-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ    (10-Jul-2026)       ||      ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   (10-Jul-2026)       ||      କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   (10-Jul-2026)       ||      ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   (10-Jul-2026)       ||      ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   (10-Jul-2026)       ||      ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   (10-Jul-2026)       ||      ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   (10-Jul-2026)       ||      *ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   (10-Jul-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା   (10-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ଆନ୍ଦୋଳନ ପୁଣି ତେଜିଲା 

22-Aug-2025



ବଲାଙ୍ଗୀର (ପ୍ରେରଣା ଖବର): ଶିଳ୍ପବିହୀନ ଦାଦନ ପ୍ରବଣ ବଲାଙ୍ଗୀର ଜିଲ୍ଲା ରେ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଦୀର୍ଘ ବର୍ଷରୁ ଦାବୀ ହୋଇଆସୁଅଛି lବର୍ତ୍ତମାନ ସମ୍ବଲପୁର ଠାରେ କୃଷି ବିଶ୍ୱ ବିଦ୍ୟାଳୟ ଏବଂ ବଲାଙ୍ଗୀର ଠାରେ କୃଷି ମହାବିଦ୍ୟାଳୟ ପ୍ରତିଷ୍ଠା ପାଇଁରାଜ୍ୟ ସରକାର ନୀତିଗତ ଭାବେ ଘୋଷଣା କରିବା ପ୍ରସଙ୍ଗଣମାଧ୍ୟମରେ ପ୍ରକାଶ ପାଇଛି  l ଏହାର ପ୍ରତିକ୍ରିୟା ସ୍ୱରୂପ ବଲାଙ୍ଗୀରରେ ବ୍ୟାପକ ଆଲୋଡନ ସୃଷ୍ଟି ହୋଇ ସମ୍ପୃକ୍ତ ଘୋଷଣାନାମାକୁ ପ୍ରତ୍ୟାଖ୍ୟାନ କରାଯାଇଛି lଏହାର ପ୍ରତିବାଦରେ ବଲାଙ୍ଗୀର ବୁଦ୍ଧିଜୀବୀ ମାନଙ୍କ ପକ୍ଷରୁ ସ୍ଥାନୀୟ ଭାଗିରଥି ଛକଠାରେ ଏକ ପଥପ୍ରାନ୍ତସଭା ରେ
ବିଭିନ୍ନ ସାମାଜିକ ଅନୁଷ୍ଠାନର କର୍ମକର୍ତ୍ତା ଶିକ୍ଷାବିତ ସାମାଜିକ କର୍ମୀ ଦଳମତ ବର୍ଣ୍ଣ ନିର୍ବିଶେଷରେ ଏକତ୍ରିତ ହୋଇ
ବଲାଙ୍ଗୀର ଜିଲ୍ଲାର ନ୍ୟାର୍ଯ୍ୟ ଦାବୀ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଦୃଢ଼ ଦାବୀ ଜଣାଇ ଜିଲ୍ଲାରେ
ଏହି ପ୍ରକଳ୍ପର ଭିତ୍ତି ଭୂମି ସମ୍ପର୍କିତ ବିଷଦ ଆଲୋକପାତ କରିଥିଲେ l ବଲାଙ୍ଗୀର ଜିଲ୍ଲାରେ ଏହି ପ୍ରକଳ୍ପ ପ୍ରତିଷ୍ଠା ନହେଲେ ବ୍ୟାପକ ଆନ୍ଦୋଳନର ସୂତ୍ରପାତ ହେବ ବୋଲି ବକ୍ତା ସମୁହ ଚେତାବନୀ ଦେଇ ଥିଲେ lଏହି କାର୍ଯ୍ୟକ୍ରମରେ ସାମାଜିକ କର୍ମୀ ବୀରେନ୍ଦ୍ର ବନଛୋର ଆଇନଜୀବୀ ରତନମହାରଣା ଶିକ୍ଷାବିତ କିଶୋର ପାଣିଗ୍ରାହୀ,ବାମପନ୍ଥୀ ନେତା ଅଶୋକ ମିଶ୍ର  ସୁନୀଲ ଭୋଇ ଯୁବନେତା ନାଶିର ଖାନ ପ୍ରମୁଖ ଉଦବୋଧନ ଦେଇ ରାଜ୍ୟ ସରକାରଙ୍କ ଏତାଦୃଶ
କାର୍ଯ୍ୟକୁ ଘୋର ନିନ୍ଦାକରିଛନ୍ତି l ଏହି ପଥପ୍ରାନ୍ତ ସଭାରେ
ଲଷ୍ମୀ ନାରାୟଣ ପଟ୍ଟନାୟକ ସଭାପତିତ୍ୱ କରିଥିବା ବେଳେ ସୟେଦ  ଆଫତାପ ହୁସେନ ଏବଂ ସାଜିତ ହୁସେନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ  ଉଦିତଚନ୍ଦ୍ର ପଣ୍ଡା  ରାଜେନ୍ଦ୍ର ଶର୍ମା ମୋହନରଞ୍ଜନ ପାଣ୍ଡିଆ  କୁନୁ ନାୟକ ପ୍ରମୁଖ ସହର ର ବହୁ ବୁଦ୍ଧିଜୀବୀ କାର୍ଯ୍ୟକ୍ରମରେ ସକ୍ରିୟ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ସହାୟକ ଙ୍କୁ ସ୍ଥାୟୀ ନିଯୁକ୍ତି ଦାବି ନେଇ ବଙ୍ଗୋମୁଣ୍ଡା ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ   10-Jul-2026
  ଜିଲ୍ଲା  
ଚନ୍ଦନଭାଟିରେ ନରସିଂହଙ୍କ ସାଧାରଣ ସଭା   10-Jul-2026
  ରାଜ୍ୟ  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବନମହୋତ୍ସବ ପାଳିତ : ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ବାର୍ତ୍ତା   10-Jul-2026
  ଜିଲ୍ଲା  
କେବଳ ମାଁଙ୍କ ନାମରେ ନୁହେଁ ଉଭୟ ବାପାମାଁଙ୍କ ନାମରେ ବୃକ୍ଷରୋପଣ କରାଯାଉ   10-Jul-2026
  ରାଜ୍ୟ  
ସାମୂହିକ ଛୁଟିରେ ଯୋଗାଣ ସହାୟକ; ପ୍ରଶାସନକୁ ବିକଳ୍ପ ବ୍ୟବସ୍ଥା ପାଇଁ ଅନୁରୋଧ   10-Jul-2026
  ଜିଲ୍ଲା  
ଡାବୁଗାଁ ଅଞ୍ଚଳ ରେ ଚଢ଼ା ଦରରେ ସାର ବିକ୍ରି   10-Jul-2026
  ଜିଲ୍ଲା  
ନାଇଜର’ର ୧୫ତମ ସମାବର୍ତ୍ତନ ଉତ୍ସବ (Graduation Ceremony)♦️ଯୋଗ:ଦେଲେ ଉପରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ   10-Jul-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ, ସୋନପୁର ଶାଖାର ବୃକ୍ଷରୋପଣ କାର୍ଯ୍ୟକ୍ରମ   10-Jul-2026
  ଜିଲ୍ଲା  
*ବିଲୁପ୍ତ ହେବାକୁ ବସିଲାଣି ଲାଲ ଟୁକୁ ଟୁକୁ ସାଧବ ବୋହୂ*   10-Jul-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା   10-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026

You Might Also Like