-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ରାହ୍ମଣ ସମାଜର କର୍ମକର୍ତ୍ତା ନିର୍ବାଚନ

22-Aug-2025



କଣ୍ଟାମାଳ(ଜୟକୁମାର ମହାରଣା):କଣ୍ଟାମାଳ ବ୍ରାହ୍ମଣ ସମାଜର ବାର୍ଷିକ ସାଧାରଣ ବୈଠକ ସଂଘର ବରିଷ୍ଠ ଉପଦେଷ୍ଟା ନବୀନ କୁମାର ବିଶିଙ୍କ ସଭାପତିତ୍ୱ ଓ ସଂଯୋଜକ ସନତ ମିଶ୍ରଙ୍କ ସଂଯୋଜନାରେ ଶୁକ୍ରବାର ସମାଜର ଅସ୍ଥାୟୀ କାର୍ଯ୍ୟାଳୟ ନଳିନୀ ନିବାସରେ ଅନୁଷ୍ଠିତ ହୋଇଯାଇଛି l ବୈଠକରେ ପୂର୍ବବର୍ଷର ପ୍ରସ୍ତାବର କାର୍ଯ୍ୟକାରିତା ଓ ସମସ୍ୟା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା ପରେ ନୂତନ କମିଟି ଗଠନ ସମ୍ପର୍କରେ  ସଦସ୍ୟମାନେ ମତରଖିଥିଲେ l ବୈଠକରେ ସଭାପତି ଭାବେ ସନ୍ତୋଷ କୁମାର ବିଶିଙ୍କୁ ସର୍ବସମ୍ମତି କ୍ରମେ ମନୋନୀତ କରାଯାଇଥିବାବେଳେ ଭାଗ୍ୟଧର ମିଶ୍ର ଉପସଭାପତି, ଜୟକୃଷ୍ଣ ମିଶ୍ର ସମ୍ପାଦକ, ସୁବାସ ରଥ ସହସମ୍ପାଦକ ଓ ସତ୍ୟନାରାୟଣ ପାଢ଼ୀଙ୍କୁ କୋଷାଧ୍ୟକ୍ଷ୍ୟ ଭାବେ ଚୟନ କରାଯାଇଥିଲା l ସଂଘରେ କାର୍ଯ୍ୟକାରୀ ସଦସ୍ୟ ଭାବେ ସିଦ୍ଧେଶ୍ୱର ପାଣିଗ୍ରାହୀ, ରାଜୀବ ମିଶ୍ର, ଐଶ୍ୱର୍ଯ୍ୟା ବିଶି, ପ୍ରଭାସ ମିଶ୍ର, ସତୀଶ କୁମାର ଦାସ ଓ ହରିବନ୍ଧୁ ପୁରୋହିତ ଆଦିଙ୍କୁ ମନୋନୀତ କରାଯାଇଛି l   ସେହିପରି ଉପଦେଷ୍ଟା ଭାବରେ ବରିଷ୍ଠ ସଦସ୍ୟ ନବୀନ କୁମାର ବିଶି, ବସନ୍ତ କୁମାର ମିଶ୍ର, ରଘୁନାଥ ପାଣିଗ୍ରାହୀ, ଘନଶ୍ୟାମ ମିଶ୍ର, ସହଦେଵ ମିଶ୍ର, ବିଜୟ କୁମାର ପାଣିଗ୍ରାହୀ, ଓ ରମେଶ ପାଣିଗ୍ରାହୀ ପ୍ରମୁଖ ମନୋନୀତ ହୋଇଥିଲେ  l   ସଂଯୋଜକ ଭାବେ ସନତ କୁମାର ମିଶ୍ର ଓ ଆନନ୍ଦ ମିଶ୍ର ସହସଂଯୋଜକ ମନୋନୀତ ହୋଇଥିଲେ l ଆନନ୍ଦ ଚନ୍ଦ୍ର ପାଢ଼ୀ ବସନ୍ତ ପାଢ଼ୀ, ଚକାନୟନ ମିଶ୍ର ଆଦି ସକ୍ରିୟ ସହଯୋଗ କରି ଥିଲେ l କର୍ମକର୍ତ୍ତା ଚୟନ ପରେ ଆସନ୍ତା ୬ତାରିଖ ଦିନ ବ୍ରାହ୍ମଣ ସମାଜ ଆନୁକୂଲ୍ୟରେ କଣ୍ଟାମାଳ ବ୍ଲକଛକ ଶ୍ରୀରାମ ମନ୍ଦିର ଠାରେ ପ୍ରତିବର୍ଷ ଭଳି ଭାଗବତ ଅନ୍ତଃମୁଖି ପୂଜନ କାର୍ଯ୍ୟକ୍ରମ ପାଳନ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା l ଉକ୍ତ ଅନ୍ତଃମୁଖୀ କାର୍ଯ୍ୟକ୍ରମରେ ଯଜ୍ଞସେନ ମିଶ୍ର ପୂଜକ ଏବଂ ବସନ୍ତ ପାଢ଼ୀ ସସ୍ତ୍ରିକ କର୍ତ୍ତା ଦାୟିତ୍ୱ ତୁଲାଇବା ପାଇଁ ନିଷ୍ପତ୍ତି ହୋଇଛି l ଅନ୍ତଃମୁଖୀ କାର୍ଯ୍ୟକ୍ରମ ର ସଫଳ ରୂପାୟନ ପାଇଁ ସମସ୍ତ ସଦସ୍ୟ ସଦସ୍ୟା ଉପସ୍ଥିତ ରହି ଆନ୍ତରିକତାର ସହ ସହଯୋଗ କରିବା ପାଇଁ ନୂତନ ସଭାପତି ଶ୍ରୀ ବିଶି ସମସ୍ତଙ୍କୁ ଅନୁରୋଧ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like