-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ଲୁଗେଲ ପଞ୍ଚାୟତରେ ସେଲଫି ଫୋଟୋ ଅପଲୋଡ଼ କରି ହେଉଛି ମନରେଗାଯୋଜନାରଏନ.ଏମ୍.ଏମ.ଏସ l ପ୍ରହସନ ପାଲଟିଛି ମନରେଗା ଯୋଜନା

22-Aug-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ମାଲକାନଗିରି ଜିଲ୍ଲାରେ ଶ୍ରମିକଙ୍କୁ ରୋଜଗାର ଯୋଗାଇଦେବା ପାଇଁ ସରକାରଙ୍କ ପକ୍ଷରୁ ମନରେଗା ଯୋଜନା ମାଧ୍ୟମରେ ବିଭିନ୍ନ କାଯ୍ୟ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରାଯାଉଛି । ହେଲେ ବାସ୍ତବ କ୍ଷେତ୍ରରେ ମନରେଗା ଯୋଜନା ମାଧ୍ୟମରେ ଆସୁଥ‌ିବା ଏହି ଅର୍ଥକୁ ବାଟମାରଣା କରିବା ପାଇଁ ସରକାରି କର୍ମଚାରୀ ନୁଆ ନୁଆ କୌଶଳ ଅପଣାଇଛନ୍ତି ।ମନରେଗା ଯୋଜନା କାଯ୍ୟରେ କେବେ ମେସିନ ବ୍ୟବାହର ହେଉଛି ତ କେବେ କାମ ନ ହେଇ ବିଲ୍ ଉଠାଯାଉଛି । ପୁଣି କେବେ  ଶ୍ରମିକଙ୍କ ନାମରେ ଅର୍ଥ ପୈଠ ହେଉଛି । ଏ ସବୁ ବାଦେ ବର୍ତ୍ତମାନ ମନରେଗା ଯୋଜନା ର ଅର୍ଥ ଲୁଟ ପାଇଁ ଶ୍ରମିକଙ୍କ ବଦଳରେ ଫଟୋ ରୁ ଫୋଟ ନେଇ ତ କେଉଁଠି ମୋବାଇଲ ରୁ ସେଲଫି ଫୋଟୋ ଉଠାଇ ତାହାକୁ ମନରେଗା ପୋର୍ଟାଲ୍ ରେ ଅପଲୋଡ଼ କରାଯାଉଛି । ଦାଦନ ସମସ୍ୟା କୁ ଦୁର କରିବା ଓ ଶ୍ରମିକଙ୍କ ରୋଜଗାର ବଢେଇବା ଲକ୍ଷ ନେଇ ସରକାରଙ୍କ ପକ୍ଷରୁ ଆରମ୍ଭ କରଯାଇଥିବା ଏହି ମନରେଗା ଯୋଜନ  ବାଟମାରଣାର ହେଉଥିବା ବେଳେ ଏସବୁ ଚିତ୍ର ଦେଖ‌ିବା ପରେ ବାସ୍ତବ କ୍ଷେତ୍ରରେ ଯୋଜନା କେତେଦୂର ସଫଳ ହେଇଛି ତାହା ତଦନ୍ତ ସାପେକ୍ଷ ଅଟେ। ଏପରି ଘଟଣା ଦେଖିବା ପାଇଁ ମିଳିଛି ମାଲକାନଗିରି ଜିଲ୍ଲାର କାଲିମେଳା ବ୍ଲକ ଅନ୍ତର୍ଗତ ଲୁଗେଲ ପଞ୍ଚାୟତର ଲୁଗେଲ ଗ୍ରାମରେ ଏକ  ଚାଲିଥବା କାମ  ପ୍ଲେ ଫିଲଡ଼ କାମରେ ସେଲଫି ଉଠେଇ ତାହାର ଏନ.ଏମ ଏମ ଏସ କରା ଯାଉଛି lଯାହାର କୋଡ଼ ନମ୍ବର ୨୪୩୧୦୧୦୦୧୩ /ଏଲଡି/୧୦୬୮୬୦୭୦ ଏହି କାମରେ ମେଟ ନାରାୟଣ ମଣ୍ଡଳ ୧୯ତାରିଖ ରେ ଶ୍ରମିକ ମାନେ କାର୍ଯ୍ୟ କରୁଥିବା ସମୟର ଫୋଟ ଏନ ଏମ ଏମ ଏସ ଆପରେ ଅପଲୋଡ଼ କରିବା ପରିବର୍ତ୍ତେ ସେଲ୍ଗି ନେଉଥିବା ଏକ ଫୋଟ ଅପଲୋଡ଼ କରିଥିବା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି ପାଲଟିଛି । ମନରେଗା ଯୋଜନାରେ ଯେକୌଣସି କାଯ୍ୟ ଆରମ୍ଭ  ହେଲେ କାଯ୍ୟ ଜାରୀ ଥିବା ସମୟରେ ଫୋଟୋ ଉପଲୋଡ଼ କରିବା କଥା ଏବଂ ସରକାରୀ ନିୟମ ଅନୁଯାୟୀ ଏହାର ଏନଏମ ମଏମ ଏସ କରାଯାଏ । ଏନଏମଏମ୍ଏସ ଅର୍ଥ ହେଉଛି ନେସନାଲ ମେପିଂ ସିଷ୍ଟମ । ଏହା ଦ୍ବାରା କାଯ୍ୟରତ ଶ୍ରମିକଙ୍କ ନାମ ଓ କାଯ୍ୟସ୍ଥଳୀରେ ଶ୍ରମିକମାନେ କାଯ୍ୟ କରୁଥିବା ଫଟୋ ଅପଲୋଡ଼ କରାଗଲେ ପ୍ରକୃତରେ କାଯ୍ୟରେ କେତେ ଶ୍ରମିକ ନିୟୋଜିତ ହେଇଛନ୍ତି ଏବଂ କାଯ୍ୟ ସଠିକ ଭାବରେ ହେଉଛି କି ନାହିଁ ତାହା ସୃଷ୍ଟ ହେଇଥାଏ କିନ୍ତୁ ଏହାର ବିପରୀତ ଚିତ୍ର ଦେଖିବା ପାଇଁ ମିଳିଛି ଲୁଗେଲ ପଞ୍ଚାୟତରେ ଏଠାରେ ସେଲ୍ସି  ଫଟୋ ଅପଲୋଡ଼ କରିବା ସହ ସରକାରଙ୍କ ଆଖୂରେ ଧୂଳି ଦେଇ  କିଭଳି ଏହି ପୋର୍ଟାଲରେ ସେଲଫି ଫୋଟୋ ଉପଲୋଡ଼ ହୋଇଥିଲେ ମଧ୍ୟ କାର୍ଯ୍ୟନୁଷ୍ଠାନ ହୋଇନାହି l ଏହି କାର୍ଯ୍ୟକୁ ନେଇ ବୁଦ୍ଧିଜୀବୀ ମାନେ ବିଭିନ୍ନ ମତ ପ୍ରକାଶ କରିବା ସହ ଏପରି ଘଟଣାର ଉଚ୍ଚ ଉଚ୍ଚସ୍ତରୀୟ ତଦନୁ ହେବା ଦରକାର ବୋଲି ଚର୍ଚ୍ଚା ଜୋର ଧରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like