-+91-9937148622 |

prerana_bgr@rediffmail.com |

  Saturday 9th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ    (09-May-2026)       ||      *ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   (09-May-2026)       ||      ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    (09-May-2026)       ||      Mm   (09-May-2026)       ||      ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା    (09-May-2026)       ||      ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   (09-May-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   (08-May-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   (08-May-2026)       ||      ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା    (08-May-2026)       ||      ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   (08-May-2026)       ||      ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   (08-May-2026)       ||      ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   (08-May-2026)       ||      ବିଜେପି ଆଇଟି ସେଲ ସଂଯୋଜକ ନିଳାଞ୍ଚଳ ଦରୁଆନଙ୍କୁ ରାତି ଅଧରେ ଘରୁ ଉଠାଇ ନେଇ ମରଣାନ୍ତକ ଆକ୍ରମଣ: ପୁଣି ବିରୋଧ ରେ ଲେଖିଲେ ମାରି ଦେବାର ଧମକ    (08-May-2026)       ||      ହିଆଁଲ କ୍ଳଷ୍ଟର ସ୍ତରୀୟ ବିଶ୍ବ ରେଡକ୍ରସ ଦିବସ ପାଳିତ   (08-May-2026)       ||      ଲୋଇସିଂହା ଥାନା ଅଭ୍ୟର୍ଥନା ଗୃହରେ ଭରଚୁଆଲ ଜରିଆରେ ଜୁଭେଂଟିକା ସଚେତନତା କାର୍ଯ୍ୟକ୍ରମ    (08-May-2026)       ||      *ଜାତୀୟ ପର୍ବତାରୋହଣ ପ୍ରଶିକ୍ଷଣ ଶିବିରରେ ରୌପ୍ୟ ପଦକ ହାସଲ*   (08-May-2026)       ||      ଅଷ୍ଟ ପ୍ରହରୀ ନାମଯଜ୍ଞ ପାଇଁ କଳସ ଶୋଭାଯାତ୍ରା   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ♦️ "ଲୋକଙ୍କୁ ସାହାଯ୍ୟ କରିବା ପାଇଁ ରେଡ଼କ୍ରସ ଆନ୍ଦୋଳନ ଉତ୍ସର୍ଗୀକୃତ"   (08-May-2026)       ||      ବଲାଙ୍ଗୀର ଜିଲ୍ଲାପାଳଙ୍କୁ ଏମ. ଆର.ପି ଉପରେ ନୀତି ନିର୍ଦ୍ଧାରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ ଗ୍ରାହକ ପଞ୍ଚାୟତର ଦାବୀପତ୍ର    (08-May-2026)       ||     

HOME   ଜିଲ୍ଲା

କୋଡିଙ୍ଗାମାଳି ଖଣି ଅଞ୍ଚଳରେ ବିବାଦ: ଜିଲ୍ଲାପାଳଙ୍କୁ ଫେରାଦ ହେଲେ ସମର୍ଥକ ଗୋଷ୍ଠୀ

27-Jan-2021



କୋରାପୁଟ (ପ୍ରେରଣା ଖବର): ଦିନକୁ ଦିନ କୋଡିଙ୍ଗାମାଳି ଖଣି ଅଞ୍ଚଳରେ ବିବାଦ ବଢିବାରେ ଲାଗିଛି। ଆଜି ଏହା ଆସି କୋରାପୁଟ ଜିଲ୍ଲାପାଳଙ୍କ ନିକଟରେ ପହଞ୍ଚିଛି। କୋଡିଙ୍ଗାମାଳି ଖଣି ଖନନ ସମର୍ଥକ ଗୋଷ୍ଠୀଙ୍କ ପକ୍ଷରୁ ଆଜି ପ୍ରତିବାଦ କରାଯାଇଛି। ଖଣି ଖନନ ଓ ପରିବହନ କରୁଥୁବା କମ୍ପାନି ପକ୍ଷରୁ ପ୍ରଭାବିତ ଅଂଚଳର ଲୋକଙ୍କୁ ପ୍ରତି  ମାସରେ କିଛି ଆର୍ଥିକ ସହୟତା ଦିଆଯାଉଛି। କିଛି ଲୋକଙ୍କୁ  ସହାୟତା ରାଶି ବଣ୍ଟନ କରି ଅଂଚଳରେ ଗଣ୍ଡଗୋଳ କରାଯାଉଥିବାରଅ ଅଭିଯୋଗ ଆଣିଥିଲେ ଖଣି ବିରୋଧି ଗୋଷ୍ଠୀ। ଏହି ଅଭିଯୋଗ କ୍ରମେ  ଗତ କିଛିଦିନ ହେଲା ଲୋକଙ୍କୁ ଆର୍ଥିକ ସହୟତା ବଣ୍ଟନ ବନ୍ଦ କରିଦିଆଯାଇଥିଲା। ଆର୍ଥିକ ସହୟତା ରାଶି ପୂର୍ବ ଭଳି ବଣ୍ଟନ କରିବା ଦାବିରେ ଖଣି  ପ୍ରଭାବିତ ଅଂଚଳର ଶତାଧିକ ଲୋକେ  ପ୍ରତିବାଦ ରାଲି ବାହର କରିଥିଲେ। ରାୟଗଡ ଛକରୁ ପଟୁଆରରେ ବାହାରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିଥିଲେ। ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦେଶ୍ୟରେ ଡେପୁଟି କଲେକ୍ଟରଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି। କୋଡିଙ୍ଗାମାଳି  ଖଣିରୁ ଖଣି ଖନନ ଓ ପରିବହନକୁ ନେଇ ସପକ୍ଷ ଓ ବିପକ୍ଷ ଲୋକଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଟଣାଓଟରା ଜାରି ରହିଛି। ଖଣି ଖନନକୁ ବିରୋଧ କରୁଥିବା ଲୋକଙ୍କୁ କମ୍ପାନି କୌଣସି ସହାୟତା ଦେଉ ନ ଥିବାବେଳେ ଖଣି ଖନନକୁ ସମର୍ଥନ ଦେଉଥିବା ପରିବାରଙ୍କୁ ସହାୟତା ଦିଆଯାଉଛି। ଏହାକୁ ବ‌ିରୋଧ କରି ବିରୋଧି ଗୋଷ୍ଠୀ ଏହାର ବିରୋଧ କରି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଦୃଷ୍ଟି ଆକର୍ଷଣ କରିବାପରେ ମାସିକ ସହୟତା ରାଶି ବଣ୍ଟନ ବନ୍ଦ ହୋଇଯାଇଛି। ଲୋକଙ୍କୁ ତୁରନ୍ତ ପୂର୍ବ ଭଳି ସହାୟତା ରାଶି ବଣ୍ଟନ କରିବାନେଇ କମ୍ପାନିକୁ ନିର୍ଦେଶ ଦେବାକୁ ଜିଲ୍ଲା ପ୍ରଶାସନ ନିକଟରେ ଦାବି କରିଛନ୍ତି। ତୁରନ୍ତ କାର୍ଯ୍ୟକାରି କରା ନ ଗଲେ ଆନ୍ଦୋଳନକୁ ଓହ୍ଲାଇ ଚକ ଅଖ ବନ୍ଦ କରିବାକୁ ପ୍ରଭାବିତ ଅଂଚଳର ଲୋକେ ଚେତାବନୀ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିକେଏସ୍ ଫାଉଣ୍ଡେସନ୍ ର ବାର୍ଷିକୋତ୍ସବ♦️ ଡଃ. ମଞ୍ଜୁବାଳା ପଣ୍ଡା ଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ: ସମାଜରେ ଉଦାରବାଦୀ ଲୋକଙ୍କର ଆବଶ୍ୟକତା ରହିଛି- ଲିଙ୍ଗରାଜ   09-May-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ କେନ୍ଦୁପତ୍ର ଦେଉଛି ଆଦିବାସୀ ଲୋକଙ୍କୁ ରୋଜଗାର*   09-May-2026
  ଜିଲ୍ଲା  
ଲୋକ ମାଳ ମାଳ ମଦ ପ୍ରବଳ , ଜଗତସିଂହପୁର ଥାନା କବଜାରେ ପୁଣି ବଡ଼ ମଦ ବେପାରୀ    09-May-2026
  ଜିଲ୍ଲା  
Mm   09-May-2026
  ଜିଲ୍ଲା  
ପଞ୍ଚାୟତ ସମିତି ବୈଠକରେ ତରଭାକୁ ଉପଖଣ୍ଡ ମାନ୍ୟତା ଦାବୀ ଉଠିଲା   09-May-2026
  ରାଜ୍ୟ  
ରାଜ୍ୟ ସରକାର ନିୟମକୁ ଫୁ କରି ଯନ୍ତ୍ରୀ,ଠିକାଦାର ଶ୍ରମିକଙ୍କୁ ଦ୍ୱିପ୍ରହରରେ କାମ କରାଉଛନ୍ତି ♦️ଏବେ ଶ୍ରମିକ ଛାତରୁ ପଡ଼ି ମୃତ୍ୟୁ ହେବା ପଛରେ ଦାୟୀ କିଏ ?   09-May-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ବିଶ୍ୱ ରେଡକ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲରେ ରେଡ୍ କ୍ରସ ଦିବସ ପାଳିତ   08-May-2026
  ଜିଲ୍ଲା  
ମା ଛେଲିଆପାଟ ସେବା ସଂଗଠନ ପକ୍ଷରୁ ନିଆରା ପ୍ରୟାସ, ପଶୁପକ୍ଷୀ ଙ୍କ ପାଇଁ ଜଲଛତ୍ର ର ସୁ ବ୍ୟବସ୍ଥା   08-May-2026
  ଜିଲ୍ଲା  
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ   08-May-2026
  ଜିଲ୍ଲା  
ଧାନ ମଣ୍ଡିକୁ ଆସିଲା ମାତ୍ରେ କିଣାଯାଉ   08-May-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ସମୀକ୍ଷା ବୈଠକରେ ଯୋଗ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ♦️ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରିତା ବିଷୟରେ ଆଲୋଚନା   08-May-2026

You Might Also Like

           
  ଜିଲ୍ଲା  

Mm