-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାରେ ବ୍ୟାପକ ସଫେଇ ଅଭିଯାନ ମାଧ୍ୟମରେ ଘରେ ଘରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଉପରେ କର୍ମଶାଳା ଅନୁଷ୍ଠିତ ।

23-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲାପାଳ  ଡ଼. ନୃପରାଜ ସାହୁ ଙ୍କ ନିର୍ଦ୍ଦେଶ କ୍ରମେ ଅଦ୍ୟ ତା ୨୩.୦୮.୨୦୨୫ ରିଖ ପୂର୍ବାହ୍ନ ୧୧.୦୦ ଘଟିକା ସମୟରେ ଆଗାମୀ ତା ୨୫.୦୮.୨୦୨୫ ରିଖ    ସୋମବାର ଦିନ ବ୍ୟାପକ ସଫେଇ ଅଭିଯାନ ମାଧ୍ୟମରେ ଘରେ ଘରେ ସ୍ଵଚ୍ଛତା କାର୍ଯ୍ୟକ୍ରମ୍ ଜିଲ୍ଲାର ପ୍ରତ୍ୟେକ ଗ୍ରାମ ଓ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ କରିବା ଉପରେ ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ସମ୍ମିଳନୀ  କକ୍ଷରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁରଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି କର୍ମଶାଳାରେ ଅତିରିକ୍ତ ନିର୍ବାହୀ ଅଧିକାରୀ(ପ୍ରଶାସନ), ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର କାର୍ଯ୍ୟକ୍ରମ ଉପରେ ବିଶଦ ଭାବରେ ସମସ୍ତଙ୍କୁ ତାଲିମ ମାଧ୍ୟମରେ ଅବଗତ କରିଥିଲେ । ଏହି କର୍ମଶାଳା ରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁରଙ୍କ ସମେତ ସମସ୍ତ ପଞ୍ଚାୟତ ସମିତିର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୃନ୍ଦ, ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ବୃନ୍ଦ, ଗ୍ରାମ ପଞ୍ଚାୟତ ବିକାଶ ଅଧିକାରୀ ବୃନ୍ଦ, ବ୍ଲକ ପ୍ରକଳ୍ପ ସଂଯୋଜକ ବୃନ୍ଦ, ପରିମଳ,ସରପଞ୍ଚ, ପୁଆ ଗ୍ରାମ ପଞ୍ଚାୟତ, ତରଭା ପଞ୍ଚାୟତ ସମିତି, ସମସ୍ତ ପଞ୍ଚାୟତ ସମିତିରେ ଆଗାମୀ ତା ୨୫.୦୮.୨୦୨୫ ରିଖ ଦିନ ସାପ୍ତାହିକ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହେଉଥିବା ପଞ୍ଚାୟତ ସମିତିର ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀମାନେ, ଜିଲ୍ଲା ପରିଷଦ ର ଜିଲ୍ଲା ପରିମଳ ସଂଯୋଜକ ଓ ଜିଲ୍ଲା ପ୍ରକଳ୍ପ ପରିଚାଳକ, ଆର୍. ଜି.ଏସ୍. ଏ. ପ୍ରମୁଖ ଉପସ୍ଥିତ ଥିଲେ ।ଏହି କର୍ମଶାଳାରେ ସମାଜସେବୀ ତଥା ସ୍ୱେଚ୍ଛା ସେବୀ ଅନୁଷ୍ଠାନର ଶ୍ରୀ  ନୀଳ ମାଧବ ଦିଗାଲ ସ୍ଵତନ୍ତ୍ର ଅତିଥି ଭାବରେ ଯୋଗଦେଇ ସ୍ଵଚ୍ଛତା ଓ ଏହାର କାର୍ଯ୍ୟକାରିତା ଉପରେ ସମସ୍ତଙ୍କୁ ବିଶଦ ଭାବରେ ବୁଝାଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like