-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ରାଜ୍ୟ

ଅଲ ଓଡିଶା ଅଙ୍ଗନୱାଡି ଲେଡ଼ିଜ ୱାର୍କରସ ଆସୋସିଏସନ ରାଜ୍ୟ ସଙ୍ଘ ତରଫରୁ ଗଞ୍ଜାମ ଜିଲ୍ଲପାଳଙ୍କୁ ୧୧ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ

22-Aug-2025



ଗଞ୍ଜାମ: ଓଡିଶା ଅଙ୍ଗନୱାଡି ଲେଡ଼ିଜ ୱାକର୍ସ ଆସୋସିଏସନ ରାଜ୍ୟ ସଂଘ ତରଫରୁ ଗଞ୍ଜାମ ଜିଲ୍ଲପାଳଙ୍କୁ ୧୧ଦଫା ଦାବୀ ନେଇ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ସରକାରୀକରଣ ନହେବା ପର୍ଯ୍ୟନ୍ତ ଅଙ୍ଗନୱାଡି ମାନଙ୍କୁ ୧୮ହଜାର ଏବଂ ସହାୟିକା ମାନଙ୍କୁ ୯ହଜାର ଦିଆଯାଉ। ଅବସର ପରେ ଅଙ୍ଗନୱାଡି ମାନଙ୍କୁ ୧୦ଲକ୍ଷ ଏବଂ ସହାୟିକା ମାନଙ୍କୁ ୫ଲକ୍ଷ ସହିତ ପେନସନ ଯଥାକ୍ରମେ ୫ହଜାର ଓ ୩ହଜାର ଟଂକା ଦିଆ ଯାଉ।ସମସ୍ତ ପ୍ରକାର କାର୍ଯ୍ୟ ଅନଲାଇନ ରେ ହେଉଥିବା ଯୋଗୁଁ ଉନ୍ନତ ମାନର ମୋବାଇଲ ପ୍ରଦାନ କରିବା। ଅନଲାଇନରେ ହଉଥିବ କାର୍ଯ୍ୟକୁ ଅଫଲାଇନ୍ ରେ ବନ୍ଦ କରିବା।ଅଙ୍ଗନାୱାଡି ମାନଙ୍କୁ ସିଧାସଳଖ ୫୦%ପଦୋନ୍ନତି 

ସହିତ ପିଏଫ ଗ୍ରାଚ୍ୟୁୟାଟି ପ୍ରଦାନ ଭଳି ମୁଖ୍ୟ ଦାବି ରହିଥିଲା।ପ୍ରତି ଶନିବାର କିଶୋରୀ ବାଳିକା ନିମନ୍ତେ ଏମଏସପିୱାଇ ଦୁଇଟି ସିଝା ଅଣ୍ଡା ଏବଂ ଦୁଇଟି କଞ୍ଚା ଅଣ୍ଡା ପାଇଁ ଆସୁଥିବା ଅର୍ଥରାଶି ଜଏଣ୍ଟ ଆକାଉଣ୍ଟରେ ପୂର୍ଵରୁ ଜମା କରାଯାଉ ଏବଂ ସିଝା ଅଣ୍ଡା ପାଇଁ ଜାଳେଣି ଖର୍ଚ୍ଚ କେଉଁ ଟଙ୍କାରୁ କରାଯିବ ତାହା ସ୍ପଷ୍ଟ କରାଯାଉ। ଉନ୍ନତମାନର କେନ୍ଦ୍ର ତିଆରି ସହିତ ଜଳ ଯୋଗାଣ ଏବଂ ବିଦ୍ୟୁତ ସଂଯୋଗ କରାଯାଉ।କାର୍ଯ୍ୟରତ ସମୟରେ ମୃତ୍ୟୁ ବରଣ କଲେ ଅଙ୍ଗନୱାଡି କର୍ମୀ ଏବଂ ସହାୟିକା ମାନଙ୍କୁ ସଙ୍ଗେସଙ୍ଗେ ସହାୟତା ପ୍ରଦାନ ସହିତ

ଯୋଗ୍ୟତା ଭିତିରେ ପରିବାରର ଜଣକୁ ସେହି ସ୍ଥାନରେ ନିଯୁକ୍ତି ପ୍ରଦାନ କରାଯାଉ।୨୦୨୪ ବିଧାନସଭା ନିର୍ବାଚନ ଇସ୍ତାହାର ରେ ବେତନ ବୃଦ୍ଧି ପ୍ରତିଶୃତି କୁ ତୁରନ୍ତ ଲାଗୁକରି କର୍ମୀ ମାନଙ୍କ ମନୋବଳ ବୃଦ୍ଧି କରିବା ସହିତ । ଏହି କାର୍ଯ୍ୟକ୍ରମରେ ଭାରତୀୟ ମଜଦୁର ସଂଘର ଗଞ୍ଜାମ ଜିଲ୍ଲା ସମ୍ପାଦକ ଉମା ଶଙ୍କର ସାହୁ, ଉପସଭାପତି ଅର୍ଜୁନ କୁମାର ବେହେରାଙ୍କ  ସହ ଅଲ ଓଡିଶା ଅଙ୍ଗନୱାଡି ଲେଡ଼ିଜ ୱାର୍କସ ଏସୋସିଏସନର ଗଞ୍ଜାମ ଜିଲ୍ଲା ସଭାନେତ୍ରୀ ହେମଲତା ମହାନ୍ତି,ସମ୍ପାଦିକା ବାସନ୍ତୀ କୁମାରୀ ପ୍ରଧାନ ସହିତ ଗଞ୍ଜାମ ଜିଲ୍ଲାର ବିଭିନ୍ନ ବ୍ଲକ ରୁ ଶତାଧିକ ଅଙ୍ଗନୱାଡି କର୍ମୀ ରାଲିରେ ଯୋଗ ଦେଇ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମୁଖରେ ବିକ୍ଷୋଭ କରିବା ସହ ନାରାବାଜି ଦେଇ ଦାବୀ ପତ୍ର ପ୍ରଦାନ କରିଥିଲ।


■ଗଞ୍ଜାମରୁ ଭଗବାନ ପାଢ଼ୀଙ୍କ ରିପୋର୍ଟ 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like