-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||     

HOME   ଜିଲ୍ଲା

ପୁଜାରୀଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ସପ୍ତ ଦିନାତ୍ମକ ସଂସ୍କୃତ ଉତ୍ସବ ପାଳିତ

22-Aug-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ତେନ୍ତୁଳିଖୁଣ୍ଟି ବ୍ଳକ୍ ଅନ୍ତର୍ଗତ ପୁଜାରୀଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ସପ୍ତ ଦିନାତ୍ମକ ସଂସ୍କୃତ ଉତ୍ସବ;ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ମହାପାତ୍ରଙ୍କ ସଭାପତିତ୍ୱ ଓ  ସଂସ୍କୃତ ଶିକ୍ଷକ ଆକାଶ ମେହେରଙ୍କ ପରିଚାଳନାରେ  ଭବ୍ୟ ସମାରୋହରେ ଅନୁଷ୍ଠିତ ହୋଇ ଯାଇ ଅଛି ।ଧ୍ୟେୟ ମନ୍ତ୍ର ପାଠାଦି କାର୍ଯ୍ୟ କ୍ରମ ପରେ ସମ୍ମାନିତ ଅତିଥି ତଥା ଝରିଗୁମ୍ମା ନୋଡାଲ ହାଇ ସ୍କୁଲର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ସାହୁ ଛାତ୍ର ଛାତ୍ରୀଙ୍କୁ ସଂସ୍କୃତ ଭାଷାଧ୍ୟୟନର ମହତ୍ତ୍ବ ଓ ଗୁରୁତ୍ବ ଅନନ୍ତ ଓ ଅସୀମ ବୋଲି ବୁଝାଇ କହି ଥିବା ବେଳେ ମୁଖ୍ୟ ଅତିଥି ତଥା ନବରଂଗପୁରସ୍ଥ ରଶ୍ମି ରଞ୍ଜନ ସିଦ୍ଧାଶ୍ରମ ଓ ଲୋକ ଭାଷା ପ୍ରଚାର ସମିତିର ନବରଂଗପୁର ଜିଲ୍ଳାଧ୍ୟକ୍ଷ ରଶ୍ମି ପ୍ରସାଦ ଡ: ନୀଳ କଣ୍ଠ ପାଢୀ ସଂସ୍କୃତ ଭାଷାରେ ନିଜର  ଉତ୍ସାହପ୍ରଦ ଉଦ୍ ବୋଧନ ମାଧ୍ୟମରେ " ଏ ଯୁଗରେ ଭାଷା ଜନନୀ ସଂସ୍କୃତର ଅପରିହାର୍ଯ୍ୟତା ଏବଂ ଭାରତ ବର୍ଷର ଶୀର୍ଷାସନାବସ୍ଥିତ ଶ୍ରେଷ୍ଠ ଭାଷାର ମର୍ଯ୍ୟାଦା ଲାଭ କରି ଥିବା ସଂସ୍କୃତ ଭାଷା ; ଦେଶର ରାଷ୍ଟ୍ର ଭାଷା ହେବା ଉଚିତ " ବୋଲି ମତ ବ୍ୟକ୍ତ କରିଛନ୍ତି ।ଏହି ଉତ୍ସବରେ ସାତ ଦିନ ବ୍ୟାପୀ ଅନୁଷ୍ଠିତ ନିବନ୍ଧ,କୁଇଜ୍,ଶ୍ଳୋକ ପାଠ,ସାହିତ୍ୟ ଆଲୋଚନା, ନୃତ୍ଯ ଓ ସଂସ୍କୃତ ଗୀତାଭିନୟାଦି ପ୍ରତିଯୋଗିତାର  କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ଗଣ ପୁରସ୍କୃତ କରିଛନ୍ତି। ଶେଷରେ ଝରିଗୁମ୍ମା ନୋଡାଲ ହାଇ ସ୍କୁଲର ସଂସ୍କୃତ ଶିକ୍ଷକ ସୁନୀଲ ବାରରିକଙ୍କ ଧନ୍ୟବାଦାର୍ପଣ ପରେ ଉତ୍ସବ ସମାପନ ହେଲା।ଉତ୍ସବର ବିଭିନ୍ନ କାର୍ଯ୍ୟ କ୍ରମ ପରିଚାଳନାରେ ପଲ୍ଲୀଶ୍ରୀ ବରାଡ,ଗୀତାରାଣୀ ଦାସ,ୱଆଇ. ମାଣିକେଶ୍ଵରୀ, ସବିତା ବେହେରା, ଚିନ୍ମୟୀ ପଣ୍ଡା,ବି. ରୋଜା କୁମାରୀ  ପ୍ରମୁଖ ଶିକ୍ଷିକା ବୃନ୍ଦ ନିଷ୍ଠା ପୂର୍ଣ୍ଣ ସହଯୋଗ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026

You Might Also Like