-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ବାରିକ ସମାଜର ନୂତନ କର୍ମକର୍ତ୍ତା ଚୟନ

23-Aug-2025



ଲୋଇସିଂହା (ପ୍ରେରଣା ଖବର) ଲୋଇସିଂହା ବ୍ଲକ ବାରିକ ସମାଜର ବାରିକ ଭବନ ଠାରେ ବ୍ଲକ ସ୍ତରୀୟ ସାଧାରଣ ପରିଷଦ ବୈଠକ ଜିଲ୍ଲା ସଭାପତି କଂଗାଲୁ ବାରିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l

ଏହି ଅବସରରେ ଲୋଇସିଂହା ବ୍ଲକ କୁଶମେଲ ଗ୍ରାମରେ ଜନ୍ମିତ ବାରିକ ସମାଜର ଗର୍ବ ଓ ଗୌରବ ପଦ୍ମଶ୍ରୀ ବିନୋଦ କୁମାର ପଶାୟତଙ୍କ ବିଯୋଗରେ ପ୍ରଥମେ ଶୋକ ପ୍ରସ୍ତାବ ଗ୍ରହଣ କରି ନୀରବ ପ୍ରାର୍ଥନା କରାଯିବା ସହ ଶ୍ରଦ୍ଧା ସୁମନ ଅର୍ପଣ କରଯାଇଥିଲା l ପରେ ସାଙ୍ଗଠନିକ ଆଲୋଚନା କରଯାଇ ଚଳିତ ବର୍ଷର ନୂଆଁଖାଇ ଭେଟ କାର୍ଯ୍ୟକ୍ରମ ସୁଚାରୁ ରୂପେ ପାଳନ କରିବାକୁ ନିଷ୍ପତ୍ତି ନିଆ ଯାଇଥିଲା l ଏଥିସହିତ ଆଗାମୀ ପାଞ୍ଚବର୍ଷ ପାଇଁ ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା l ସଭାପତି କିଶୋର ବାରିକ, ଉପ ସଭାପତି ଅଙ୍ଗ ବାରିକ, କାର୍ଯ୍ୟକାରୀ ସଭାପତି ଶିବ ବାରିକ, ସାଧାରଣ ସମ୍ପାଦକ ସତ୍ୟ ନାରୟଣ

ବାରିକ, କୋଷାଧକ୍ଷ କ୍ଷୀରୋଦ ବାରିକ, ସହ ସମ୍ପାଦକ ଅଭିମନ୍ୟୁ ବାରିକ, ଲୋଇସିଂହା ବ୍ଲକ ସେଲୁନ ସଙ୍ଘ ସଭାପତି ଜୟଦେବ ବାରିକ, ସାଧାରଣ ସମ୍ପାଦକ ରମେଶ ବାରିକ ପ୍ରମୁଖଙ୍କୁ ନୂତନ କର୍ମକର୍ତା ଭାବେ ଚୟନ କରାଯାଇଥିଲା l ଏହି କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲ୍ଲା ଉପ ସଭାପତି ନବୀନ କୁମାର ପଶାୟତ, କାର୍ଯ୍ୟକାରୀ ସଭାପତି ଶଙ୍କର ବାରିକ, ସେଲୁନ ସଙ୍ଘ ସଭାପତି ଶିଶିର ବେହେରା, ଉପଦେଷ୍ଟା ଇଶ୍ୱର ପଶାୟତ, ଅଧିକାରି ବାରିକ ପ୍ରମୁଖ ଯୋଗ ଦେଇଥିଲେ l ଡା ଲଳିତ ବାରିକ, ସୁପାଳ ପଶାୟତ, ସରୋଜ ପଶାୟତ, ନାରାୟଣ ବାରିକ, ଅଶ୍ୱିନୀ ପଶାୟତଙ୍କ ସମେତ ସମାଜର ବରିଷ୍ଠ ଓ ଯୁବ କର୍ମକର୍ତା ମାନେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like