-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ରେ ବିଶୁଦ୍ଧ ଓ ସୁସ୍ଥ ପାନୀୟ ଜଳ ପାଣି ପାଇଁ ବାଲ୍ଟି ନେଇ ଏନ୍‌ଏସ୍‌ୟୁଆଇ ଛାତ୍ର ଛାତ୍ରୀମାନଙ୍କର ଅଭିନବ ପ୍ରତିବାଦ

22-Aug-2025



ବଲାଙ୍ଗିର-- ନ୍ୟାସନାଲ୍ ଷ୍ଟୁଡେଣ୍ଟ ୟୁନିୟନ ଅଫ୍ ଇଣ୍ଡିଆ (ଏନ୍‌ଏସ୍‌ୟୁଆଇ) ବଲାଙ୍ଗିର ର ସଦସ୍ୟମାନେ ଶୁକ୍ରବାର ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଭିତରେ ସୁରକ୍ଷିତ ଓ ସୁସ୍ଥ ପାଣି ଯୋଗାଣ ଦାବିରେ ଏକ ଅଭିନବ ଉପାୟରେ କନିଷ୍ଠ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ରେ ଦାବି ଜଣାଇଛନ୍ତି । ଛାତ୍ର ନେତା ଏବଂ ସଦସ୍ୟମାନେ ଖାଲି ବାଲ୍ଟି ହାତରେ ନେଇ କଲେଜ ଛକ ରେ ଥିବା ଜଳ ଯୋଗାଣ ବିଭାଗର କନିଷ୍ଠଯନ୍ତ୍ରୀ ଙ୍କ କାର୍ଯ୍ୟାଳୟକୁ ପାଦରେ ଚାଲି ଚାଲି ଯାଇଥିଲେ । ଏହି ପ୍ରତୀକାତ୍ମକ ପଦକ୍ଷେପ ମାଧ୍ୟମରେ ସେମାନେ କ୍ୟାମ୍ପସ୍ ରେ ପାଣି ସମସ୍ୟା ପ୍ରତି ସ୍ୱର ଉଠାଇଥିଲେ । ପରେ ସେମାନେ ଏକ ସ୍ମାରକପତ୍ର ଦେଇ ନୂଆ ପାଇପ୍ ଟାଙ୍କି ରୁ ଶିଘ୍ର ପାଣି ଯୋଗାଣ କରିବାକୁ ଦାବି କରିଥିଲେ ।

ଛାତ୍ରମାନେ କହିଥିଲେ ବିଶ୍ୱ ବିଦ୍ୟାଳୟ ପ୍ରାଙ୍ଗଣରେ ନୁଆ ଟାଙ୍କି ନିର୍ମାଣ ହୋଇଥିଲେ ମଧ୍ୟ ଏଥିରୁ ପାଣି ଯୋଗାଣ ଏ ପର୍ଯ୍ୟନ୍ତ ସମ୍ଭବ ହୋଇନାହିଁ । ଫଳରେ ଛାତ୍ର ଓ ଅଧ୍ୟାପକମାନେ ଭୂତଳ ପାଣି ଉପରେ ନିର୍ଭର କରିବାକୁ ବାଧ୍ୟ ହେଉଛନ୍ତି । ଏନ୍‌ଏସ୍‌ୟୁଆଇ ଜିଲ୍ଲା ଅଧ୍ୟକ୍ଷ ଚିନ୍ମୟ ବେହେରା କହିଥିଲେ ବର୍ତ୍ତମାନ ପାଣି ପିଇବା ଯୋଗ୍ୟ ନୁହେଁ ଏବଂ ଏଥିରୁ ଚର୍ମ ରୋଗ ସହିତ ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟା ହେଉଛି । କର୍ତ୍ତୃପକ୍ଷ ଙ୍କୁ ନୁଆ ଟାଙ୍କିରୁ ପାଣି ଯୋଗାଣ କରିବାକୁ ପଡିବ । ସୁରକ୍ଷିତ ପାଣି ହେଉଛି ମୌଳିକ ଆବଶ୍ୟକତା, କେବଳ ମାତ୍ର ଏକ ସୁବିଧା ନୁହେେଁ ।

ଛାତ୍ରମାନେ ଦାବି କରିଥିଲେ ଯେ ଯଦି ସେମାନଙ୍କ ଦାବି ସ୍ୱୀକୃତ ନ ହୁଏ ତେବେ ଆନ୍ଦୋଳନକୁ ଆହୁରି ତିବ୍ର କରାଯିବା ଏହି କାର୍ଯ୍ୟକ୍ରମ ରେ ଯୁବ କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ଅଙ୍କିତ ସାହୁ, ରାଜ୍ୟ ଛାତ୍ର କଂଗ୍ରେସର ସାଧାରଣ ସମ୍ପାଦକ ନୀତିଶ ପଧାନ, ସତ୍ୟଦେବ ସ୍ୱାଇଁ, ଚନ୍ଦନ ସାହୁ ଓ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଏବଂ ରାଜେନ୍ଦ୍ର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରମାନେ ପ୍ରମୁଖ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like