-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ରେ ଦୀନଦୟାଲ ଉପାଧ୍ୟାୟ  ଗ୍ରାମୀଣ କୌଶଳ ଯୋଜନା କାର୍ଯ୍ୟକ୍ରମ

23-Aug-2025



ଲୋଇସିଂହା, (ପ୍ରେରଣା ଖବର)ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ ପରିସରରେ ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା ର ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ ଶୁଭ ଉଦଘାଟନ ହୋଇଯାଇଛି l ଗ୍ରାମାଞ୍ଚଳ ର ଶିକ୍ଷିତ ଓ ଅର୍ଦ୍ଧ ଶିକ୍ଷିତ ଯୁବକ ଯୁବତୀଙ୍କ ପାଇଁ ନିଯୁକ୍ତି ପାଇଁ  ରାଜ୍ୟ ସରକାରଙ୍କ ଦିନ ଦୟାଲୁ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା ରୂପାୟନ ସକାଶେ ଲୋଇସିଂହା ବ୍ଲକ ପରିସରରେ ପଞ୍ଚମଶ୍ରେଣୀ ରୁ ଉର୍ଦ୍ଧ ଶିକ୍ଷାଗତ ଥିବା ୧୮ ରୁ ୩୫ ବର୍ଷୀୟ ଗ୍ରାମାଞ୍ଚଳର ଶିକ୍ଷିତ ଓ ଅର୍ଦ୍ଧ ଶିକ୍ଷିତ ଯୁବକ ଯୁବତୀ ମାନଙ୍କୁ ନିଯୁକ୍ତି ଦେବା ଲକ୍ଷ ନେଇ ଆଜି  ବ୍ଲକ ପରିସରରେ ଦିନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଳ ଯୋଜନା କାର୍ଯ୍ୟକ୍ରମ ଅଯୋଜିତ ହୋଇଥିଲା l କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧକ୍ଷ୍ୟ ଯତୀନ୍ଦ୍ର ପଟେଲ,ବିଡିଓ ଅକ୍ଷୟ ପାଣି ଉଡ୍ଡୁ, ଏବିଡ଼ିଓ କିଶୋର ମାନସିଂହ ଙ୍କ ସମେତ ଜିଲ୍ଲା ସଂଯୋଜକ ଉପସ୍ଥିତ ଥିଲେ l ଏହି ନିଯୁକ୍ତି ମେଳାରେ ମୋଟ ୨  ଟି କମ୍ପାନୀ ର ପି.ଆଇ ମାନେ ଯୋଗଦେଇଥିବା ବେଳେ ଅଞ୍ଚଳର ୧୮୦ ଜଣ ଯୁବକ ଯୁବତୀ ନାମ ପଞ୍ଜିକରଣ କରିଥିବା ସୂଚନା ମିଳିଛି l ଏଥି ମଧ୍ୟରୁ ୧୬ ଜଣ ଆଜି ନିଯୁକ୍ତି ପାଇଛନ୍ତି l ଆଗାମୀ ଦିନରେ ଏହି ଯୋଜନା ମାଧ୍ୟମରେ ଅଞ୍ଚଳର ୫୦ ରୁ ଉର୍ଦ୍ଧ ଯୁବକ ଯୁବତୀ ନିଯୁକ୍ତି ପାଇବାର ସୁଯୋଗ ଥିବା ଜଣାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like