-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ଆଇନ ସଚେତନତା କାର୍ଯ୍ୟକ୍ରମ

22-Aug-2025



ବଲାଙ୍ଗୀର(ଦେବାଶିଷ ବହିଦାର): ଗତ ୨୧ ତାରିଖରାଜ୍ୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦ୍ଦେଶ ଅନୁସାରେ ଏବଂ ଜିଲ୍ଲାନ୍ୟାୟାଧିଶ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଡ.ପବିତ୍ର ମୋହନ ସାମଲଙ୍କ ଅନୁମତିକ୍ରମେ ଜାମୁଟ୍ ପଂଚାୟତ କାର୍ଯ୍ୟାଳୟ ପରିସରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ଜନ ହିତଧିକାରୀ ଯୋଜନା ଉପରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି । ଏହି ଶିବିରରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ଶ୍ରୀଯୁକ୍ତ ପବିତ୍ରାନନ୍ଦ ପ୍ରଧାନ ଯୋଗଦେଇ ରାଷ୍ଟ୍ରର ପ୍ରତ୍ୟେକ ନାଗରିକର ବଞ୍ଚିବାର ଅଧିକାର ବିଷୟରେ ଅଲୋକପାତ କରିବା ସହିତ ଆଇନ ସେବା ପ୍ରାଧିକରଣର ଭୂମିକା ଓ ଆଇନ ସେବା ଯୋଗାଇ ଦେବା ଉପରେ ଦୃଷ୍ଟି ଆକର୍ଷଣ କରିଥିଲେ । ଏହି ଶିବିରରେ ଶ୍ରୀଯୁକ୍ତ ରାମଦତ ଭୋଇ, ବ୍ଳକ ଉନ୍ନୟନ ଅଧିକାରୀ, ଗୁଡ଼ଭେଲା ଯୋଗ ଦେଇ ରାଜ୍ୟ ସରକାରଙ୍କର ଜନହିତଧିକାରୀ ଯୋଜନା ଉପରେ ଜନସାଧାରଣମାନଙ୍କୁ ଅବଗତ କରାଇଥିଲେ । ଶ୍ରୀମତୀ ସୁମିତ୍ରା ଖରସେଲ, SSS, ବଲାଙ୍ଗିର, ଶ୍ରୀମତୀ ସସ୍ମିତା ହୋତା, SSS-O ବଲାଙ୍ଗିର ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ଜନହିତଧିକାରୀ ଯୋଜନା ଉପରେ ଜନସାଧାରଣମାନଙ୍କୁ ଅବଗତ କରାଇଥିଲେ । ଏହି ଶିବିରରେ ଶ୍ରୀଯୁକ୍ତ କେଶବ ବେହେରା, ଏ ଏଲ୍ ଓ ବଲାଙ୍ଗିର ଯୋଗ ଦେଇ ଶ୍ରମ ବିଭାଗର ବିଭିନ୍ନ ଯୋଜନା ଉପରେ ଲୋକମାନଙ୍କୁ ସୁଚନା ଦେଇଥିଲେ । ଶିବିରରେ ଶ୍ରୀଯୁକ୍ତ ସିଦ୍ଧାର୍ଥ ସେଠ,ବି ଏସ୍ ଏସ୍ ଓ  ବଲାଙ୍ଗିର, ଅକ୍ଷୟ କୁମାର ମାଝି,  ପି ଇ ଓ  ଜାମୁଟ୍ ଯୋଗଦାନ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like