-+91-9937148622 |

prerana_bgr@rediffmail.com |

  Friday 10th July 2026 |

| | | |

R.N.I. Regd No. ODIODI/2010/46693

Breaking News

କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   (10-Jul-2026)       ||      ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା    (10-Jul-2026)       ||      ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   (09-Jul-2026)       ||      କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   (09-Jul-2026)       ||      ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   (09-Jul-2026)       ||      ୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   (09-Jul-2026)       ||      ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   (09-Jul-2026)       ||      ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   (09-Jul-2026)       ||      ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   (09-Jul-2026)       ||      ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (09-Jul-2026)       ||      ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   (09-Jul-2026)       ||      *ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   (09-Jul-2026)       ||      ପି ଏମ ଶ୍ରୀ ଉଚ୍ଚ ବିଦ୍ୟାଳୟ କରଙ୍ଗାମାଲ ଠାରେ ବନ ମହୋତ୍ସବ   (08-Jul-2026)       ||      ଝାରବନ୍ଧ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଲୟଠାରେ ବନମହୋତ୍ସବ   (08-Jul-2026)       ||      ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୋଲକାତା ଗସ୍ତ   (08-Jul-2026)       ||      ସାଇବର ଆର୍ଥିକ ଠକେଇ ମାମଲାର ତ୍ୱରିତ ପଞ୍ଜୀକରଣ ପାଇଁ ଓଡ଼ିଶା ପୋଲିସର ‘ଇ-ଜିରୋ ଏଫ୍‌ଆଇଆର୍ (e-Zero FIR)’ ବ୍ୟବସ୍ଥାର ଶୁଭାରମ୍ଭ   (08-Jul-2026)       ||      ପରିବେଶ ସୁରକ୍ଷାର ଶପଥ ସହ ବନ ମହୋତ୍ସବ ପାଳିଲା ପିଏମ ଶ୍ରୀ ବାଳିକା ଉଚ୍ଚ ବିଦ୍ୟାଳୟ    (08-Jul-2026)       ||      ଖଣି ଉପନିର୍ଦ୍ଦେଶକ ଦୁଇ ଲକ୍ଷ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁର୍ନୀତି ନିବାରଣ ଦ୍ୱାରା ଗିରଫ   (08-Jul-2026)       ||      କଟକରେ ରଥଯାତ୍ରା-୨୦୨୬ ନିମନ୍ତେ ପ୍ରଶାସନର ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (08-Jul-2026)       ||      ରେଙ୍ଗାଲି ରେ ସମାଜ ପକ୍ଷରୁ ବ୍ଳକ୍ ସ୍ତରୀୟ ଚିତ୍ରାଙ୍କନ ଓ,କୁଇଜ୍ ପ୍ରତିଯୋଗିତା: ଚିତ୍ରାଙ୍କନ ରେ ସୋହମ୍ କୁଇଜ୍ ରେ ଶାନ୍ତାରାମ ପ୍ରଥମ    (08-Jul-2026)       ||     

HOME   ଜିଲ୍ଲା

ସାହିତ୍ୟ ଏକାଡେମୀର ସଚିବ କେ.ଶ୍ରୀନିବାସରାଓଙ୍କୁ ବାବୁ ଗଙ୍ଗାଶରଣ ସିଂହ ପୁରସ୍କାର

23-Aug-2025



ପାଟନା(ପ୍ରେରଣା ଖବର): କେନ୍ଦ୍ର ସାହିତ୍ୟ ଏକାଡେମୀର ସଚିବ ଡକ୍ଟର କେ. ଶ୍ରୀନିବାସରାଓଙ୍କୁ ଆଜି ବିହାର ସରକାର ଙ୍କ ମନ୍ତ୍ରୀମଣ୍ଡଳ ସଚିବାଳୟ (ରାଜଭାଷା) ବିଭାଗ ତରଫରୁ ବାବୁ ଗଙ୍ଗାଶରଣ ସିଂହ ପୁରସ୍କାରରେ ସମ୍ମାନିତ କରାଯାଇଛି। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ପାଟନା  ସଚିବାଳୟର ସମ୍ବାଦ ଭବନରେ ଏହି ପୁରସ୍କାର ପ୍ରଦାନ କରିଥିଲେ। ହିନ୍ଦୀ ସେବା ସମ୍ମାନ ଏବଂ ପୁରସ୍କାର ଯୋଜନା ୨୦୨୩-୨୪ ବର୍ଗରେ ଡକ୍ଟର ରାଓଙ୍କୁ ଏହା ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ, ବିଶିଷ୍ଟ ବିଦ୍ବାନ ତଥା ପ୍ରଶାସକ ଡକ୍ଟର ରାଓ ଇଂରାଜୀ ସାହିତ୍ୟରେ ସ୍ନାତକୋତ୍ତର ଏବଂ ପିଏଚଡି ତଥା ଛତିଶଗଡ଼ର ସହିଦ ମହେନ୍ଦ୍ର କର୍ମା ବିଶ୍ୱବିଦ୍ୟାଳୟରୁ ସମ୍ମାନଜନକ ଡି.ଲିଟ୍ ଡିଗ୍ରୀ ଲାଭ କରିଛନ୍ତି l ସେ ବହୁ ଅନ୍ତର୍ଜାତୀୟ ମଞ୍ଚରେ ଲେଖକ ଗୋଷ୍ଠୀଙ୍କ ପ୍ରତିନିଧିତ୍ୱ କରିବା ପୂର୍ବକ ୨୦ ରୁ ଅଧିକ ଦେଶରେ ଆୟୋଜିତ ମହୋତ୍ସବରେ ଅଂଶଗ୍ରହଣ କରିଛନ୍ତି l ସେ ମଧ୍ୟ ଅନେକ ଗୁରୁତ୍ୱପୂର୍ଣ୍ଣ ସଂସ୍ଥା ଏବଂ ଜାତୀୟ ଅନୁଷ୍ଠାନର ସଦସ୍ୟ ଅଛନ୍ତି। ତାଙ୍କ ଦ୍ୱାରା ପ୍ରକାଶିତ ଉଲ୍ଲେଖଯୋଗ୍ୟ ପୁସ୍ତକଗୁଡ଼ିକ ହେଉଛି:- ମିଥସ, ପ୍ଲେଜ ଏଣ୍ଡ ଗିରିଶ କର୍ଣ୍ଣାଡ, ଭାରତୀୟ ସାହିତ୍ୟ ଔର ସଂସ୍କୃତି, ଇଣ୍ଡିଆନ ଷ୍ଟୋରିଜ, ଭିତାସ୍ତା: ଯୁନାଇଟିଙ୍ଗ କଲଚର ଇତ୍ୟାଦି। ସେ ଦିଲ୍ଲୀ ତେଲୁଗୁ ଏକାଡେମୀ ପୁରସ୍କାର, କିନ୍ନରା ଉଗାଦି ପୁରସ୍କାର, ଭାରତୀୟ ବାଙ୍ମମୟ ପୀଠ ପୁରସ୍କାର, ନନ୍ଦୀ ସେବା ଟ୍ରଷ୍ଟର ସୃଜନ ଶିଖର ସମ୍ମାନ, ଦିଲ୍ଲୀ ହିନ୍ଦୀ ଏକାଡେମୀର ହିନ୍ଦୀ ସେବା ସମ୍ମାନ, ଜୀ ନ୍ୟୁଜର "ଶିକ୍ଷା କନକ୍ଲେଭ ୨୦୨୫" ରେ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ପାଇଁ ସ୍ୱତନ୍ତ୍ର ପୁରସ୍କାର, ଆନ୍ଧ୍ର ପ୍ରଦେଶ ସରକାରଙ୍କ ସର୍ବୋଚ୍ଚ ନାଗରିକ ସମ୍ମାନ କଳା ରତ୍ନ ପୁରସ୍କାର ଇତ୍ୟାଦି ବହୁ ପୁରସ୍କାର ଲାଭ କରିଛନ୍ତି। ବିଶ୍ବର ସର୍ବବୃହତ୍ ସାହିତ୍ୟ ମହୋତ୍ସବ ଭାବେ ମାର୍ଚ୍ଚ ୨୦୨୪ରେ ଅନୁଷ୍ଠିତ ସାହିତ୍ୟ ଏକାଡେମୀର ସାହିତ୍ୟ ଉତ୍ସବ ପାଇଁ ଦୁବାଇର ଆଇନଷ୍ଟାଇନ୍ ୱାର୍ଲ୍ଡ ରେକର୍ଡସ୍ ଦ୍ୱାରା ବିଶ୍ୱ ରେକର୍ଡର ପ୍ରମାଣପତ୍ର ସେ ପାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ଭୁଏ ଙ୍କ ବିୟୋଗ   10-Jul-2026
  ଜିଲ୍ଲା  
ତାଳଜୁରୀ ଗ୍ରାମରେ ବିଦ୍ୟୁତ ବିଭାଗ ର ଖାମଖିଆଲି କାମ, ଦୁର୍ଘଟଣା ର ଶିକାର ହେଉଛନ୍ତି ସାଧାରଣ ଜନତା   10-Jul-2026
  ଜିଲ୍ଲା  
ବିଜେଡି ହାତରେ ବନ୍ଧା ପଡିଥିବା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘକୁ ମୁକୁଲାଇ ବାକୁ ପଡିବ: ସାଂସଦ ପ୍ରଦୀପ ପୁରୋହିତ   09-Jul-2026
  ଜିଲ୍ଲା  
କର୍ତ୍ତବ୍ୟର ପରିସମାପ୍ତି, ପରିବାରରେ ଶୂନ୍ୟତା, ଲରାସରା ଉଚ୍ଚ ବିଦ୍ୟାଳୟର କର୍ମଚାରୀ ସୁଶୀଲ ବାଗଙ୍କ ବିୟୋଗ   09-Jul-2026
  ଜିଲ୍ଲା  
ଆମେରିକାରେ ଚକ୍ରଧର ମଲ୍ଲିକ ଫାଉଣ୍ଡେସନ ତରଫରୁ ପିଠା ପ୍ରତିଯୋଗିତା   09-Jul-2026
  ଜିଲ୍ଲା  
୧୦ ଜୁଲାଇରୁ ସାମୁହିକ ଛୁଟିରେ ରହିବେ ଯୋଗାଣ ସହାୟକ .ନିଷ୍ଠା ଓ ପରିଶ୍ରମର ଫଳ ହେଲା ବିଫଳ .ଶୁଣିଲେନି ସରକାର . ଦାବି ଗୁଡ଼ିକର ହୋଇଛି ଅଣଦେଖା   09-Jul-2026
  ଜିଲ୍ଲା  
ଜୁନାଗଡ଼ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ   09-Jul-2026
  ଜିଲ୍ଲା  
ଚୁଡାପାଲି ଠାରେ ବିଭିନ୍ନ ପଞ୍ଚାୟତର ସମସ୍ୟା ଶୁଣିଲେ ନରସିଂହ♦️ ଜିରାଟମାଲ ପିଇବାପାଣି ପ୍ରକଳ୍ପ ଉଦ୍‌ଘାଟନ ସତ୍ୱେ ପାଣି ପାଇ ନାହାନ୍ତି ଗାଁ ଲୋକେ   09-Jul-2026
  ଜିଲ୍ଲା  
ବିଶିଷ୍ଟ ବ୍ୟବସାୟୀ ଚନ୍ଦ୍ରଶେଖର ଅଗ୍ର୍‌ୱାଲଙ୍କ ପରଲୋକ   09-Jul-2026
  ଜିଲ୍ଲା  
ବେଥାନୀ କନଭେଣ୍ଟ୍ ସ୍କୁଲ ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   09-Jul-2026
  ଜିଲ୍ଲା  
ପାଣିମୋରା ଇଥାନଲ ଫ୍ୟାକ୍ଟ୍ରି ରେ ପୁଣି ଦୁର୍ଘଟଣା   09-Jul-2026
  ଜିଲ୍ଲା  
*ଡାବୁଗାଁ ବ୍ଳକରେ ୪ ବର୍ଷ ନାବାଳିକାକୁ ଦୁଷ୍କର୍ମ, ନାବାଳକ ଗିରଫ l*   09-Jul-2026

You Might Also Like