-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ବୃହତ୍ତର ଭୁବନେଶ୍ୱରକୁ ଦୃଷ୍ଟିରେ ରଖି ପ୍ରସ୍ତୁତ ହେବ ଡ୍ରେନେଜ୍ ମାଷ୍ଟର ପ୍ଲାନ

22-Aug-2025



ଭୁବନେଶ୍ୱର(ପ୍ରେରଣା ଖବର):ଭୁବନେଶ୍ୱରରେ ଡ୍ରେନେଜ ମାଷ୍ଟର ପ୍ଲାନ ସମ୍ବନ୍ଧୀୟ ଏବଂ ଷ୍ଟର୍ମ ଓ୍ୱାଟର ମ୍ୟାନେଜମେଣ୍ଟକୁ ନେଇ ଏକ ସମୀକ୍ଷା ବୈଠକ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ମହାନଗର ନିଗମ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ୨୦୫୦କୁ ଆକ୍ଷିରେ ରଖି  ସହରର ବିକାଶ ଅନୁଯାୟୀ ବୃହତ୍ତର ଡ୍ରେନେଜ ମାଷ୍ଟର ପ୍ଳାନ ର ସର୍ଭେ କରାଯାଉଛି l କମିଶନର ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରୁର୍କୀ ଆଇଆଇଟିର ପ୍ରଫେସର ଡି.ଏସ୍ ଆର୍ଯ୍ୟ, ସିଟି ଇଂଜିନିୟର ବିଳାସ କୁମାର ବେହେରା, ଉପଜିଲ୍ଲାପାଳ ଡକ୍ଟର ମନୋରଂଜନ ସାହୁଙ୍କ ସମେତ ସ୍ମାର୍ଟ ସିଟି, ବିଡିଏ, ଆଇଏମ୍ ଡି, ଓସଡମା, ଜଳ ସଂପଦ ବିଭାଗ, ରାଜସ୍ୱ ବିଭାଗ, ଇଡକୋ ଏବଂ ବିଏମ୍ ସି ସମେତ ଅନ୍ୟାନ୍ୟ ଇଂଜିନିୟର ଓ ପ୍ରତିନିଧିମାନେ ଉପସ୍ଥିତ ଥିଲେ । 

ବୃହତ୍ତର ଭୁବନେଶ୍ୱର କଳେବରକୁ ଦୃଷ୍ଟିରେ ରଖି କରାଯାଉ ଥିବା ଡ୍ରେନେଜ୍ ମାଷ୍ଟର ପ୍ଲାନକୁ କିପରି କାର୍ଯ୍ୟକାରୀ କରାଯାଇ ପାରିବ ଏବଂ ଏହା ସାଙ୍ଗକୁ ରୋଡ ନେଟଓ୍ୱାର୍କ, ଫ୍ୟାସିଲିଟି ନେଟଓ୍ୱାର୍କ, ୟୁଟିଲିଟି ନେଟଓ୍ୱାର୍କ, ଜବରଦଖଲ ଓ ଜଳବନ୍ଦୀ ସମସ୍ୟା ଇତ୍ୟାଦିର ଯଥାଯଥ ଚିହ୍ନଟ ପାଇଁ ଜେ.ଏସ୍ ମ୍ୟାପିଂ ଜରିଆରେ ତଥ୍ୟ ସଂଗ୍ରହ କରାଯିବ । ତେବେ ପରବର୍ତ୍ତୀ ଉପଯୋଗ ପାଇଁ ଏହି ତଥ୍ୟକୁ ଭୁବନେଶ୍ୱର-୧ ରେ ସିଟିଜେନ ପୋର୍ଟାଲରେ ସାର୍ବଜନୀନ କରାଯିବା ପାଇଁ ମଧ୍ୟ ଆଲୋଚନା ହୋଇଛି,ଯଦ୍ୱାରା  ତଥ୍ୟର ବିବିଧ ଉପଯୋଗ  ହୋଇପାରିବ ।

ଯୋଜନାର ଦୀର୍ଘ ମିଆଦି ଓ ସ୍ୱଳ୍ପ ମିଆଦି କାର୍ଯ୍ୟକାରିତାକୁ ଦୃଷ୍ଟିରେ ରଖି ଯୋଜନାର ରୂପାୟନ କରାଯିବ । ଜନସାଧାରଣଙ୍କର ସମସ୍ତ ପ୍ରକାର ସୁବିଧାକୁ ଦୃଷ୍ଟିରେ ରଖି ଯୋଜନା ପ୍ରସ୍ତୁତ କରାଯିବ । ପ୍ରକଳ୍ପ ରୂପାୟନ ପାଇଁ ଆଇଆଇଟି ରୁର୍କୀ ରୋଡ ମ୍ୟାପ୍ ପ୍ରସ୍ତୁତ କରିଛି । ସର୍ଭେ କାର୍ଯ୍ୟ ଆରମ୍ଭ କରିଛି । ରୁର୍କୀର ବୈଜ୍ଞାନିକମାନେ ଏହି ସର୍ଭେ କାର୍ଯ୍ୟ କରୁଛନ୍ତି । ବିଭିନ୍ନ ଦିଗକୁ ଦୃଷ୍ଟିରେ ରଖି ଡାଟା ସଂଗ୍ରହ କରାଯାଉଛି । ଏହି ଡାଟାକୁ ସାର୍ବଜନୀନ କରାଯିବ।  ସେମାନେ ଆରମ୍ଭ କରିଥିବା କାର୍ଯ୍ୟର ନିୟମିତ ସମୀକ୍ଷା କରାଯାଉଛି । ଆଜି ମଧ୍ୟ ଆଇଆଇଟି ରୁର୍କୀର ପ୍ରୋଫେସର ମାନେ ସେମାନଙ୍କର ମଧ୍ୟବର୍ତ୍ତୀକାଳୀନ କାର୍ଯ୍ୟ ଅଗ୍ରଗତି ସଂପର୍କରେ ଆଲୋଚନା  କରିଥିଲେ । ଏହି ସର୍ଭେ କାମ ଆସନ୍ତା ଡିସେମ୍ବର ସୁଦ୍ଧା ଶେଷ ହୋଇଯିବ ବୋଲି ଜଣାପଡିଛି । ଜଳସମ୍ପଦ ବିଭାଗ ତରଫରୁ ଏହି ସର୍ଭେ କୁ ପ୍ରସଂଶା କରାଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like