ କରିବାର ସୁଯୋଗ ପାଇଲେ। ଏହି ଶିଳ୍ପଦର୍ଶନରେ କଲେଜ୍ର ଅଧ୍ୟକ୍ଷ ସିଏ ସ୍ରୀକାନ୍ତ ଶର୍ମା ପ୍ରଧାନ ଶିକ୍ଷୟତ୍ରୀ  ଡା. ମନସମିତା ମିଶ୍ର ଉପସ୍ଥିତ ଥିଲେ।

ପରିଦର୍ଶନ ସମୟରେ ଛାତ୍ରଛାତ୍ରୀମାନେ କାରଖାନାର ବିଭିନ୍ନ ୟୁନିଟ୍ ଦେଖିଥିଲେ ଏବଂ ପ୍ରାୟୋଗିକ ଅନୁଭବ ସଂଗ୍ରହ କରିଥିଲେ। ପରେ ଶିଳ୍ପର ନିର୍ଦ୍ଦେଶକ ତପସ କୁମାର ଦାସ ଙ୍କ ସହିତ ବିଶେଷ ଆଲୋଚନା ସଭା ଆୟୋଜିତ ହୋଇଥିଲା। ସେ ଛାତ୍ରମାନଙ୍କ ସମସ୍ତ ପ୍ରଶ୍ନର ଉତ୍ତର ପ୍ରଦାନ  କରିଥିଲେ  ଏବଂ କିପରି ଏହି ଶିଳ୍ପ ଅବଶିଷ୍ଟ ସାମଗ୍ରୀକୁ ବ୍ୟବହାର କରି ପେପର୍ ପ୍ଲେଟ୍ ଓ ଅନ୍ୟାନ୍ୟ ଉତ୍ପାଦନ କରି ତାହା କିପରି ବିଦେଶକୁ ରପ୍ତାନି  ହେଉଅଛି, ତାହା ସ୍ପଷ୍ଟ କରିଥିଲେ।
ଏହି ସମୟରେ ସିଏ ସ୍ରୀକାନ୍ତ ଶର୍ମା ମଧ୍ୟ ଛାତ୍ରଛାତ୍ରୀଙ୍କ ଅନେକ ପ୍ରଶ୍ନର ଉତ୍ତର ପ୍ରଦାନ କରିଥିଲେ ଓ ସେମାନଙ୍କୁ ନୂଆ ଚିନ୍ତାଧାରା, ଉଦ୍ୟମିତା ଓ ସଷ୍ଟେନେବଲ୍ ପ୍ରୟାସ ପାଇଁ ପ୍ରେରିତ

କରିଥିଲେ। ପୁଣି ଏହି ପ୍ରକାର ଏକ ଶିଳ୍ପ ବଲାଙ୍ଗିର ମଧ୍ୟରେ ରହି କାର୍ଯ୍ୟକରୁଥିବାରୁ ବଲାଙ୍ଗିର ନିମନ୍ତେ ମଧ୍ୟ ଏକ ଗର୍ବର ବିଷୟ ଅଟେ । ଛାତ୍ରଛାତ୍ରୀମାନେ ଏହି ଶିଳ୍ପଦର୍ଶନରୁ ବହୁତ୍ କିଛି ଶିଖିଥିଲେ ଓ ଆନନ୍ଦିତ ହୋଇଥିଲେ। ସେମାନେ ଶିଳ୍ପ ପରିଚାଳନା ପକ୍ଷ, କଲେଜ୍ର ଅଧ୍ୟକ୍ଷ ଏବଂ ପ୍ରାଚାର୍ଯ୍ୟାଙ୍କୁ ଏହି ସୁଯୋଗ ପାଇଁ କୃତଜ୍ଞତା ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like