-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ରାଜ୍ୟ

ଦିନକରେ ୨ ଯୁବକଙ୍କ ଆତ୍ମହତ୍ୟା; ଗେମ୍ ଖେଳ, ପରିବାର କଳହ ଜୀବନ ନେଲା

22-Aug-2025



ବରୀ(ରଞ୍ଜିତ ମହାନ୍ତି): ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ବୁଧବାର ରା ରାତିରେ ୨ ଯୁବକ ଆତ୍ମହତ୍ଯା କରିଛନ୍ତି। ସେମାନେ ହେଲେ ବାଇଁଶିରିଆ ପଞ୍ଚାୟତ ୧୦ନଂ. ୱାର୍ଡର କାଳନ୍ଦୀ ସାହୁଙ୍କ ପୁଅ ସୋମନା ମନାଥ ସାହୁ(୩୪) ଓ ଅଟିରା ପଞ୍ଚାୟତ ଅରୁଆଳ ଗ୍ରାମର ବିଶ୍ୱଜିତ ମହାଳିକ ଓରଫ୍ ବଳିଆ(୨୫)। ସୋମନାଥ ଅନଲାଇନ ଗେମ ଖେଳି ଖେଳି ଟଙ୍କା ହାରିଯିବ ପରେ ମାନସିକ ଭାରସାମ୍ୟ ହରାଇ ରସି ଲଗାଇ ଦେଇଛନ୍ତି I ସୋମନାଥଙ୍କ ୩ ବର୍ଷର ପୁଅ ସହ ସ୍ତ୍ରୀ ଓ ବାପାମା’ ଅଛନ୍ତି I
ସେହିପରି ବିଶ୍ବଜିତ ପାରିବାରିବ କଳହ ଯୋଗୁ ଶୋଇବା ଘର ଫ୍ୟାନରେ ରଶି ଲଗାଇ ଦେଇଛନ୍ତି। ସକାଳେ ବିଶ୍ୱଜିତ ଉଠିବାରେ ବିଳମ୍ବ
ସୋମନାଥ ସାହୁ
ବିଶ୍ବଜିତ୍ ମହାଳିକ 
ହେବାରୁ ପରିବା ବାର ସଦସ୍ୟମାନେ ତାଙ୍କୁ ଡାକିଥିଲେ। ହେଲେ ଲେ ସେ କବାଟ ଖୋଲି ନ ଥିଲେ। ପରିବାର ଲୋକେ କବାଟ ଭାଙ୍ଗି ବିଶ୍ବଜିତଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚ୍ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ସେହିପରି ବିଶ୍ବଜିତଙ୍କ ପରିବାର ଲୋକଙ୍କଠାରୁ ଖବର ପାଇ ପୋଲିସ ପହଞ୍ଚି ମୃତଦେହ ଜବତ କରିଥିଲା। ଉଭୟ ଘଟଣାରେ ପୋଲିସ ନଂ.୧୪/୨୫ ଓ ୧୫/୨୫ରେ ଦୁଇଟି ପୃଥକ୍‌ମାମଲା ରୁଜୁ କରି ତଦନ୍ତ ଚଳାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like