-+91-9937148622 |

prerana_bgr@rediffmail.com |

  Saturday 11th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି    (10-Jul-2026)       ||      ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||     

HOME   ଜିଲ୍ଲା

*ଡାବୁଗାଁ ବ୍ଲକରେ ମଣ୍ଡିକାର୍ଡ ପଞ୍ଜିକରଣରେ ମହା ଦୁର୍ନୀତି*

22-Aug-2025



ଡାବୁଗାଁ (ମିହିର ଶଙ୍କର ପାତ୍ର)
ସରକାର ଚାଷୀମାନଙ୍କୁ  ଉଚିତ ମୂଲ୍ୟ ଦେବା ପାଇଁ ପ୍ରତି ବ୍ଲକରେ ମଣ୍ଡି ଖୋଲିଛନ୍ତ ଏବଂ।ପ୍ରକୃତ ଚାଷି ଚି଼ହ୍ନଟ ପାଇଁ ମଣ୍ଡି କାର୍ଡ ପାଇଁ ପଞ୍ଜିକରଣ କରାଯାଉଛି।କିନ୍ତୁ କିଛି ଅସାଧୁ ବିଭାଗୀୟ କର୍ମଚାରୀ  ମଧ୍ୟସ୍ଥି ତଥା ଦଲାଲଙ୍କ ପ୍ରଲୋଭନରେ ପଡି ପ୍ରକୃତ ଚାଷୀମାନଙ୍କୁ ଏହାର ଲାଭ ପାଇବାରୁ ବଞ୍ଚିତ ରଖୁଛନ୍ତି |ଏଭଳି ଏକ ସାଙ୍ଘାତିକ ଅଭିଯୋଗ ଆସିଛି ନବରଙ୍ଗପୁର ଜିଲ୍ଲାର ଡାବୁଗାଁ ଲ୍ୟାମ୍ପ ବିରଧରେ |ଅଭିଯୋଗ ପ୍ରକାରେ ପୂଜାରୀଗୁଡା ମୌଜାର ଖାତା ନମ୍ବର ୪୪ ମୋଟ ଜମିରେ ପରିମାଣ  ୧୧ଏକର ୦୪ ସେଣ୍ଟରେ ପଟାଦାର ର ପ୍ରକୃତ ଉତ୍ତରାଧିକା ମାନେ ଧାନ ମଣ୍ଡିରେ ଧାନ ବିକ୍ରୟ କରିବା ଉଦେଶ୍ୟରେ ନାମ ପଞ୍ଜିକରଣ କରିବାକୁ ଯାଇଥିଲେ କିନ୍ତୁ ସେହି ଜମିରେ ପୂର୍ବରୁ ଦୁଇଜଣ ମହିଳାଙ୍କ ନାମରେ ଦଲାଲ ମାନେ ପଣ୍ଡି କାର୍ଡରେ ନାମ ପଞ୍ଜି କାରଣ କରିଦେଇଥିବା ଜଣା ପଡିଲା।ଯେଉଁ ମାନଙ୍କ ନାମରେ ମଣ୍ଡି କାର୍ଡ ପଞ୍ଜିକରଣ ହେଇଚି ସେମାନେ ମେଦନା ପଂଚାୟତ ଅନ୍ତର୍ଗତ ପୂଜାରୀଗୁଡା ଗ୍ରାମର ପଦ୍ମା ଭତରା ଓ କମଳା ଭତରା। ଏହି ଦୁଇ ମହିଳାଙ୍କ ପ୍ରକୃତ ପଟା ଦାର ସହିତ ଦୂର ଦୂର ପର୍ଯ୍ୟନ୍ତ  କୌଣସି ସମ୍ପର୍କ ନାହିଁ |ତଥାପି ବିଭାଗୀୟ ଅଧିକାରୀଙ୍କ ମଧୁଚନ୍ଦ୍ରିକା ଯାଗୁଁ  ସରକାରୀ ଗାଇଡ଼ ଲାଇଙ୍କୁ ଅଣଦେଖା କରି ଦୁଇ ମହିଳାଙ୍କ ନାମରେ ପଞ୍ଜିକାରଣ କରା ଯାଇଛି। ସବୁଠୁ ଆଶ୍ଚର୍ଯ୍ୟର କଥା ଅବିବାହିତ ମହିଳାଙ୍କୁ 30ବର୍ଷ ପୂର୍ବେ ମୃତ୍ୟୁ ବରଣ କରିଥିବା ଜମି ମାଲିକ ର ସ୍ତ୍ରୀ ବଲି ଦର୍ଶାଇ ନାମ ପଞ୍ଜିକରଣ କରାଯାଇଛି। ଏଭଳି ହେରଫେର ଯାଗୁଁ ପ୍ରକୃତ ଚାଷି ମଣ୍ଡି କାର୍ଡ ରୁ ବଞ୍ଚିତ ହେଉଛନ୍ତୁ? ଏ ବିଷୟରେ ବୁଝିବା ପାଇଁ ଡାବୁଗାଁ ଲେମ୍ପ ଭାରପ୍ରାପ୍ତ ଏମଡି ହରିବନ୍ଧୁ ମିର୍ଗାନ କୁ ଯୋଗାଯୋଗ କରିବାକୁ  ଚେଷ୍ଟା କରିଥିଲୁ କିନ୍ତୁ ଯୋଗାଯୋଗ ହୋଇ ପାରିଲା ନାଇଁ।ତେଣୁ ଜିଲ୍ଲା ପ୍ରଶାସନ ଏହାର ତଦନ୍ତ ପ୍ରକୃତ  ଚାଷୀମାନଙ୍କୁ ଏହି ସ୍କିମରେ ସାମିଲ କରିବାକୁ ସାଧାରଣରେ ଦାବୀ ହେଉଛି  କାରଣ ଡାବୁଗାଁ ବ୍ଲକରେ ମଣ୍ଡି କାର୍ଡ ପଞ୍ଜିକରଣ ରେ ସର୍ବାଧିଜ ଘୋଟଲା ହୋଇଥିବା ସୂଚନା ମିଳୁଛି। ସଠିକ ତଦନ୍ତ ହେଲେ ଏଭଳି ଅନେକ ତଥ୍ୟ ସମାନ କୁ ଆସିବ
ବୋଲି ଜନସାଧାରଣ ରେ ଚର୍ଚ୍ଚା ହେଉଛି |

*ବିଦ୍ର:-ସବୁଠୁ ଆଶ୍ଚର୍ଯ୍ୟର କଥା ଅବିବାହିତ ମହିଳାଙ୍କୁ 30ବର୍ଷ ପୂର୍ବେ ମୃତ୍ୟୁ ବରଣ କରିଥିବା ଜମି ମାଲିକଙ୍କ ସ୍ତ୍ରୀ  ଦର୍ଶାଇ ନାମ ପଞ୍ଜିକରଣ କରାଯାଇଛି।*


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ରେ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଶିକ୍ଷା ବଞ୍ଚାଅ ଆନ୍ଦୋଳନ ♦️ଛାତ୍ରଛାତ୍ରୀ ଙ୍କ ଭବିଷ୍ୟତ ସହ ଖେଳ କୁ ବରଦାସ୍ତ କରାଯିବ ନାହିଁ : ବିଜେଡି   10-Jul-2026
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026

You Might Also Like