-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ରାଜ୍ୟ

ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା ପ୍ରସ୍ତୁତି ବୈଠକ

22-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନା ଅନ୍ତର୍ଗତ ଚଳିତ ଆର୍ଥିକ ବର୍ଷର ପ୍ରଥମ ପର୍ଯ୍ୟାୟରେ ତୀର୍ଥଯାତ୍ରୀମାନେ ଭୁବନେଶ୍ୱରରୁ ଅଯୋଧ୍ୟା ଓ ବାରଣାସୀ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି । ଏଥି ନିମନ୍ତେ ଖୋର୍ଦ୍ଧାର ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ଚନ୍ଦ୍ର ବେଉରାଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱରର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଏହି ଯୋଜନାରେ କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଢେଙ୍କାନାଳର ୭୭୫ ଜଣ ତୀର୍ଥଯାତ୍ରୀ ଏବଂ ସେମାନଙ୍କୁ ସହଯୋଗ କରିବାକୁ ୨୫ ଜଣ ଅଧିକାରୀ ଏହି ପ୍ରଥମ ପର୍ଯ୍ୟାୟରେ ସାମିଲ ହେବେ । ଆସନ୍ତା ସେପ୍ଟେମ୍ବର ୧୦ରୁ ତୀର୍ଥଯାତ୍ରୀମାନେ ଭୁବନେଶ୍ୱର ଷ୍ଟେସନରୁ ବାହାରି ଅଯୋଧ୍ୟା ଓ ବାରଣାସୀ ଦର୍ଶନ କରି ସେପ୍ଟେମ୍ବର ୧୫ ତାରିଖରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ 
 ଏହି ପ୍ରସ୍ତୁତି ବୈଠକରେ ତୀର୍ଥଯାତ୍ରାରେ ସାମିଲ ହେଉଥିବା ବରିଷ୍ଠ ନାଗରିକମାନଙ୍କର ସୁରକ୍ଷା,ଖାଦ୍ୟପେୟ, ସ୍ୱାସ୍ଥ୍ୟ ଆଦି ସଂପର୍କରେ ବିଶଦ ଭାବେ ଆଲୋଚନା କରାଯାଇଥିଲା । ସଂପୃକ୍ତ ତୀର୍ଥଯାତ୍ରୀମାନେ ସେପ୍ଟେମ୍ବର ୯ ତାରିଖରେ ସଂପୃକ୍ତ ଜିଲ୍ଲାରୁ ବାହାରି ଭୁବନେଶ୍ୱରରେ ପହଞ୍ଚିବେ । ସେମାନଙ୍କ ନିମନ୍ତେ ଭୁବନେଶ୍ୱରର ବିଭିନ୍ନ ସରକାରୀ ଅନୁଷ୍ଠାନରେ ଅସ୍ଥାୟୀ ରହଣି ସ୍ଥଳର ବ୍ୟବସ୍ଥା କରାଯିବ । ଏହି ରହଣି ସ୍ଥଳରେ ବରିଷ୍ଠ ନାଗରିକଙ୍କ ସୁରକ୍ଷା, ସ୍ୱାସ୍ଥ୍ୟ ଯାଞ୍ଚ, ଖାଦ୍ୟପାନୀୟ ଏବଂ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ସଂପୃକ୍ତ ଅଧିକାରୀମାନଙ୍କୁ ଶ୍ରୀ ବେଉରା ନିର୍ଦ୍ଦେଶ ଦେଇଛନ୍ତି । 

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରୁଦ୍ର ନାରାୟଣ ମହାନ୍ତି, ଉପଜିଲ୍ଲାପାଳ ଡ. ମନୋରଞ୍ଜନ ସାହୁ, ପର୍ଯ୍ୟଟନ ସହନିର୍ଦ୍ଦେଶକ ଶ୍ରୀ ଅଞ୍ଜନ କୁମାର ବାରିକ, ଖୋର୍ଦ୍ଧା ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ମୀରା ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ଚୌଧୁରୀ ଅରବିନ୍ଦ ଦାସ, ଜିଲ୍ଲା କ୍ରୀଡ଼ା ଅଧିକାରୀ, ପୁଲିସ, ଅଗ୍ନିଶମ ଓ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନର କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like