-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||     

HOME   ଜିଲ୍ଲା

ଆଦିବାସୀ ସମାଜ ତରଫରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

22-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜ଼ିଲ୍ଲା ଆଦିବାସୀ ସମାଜ ମହାସଂଘର ୧୫ ଗୋଟି ଅନୁସୂଚିତ ଜନଜାତି ମିଳିତ ହୋଇ ଜ଼ିଲ୍ଲାର ବିଭିନ୍ନ ସମସ୍ୟା ନେଇ ୧୪ ଗୋଟି ଦାବି ଜ଼ିଲ୍ଲାପାଳ ସୋମେଶ ଉପାଧ୍ୟାୟଙ୍କୁ ପ୍ରଦାନ କରିଛନ୍ତି।ଏହି ଦାବିଗୁଡିକ ଗୁଡ଼ିକ ହେଲା ଆଦିବାସୀ ସମାଜର ଶିକ୍ଷା, ସ୍ୱାସ୍ଥ୍ୟ, ଜୀବନ ଜୀବିକା, ସାମାଜିକ ,ଆର୍ଥିକ, ସଂସ୍କୃତିକ କ୍ଷେତ୍ରରେ ଉନ୍ନତି ଆଣିବା। ତନ୍ମଧ୍ୟରୁ ଆଦିବାସୀମାନଙ୍କୁ ବ୍ୟକ୍ତିଗତ ଜଙ୍ଗଲ ଜମି ପଟ୍ଟା ପ୍ରଦାନ,ଗୋଷ୍ଠୀଗତ ପଟ୍ଟା ପ୍ରଦାନ, ଜ଼ିଲ୍ଲାରେ ଚାଷୀମାନେ ୟୁରିଆ ସାର ପାଇବାରୁ ବଞ୍ଚିତ ହୋଇଛନ୍ତି। ତୁରନ୍ତ ସାର ପ୍ରଦାନ ପାଇଁ ପଦକ୍ଷେପ ଗ୍ରହଣ କରାଯାଉନ୍ତ।ବେଆଇନ ଅନୁପ୍ରବେଶକାରୀଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ । ମାଲକାନଗିରି ଜ଼ିଲ୍ଲା ଏକ ପଞ୍ଚମ ଅନୁସୂଚି ଅଞ୍ଚଳ ହେତୁ କେବଳ ଆଦିବାସୀ ଗ୍ରାମଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ଦିଆଯାଉ । ବିକାଶ ନାମରେ ବିଭିନ୍ନ ପ୍ରକଳ୍ପରେ ବିସ୍ଥାପିତ ପରିବାରଙ୍କୁ ଜମି ପଟ୍ଟା ପ୍ରଦାନ କରାଯାଇ  ଥଇଥାନ କରାଯାଉ। ରେଳ ପଥ ନିମନ୍ତେ ଜମି ଅଧିଗ୍ରହଣ କରାଯାଉଥିବା ବେଳେ ଜମି ହରାଉଥିବା ଜମି ମାଲିକମାନଙ୍କୁ ଉଚିତ ମୂଲ୍ୟ ପ୍ରଦାନ କରାଯାଉ । ସ୍କୁଲ ଓ କଲେଜଗୁଡିକରେ ଆଦିବାସୀ ନାବାଳିକାମାନଙ୍କୁ ଅନ୍ୟାୟ, ଅତ୍ୟାଚାର କରାଯାଉଥିବା ବେଳେ ଏହାର ତଦନ୍ତ କରି ଉଚିତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଉ। ସ୍ୱାସ୍ଥ୍ୟ ସମସ୍ୟା, ଜଙ୍ଗଲ ଜାତ ଦ୍ରବ୍ୟର ଉଚିତ ମୂଲ୍ଯ, ଯଥା :-ମହୁଲ, ଟୋଲା, କେନ୍ଦୁପତ୍ର ଆଦିର ଉଚିତ ମୂଲ୍ୟ ପ୍ରଦାନ କରାଯାଉ । ବେଆଇନ ବାଲିଘାଟରୁ ବାଲି ଚୋରା ଚାଲାଣ,ବେଆଇନ ପଥର କୁଆରି ସ୍ଥାପନ କରୁଥିବା ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନ ଗତ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯାଉ। ଏଭଳି ଅନେକ ସମସ୍ୟା ମାଲକାନଗିରି ଜ଼ିଲ୍ଲା ରେ ଦୃଷ୍ଟି ଗୋଚର ହୋଇଛି ଯାହାକି ଜ଼ିଲ୍ଲା ପ୍ରଶାସନ, ସହ ରାଜନୈତିକ ନେତୃବୃନ୍ଦ ଦୃଷ୍ଟି ଦେବା ଆବଶ୍ୟ ରହିଛି ବୋଲି ଜ଼ିଲ୍ଲା ଆଦିବସୀଙ୍କ ସଂଘ ଦାବି କରିଛି।ଏହି ଅବସରରେ ଜ଼ିଲ୍ଲା ଆଦିବାସୀ ସମାଜ ମହାସଂଘ ସଭାପତି ବନ୍ଧୁ ମୁଦୁଲି, ଡିଡ଼ାଇ ସମାଜ ସଭାପତି ବଂଶୀଧର ମୁଦୁଲି, ବଣ୍ଡା ସମାଜ ସଭାପତି ମୁକୁନ୍ଦ ମାଝୀ, ଗାଦବା ସମାଜ ସଭାପତି ଭୀଷ୍ମ ଖିଲ, କନ୍ଧ ସମାଜ ସମ୍ପାଦକ ହରି ଗୋଲରୀ, ଭୂମିଆ ସମାଜ ସଭାପତି ସମାରୁ ନାୟକ, ଜ଼ିଲ୍ଲା ଆଦିବାସୀ ସମାଜ ମହାସଂଘ ସମ୍ପାଦକ ଦେବେନ୍ଦ୍ର ଖିଲ,ସାନ୍ତାଳ ସମାଜ ସଭାପତି ବବୁଲୁ ମୁର୍ମୁ, ଦୁରୁଆ ସମାଜ ସଭାପତି ଗୁପ୍ତ ଦୁରୁଆ, କୋୟା ସମାଜ ସମ୍ପାଦକ ଏରା ପଡିଆମୀ, ଜ଼ିଲ୍ଲା ଆଦିବାସୀ ସମାଜ ମହାସଂଘ କୋଷାଧକ୍ଷ ବୁଦ୍ରା କାର୍ତ୍ତାମୀ ଓ ଆଦିବାସୀ ସମାଜ ମହାସଂଘର ଅନ୍ୟାନ୍ୟ କର୍ମକର୍ତ୍ତାମାନେ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like