-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||     

HOME   ଜିଲ୍ଲା

ତହଁକ୍ କୁଟୁମ୍ କଲେଜ୍ ମୁହାଁ

23-Aug-2025



ପାଟଣାଗଡ:  କୋଶଲୀ ଭାଷାକୁ ବଞ୍ଚାଇବା ତଥା ତାର ଶବ୍ଦ ଏବଂ ଇତିହାସକୁ ବଲବତ୍ତର ରଖିବା ପାଇଁ ତହଁକ୍ କୁଟୁମ୍ ପକ୍ଷରୁ ଆରମ୍ଭ ହୋଇଛି ଅଭିଯାନ। ଆଜି ପାଟଣାଗଡ଼ ବ୍ଲକ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ଘସିଏନ ଠାରେ ତହଁକ୍ କୁଟୁମ୍ ପକ୍ଷରୁ ସ୍କୁଲ୍ ନୁ କଲେଜ୍ ଗାଁ ନୁ ସହର୍ ତହଁକ୍ ପୁହୁଁଚିଲା ଘର୍ କେ ଘର୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୂଖ୍ୟ ଅତିଥି ଭାବେ କଲେଜ ର ଅଧ୍ୟକ୍ଷ କାର୍ତ୍ତିକେଶ୍ଵର ଷଡଙ୍ଗୀ,  ଅଧ୍ୟାପକ ପ୍ରହ୍ଲାଦ ସାହୁ , ତହଁକ୍ କୁଟୁମ୍ ସମ୍ପାଦକ ରାଜେଶ ଦଣ୍ଡସେନା, ମୂଖ୍ୟ ସମ୍ପାଦକ ଅର୍ଜୁନ କୁମାର

ସାହୁ, ପୁଇନ୍ତଲା ବ୍ଲକ୍ ସଂପାଦକ ମିଲନ୍ ପଣ୍ଡା, ଲୋଇସିଂହା ଯୁବ ବିଭାଗ ମୂଖ୍ୟ ଗିରିଶ ପାତ୍ର, ଅଧ୍ୟାପକ ରବିଶଙ୍କର

ମେହେର, ପ୍ରଶାନ୍ତ ହୋତା, ସୋମନାଥ ମେହେର, ସଚିନ ମିଶ୍ର 
ଶ୍ରୀତମ ମେହେର ପ୍ରମୁଖ ମଞ୍ଚାସୀନ ଥିଲେ। ଭାଷା ବଞ୍ଚିଲେ ଅଞ୍ଚଳର ଟେକ ରହିବ ଆଉ ଭାଷାକୁ ବଞ୍ଚାଇବାକୁ ହେଲେ ଆମକୁ ସେହି ଶବ୍ଦର ବ୍ୟବହାର କରିବାକୁ ପଡିବ। ନିଜ ପାଠ୍ୟକ୍ରମ ପଢିବା ସାଙ୍ଗରେ ଆମେ ବିଦେଶୀ ଭାଷାର ପ୍ରଚଳନ କୁ ଯେତେ ସମ୍ଭବ କମ୍ କରି ନିଜ ମାଟିର ଭାଷାକୁ ଆଗକୁ ନେବା ସେଥିପାଇଁ ତତ୍ପର ହେବାକୁ ପଡିବ ବୋଲି ଆଜି ତହଁକ୍ କୁଟୁମ୍ ର ସଭ୍ୟ ମାନେ ମତପ୍ରକାଶ କରିଥିଲେ।
ମହାବିଦ୍ୟାଳୟ ର ୧୩୦ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ। ଏମିତି ଏକ କାର୍ଯ୍ୟକ୍ରମ ହାତକୁ ନେଇଥିବାରୁ ତହଁକ୍ କୁଟୁମ୍ କୁ ମହାବିଦ୍ୟାଳୟ ର କର୍ମଚାରୀ ମାନେ ପ୍ରଂଶସା କରିଥିଲେ। ଶେଷରେ ଅଧ୍ୟାପକ ପ୍ରହଲ୍ଲାଦ ସାହୁ ଧନ୍ୟବାଦ ଅର୍ପଣ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026

You Might Also Like