-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ଏସବିଆଇ ତରଫରୁ ଜନସୁରକ୍ଷା ଯୋଜନା ଅଧୀନରେ ପଞ୍ଚାୟତ ସ୍ତରୀୟ ପରିପୂର୍ତ୍ତି ଅଭିଯାନ ଅନୁଷ୍ଠିତ

22-Aug-2025



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର)
ଡାବୁଗାଁ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ପକ୍ଷରୁ ଡାବୁଗାଁ ବ୍ଲକର ସଦର ମହକୁମା ଠାରେ ଜନ ସୁରକ୍ଷା ଯୋଜନା ଅଧୀନରେ ପଞ୍ଚାୟତ ସ୍ତରୀୟ ପରିପୂର୍ତ୍ତି ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆରବିଆଇ ନିର୍ଦେଶ ଅନୁସାରେ ପ୍ରତ୍ୟକ ବ୍ଲକରେ ପଞ୍ଚାୟତ ସ୍ତରୀୟ ସଚେତନତା କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ପ୍ରଧାନମନ୍ତ୍ରୀ ଜନଧନ ଯୋଜନାରେ କିପରି ଖାତାଖୋଲିବେ ନିଷ୍କ୍ରିୟ ହୋଇଥିବା ଖାତାର ପୁନଃ ପ୍ରମାଣୀକରଣ, ଆର୍ଥିକ ଯୋଜନା କିପରି ପ୍ରସ୍ତୁତି କରିବା ସହ ସଂଚୟ ଓ ନିବେଶ କିପରି କରିବେ ସେନେଇ ସଚେତନ କରାଯାଇଥିଲା। କେନ୍ଦ୍ର ସରକାରଙ୍କ ସାମାଜିକ ସୁରକ୍ଷା ବୀମା ଯୋଜନା ପ୍ରଧାନମନ୍ତ୍ରୀ ଜୀବନଜ୍ୟୋତି ବୀମା ଯୋଜନା ବାର୍ଷିକ ୪୩୬ ଟଙ୍କାରେ
୨ଲକ୍ଷ୍ୟ ଟଙ୍କା ଆର୍ଥିକ ରାଶି, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା ଦୁର୍ଘଟଣା ଜନିତ ବୀମା ରାଶି ବାର୍ଷିକ ୨୦ଟଙ୍କାରେ ୨ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ରାଶି, ଅଟଳ ପେନସନ ଯୋଜନା, ସୁକନ୍ୟା ସମୃଦ୍ଧି ଯୋଜନାରେ କିପରି ସମସ୍ତେ ଅନ୍ତର୍ଭୁକ୍ତ ହୋଇପାରିବେ ସେସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିସହ ସାଇବର ସିକୁରିଟି, ଡିଜିଟାଲ ବ୍ୟାଙ୍କିଙ୍ଗ, ବିଭିନ୍ନ ପ୍ରକାର ଠୋକେଇ, ଋଣ ସମ୍ବନ୍ଧ, ବ୍ୟାଙ୍କରେ ଅଭିଯୋଗ ସମାଧାନର ବ୍ୟବସ୍ଥା ଉପରେ ଆଲୋଚନା କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ଡାବୁଗାଁ ଏସବିଆଇ ପ୍ରବନ୍ଧକ ରାଜନାରାୟଣ ଦିଗଲ,ଡାବୁଗାଁ ଏମବିକେ,ସିଆରପି, ଜିପିଏ ଲଏଫ  ସମ୍ପାଦିକା, ସଭାପତି ଏବଂ ବିଭିନ୍ନ ମହଲା ସ୍ୱୟଂ ସହାୟତା ଗ୍ରୁପର ମହିଳା ସ୍ଥାନୀୟ ବୁଦ୍ଧିଜୀବୀ, ବହୁ ଲୋକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026

You Might Also Like