-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||     

HOME   ରାଜ୍ୟ

୧୪ତମ କଟନଫ୍ୟାବ୍-୨୦୨୫ ର ଶୁଭାରମ୍ଭ

23-Aug-2025



ଏକ ବଡ ଧରଣର ରେଶମ ଓ ସୁତା ବସ୍ତ୍ର ପ୍ରଦର୍ଶନୀ 

ଭୁବନେଶ୍ଵର(ପ୍ରେରଣା ଖବର): ଭୁବନେଶ୍ବର ସ୍ଥିତ ୟୁନିଟ୍-୩ ଖାରବେଳ ନଗର, ଗେଟ ନଂ-୩, ପ୍ରଦର୍ଶନୀ ପଡିଆରେ କଟନପ୍ୟାବ ୨୦୨୫ର ରେଶମ ଓ ସୂତା ବସ୍ତ୍ରକୁ ସମ୍ଭାର କରି ଏକ ବିରାଟ ପ୍ରଦର୍ଶନୀର ଆଜି ଶୁଭାରମ୍ଭ ।

ଏହି ପ୍ରଦର୍ଶନୀ ଶ୍ରୀ ଅନନ୍ତ ନାରାୟଣ ଜେନା, ମାନ୍ୟବର ବିଧାୟକ, ଭୁବନେଶ୍ଵର (ମଧ୍ୟ), ଶ୍ରୀମତୀ ସୁଲୋଚନା ଦାସ, ମେୟର, ଭୁବନେଶ୍ୱର ଏବଂ ଶ୍ରୀମତୀ ରଞ୍ଜୁଲତା ରାଏ, କର୍ପୋରେଟର, ୱାର୍ଡ଼ ନଂ - ୩୫, ଭୁବନେଶ୍ୱରଙ୍କ ଦ୍ୱାରା ଅଗଷ୍ଟ ୨୩ ତାରିଖ, ଅପରାହ୍ନ ୪ ଘଟିକା ସମୟରେ ଯୋଗଦାନକରି ମେଳାର ଉଦ୍‌ଘାଟନ କରିଅଛନ୍ତି ଏବଂ ଏହି ମେଳା ପ୍ରତ୍ୟହ ସକାଳ ଘ. ୧୦.୩୦ ମି. ରୁ ୯ ଘ. ପର୍ଯ୍ୟନ୍ତ, ଅଗଷ୍ଟ ୨୩ ରୁ ସେପ୍ଟେମ୍ବର ୨୮ ତାରିଖ ପର୍ଯ୍ୟନ୍ତ ଚାଲୁରହିବ । ଏହି ପ୍ରଦର୍ଶନୀ ୧୪ ତମ ଥର ପାଇଁ ଭୁବନେଶ୍ୱରରେ ଚାଲୁଛି ।

ବିଚାରଯୋଗ୍ୟ ଦେଶର ବିଭିନ୍ନ ପ୍ରକାର ପ୍ରଦର୍ଶନୀ ଆୟୋଜନ କରିବା ସମ୍ପୂର୍ଣ ଦାୟିତ୍ଵ ପୂର୍ଶ, ଭୁବନେଶ୍ବର ସମିତି ପସନ୍ଦ କରିଛି ମନସୁନ୍ ସିଜନ୍ ଏବଂ ବଡ଼ ପୂଜା ଉତ୍ସବ ପାଇଁ ହସ୍ତଶିଳ୍ପ ବଜାର ।୧୨ଟି ରାଜ୍ୟର ୧୨୨ଟି ହସ୍ତଶିଳ୍ପୀ ଏହି ମେଳାରେ ଯୋଗ ଦେଇ ତାଙ୍କର ସାମଗ୍ରୀ ପ୍ରଦର୍ଶନ କରିବେ ଯାହା ଲକ୍ଷ୍ନୌର ଚିକନୱାଲ୍ ଡ୍ରେସ୍ ମ୍ୟାଟେରିଆଲସ୍, ଶାଢ଼ୀ, କୁର୍ଲା ପାଇଜାମା, ଟପସ୍, ଗୁଜୁରାଟର ଏଥୁନିକ ପ୍ରିଣ୍ଟ, କୁଗାଁ, ଡ୍ରେସ୍ ମ୍ୟାଟେରିଆଲସ, ରାଜସ୍ଥାନି ଚୂଳ ପ୍ରିଣ୍ଟେଡ଼, କୋଟା ଦରୀ ଡ୍ରେସ୍ ମ୍ୟାଟେରିଆଲସ୍, ଲେଡ଼ିଜ୍‌ କୁର୍ଗା, ଲେହେଙ୍ଗା-ଛୋଲି, ମଲମଲ, ବନ୍ଧେଇ, ସୁଇଟସ୍, ସ୍ପିଟିଟ୍ସ-ଟପ୍, ସାଲୱାର ଏବଂ ଦୁପଟା, ପଞ୍ଜାବର ଫୁଲ୍‌କରୀ ଡ୍ରେସ୍, ପଟିଆଲା ସାମଗ୍ରି, ମଧ୍ୟ ପ୍ରଦେଶର ଚନ୍ଦେରୀ, ମହେଶ୍ଵରୀ, ବାଗ୍ ପ୍ରିଣ୍ଟ, ବାଟିଲ୍ ପ୍ରିଣ୍ଟ ଡ୍ରେସ୍ ସାମଗ୍ରି, ୱେଷ୍ଟ ବେଙ୍ଗଲର ସାନ୍ତନିକେତନ ତନ୍ତ୍ର, କନ୍ଥା, ଧକାଇ କାମଦାନୀ ଶାଢ଼ୀ, ଟସର କେସ୍ ସାମଗ୍ରି, ସିଫୋନ୍ ଏବଂ କ୍ରାପ୍, ଆନ୍ଧ୍ର ପ୍ରଦେଶର କଲାମକରୀ ଭେଜିଟେବୁଲ ଡ଼ାୟଡ଼, ମଙ୍ଗଲଗିରୀ, ଗଢ଼ୱାଲ କରୀ ବର୍ଡ଼ର ଡ୍ରେସ୍ ମ୍ୟାଟେରିଆଲ, ତାମିଲନାଡ଼ୁର ମଦୁରାଇ ଶାଢ଼ୀ, ବ୍ଲେସ୍‌ମ୍ୟାଟେରିଆଲ୍, ପଣ୍ଡା ଏବଂ ବେଡ଼୍ କଭରସ, ହିମାଚଲ ପ୍ରଦେଶର କଟନ କୁର୍ଗା ଏବଂ ଟିପସ୍, ଉତର ପ୍ରଦେଶର ପ୍ରସିଦ୍ଧ ବନାରସ ସିକ ଏବଂ କଟନ ଶାଢ଼ୀ, ସୁଇଟ୍ ମ୍ୟାଟେରିଆଲସ୍, ଛତିସ୍‌ଗଡ଼ର ସିଜ ଓ କଟନ ଏବଂ ଖଦି ଡ୍ରେସ୍ ମ୍ୟାଟେରିଆଲସ୍, ଝାରଖଣ୍ଡର ଟସର ସିଦ୍ଧ ଡ୍ରେସ୍ ଏବଂ ଶାଢ଼ୀ, ଦିଲ୍ଲୀର ଟିକନ୍ ଏୟୋଡ଼ରୀ ଡ୍ରେସ୍ ମ୍ୟାଟେରିଆଲ୍‌ସ ଏବଂ ଶାଢ଼ୀ, ସିତାପୁରୀର ଏକ୍ସପୋର୍ଟ କ୍ୱାଲିଟ୍ ଦରି(ସାତରଙ୍ଗି), ମ୍ୟାଟସ୍, ରନର ଏବଂ ରଗସ୍, ବିଭିନ୍ନ ପ୍ରକାରର ଗହଣା, ରାଜସ୍ଥାନ ଷ୍ଟୋନ୍ ଓ ମେଟାଲ ଗହଣା, ଦିଲ୍ଲୀ ଆର୍ଟିଫିସିଆଲ ଗହଣା ଏବଂ ବିଭିନ୍ନ ଦେଶର ଭିନ୍ନ ଭିନ୍ନ ପ୍ରକାରର ହସ୍ତତନ୍ତ ସାମଗ୍ରୀ ମିଳିପାରିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026

You Might Also Like