-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ରାଜ୍ୟ

ଯୁବ ଶକ୍ତି ବିନା ରାଷ୍ଟ୍ର ଗଠନ ଅସମ୍ଭବ, ଆପ୍ରାଇଜ଼ କଲେଜରେ ଯୁକ୍ତ ଦୁଇ ପ୍ରଥମ ବର୍ଷ ବିଜ୍ଞାନ ଓ କଳା ବିଭାଗର ଛାତ୍ରଛାତ୍ରୀ ମାନଂକୁ ସ୍ୱାଗତ ସମ୍ବର୍ଦ୍ଧନା

24-Aug-2025



ବଲାଙ୍ଗୀର(ପ୍ରେରଣା ଖବର)- ବଲାଙ୍ଗୀରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆପ୍ରାଇଜ଼ କଲେଜରେ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅଥିତି ଭାବରେ ଆପ୍ରାଇଜ କଲେଜ ବରଗଡ଼ର ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଡ଼ଃ ମୁକୁନ୍ଦ ଦାଶ ଯୋଗଦେଇ ଛାତ୍ର ଛାତ୍ରୀ ମାନଙ୍କର ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଥିଲେ କାର୍ଯ୍ୟକ୍ରମରେ ଯୋଗଦାନ କରିଥିବା ଆପ୍ରାଇଜ଼ କଲେଜ ବରଗଡର ପ୍ରଶାସନିକ  ଅଧିକାରୀ ମାନସ ରଞ୍ଜନ ସାହୁ  ଛାତ୍ରୀ ମାନଙ୍କୁ କଠିନ ପରିଶ୍ରମ କଲେ ସଫଳତା ମିଳେ ବୋଲି ମତ ପ୍ରକାଶ କରିଥିଲେ l ଏହି ଅବସରରେ  ଆପ୍ରଇଜ ଗ୍ରୁପ, ବଲାଙ୍ଗୀରର ଅଧ୍ୟକ୍ଷ ଇଂ.ତ୍ରିବିକ୍ରମ ବେହେରା ଛାତ୍ରଛାତ୍ରୀ ମାନଂକୁ ମନଧ୍ୟାନ ଦେଇ ପାଠ ପଢିଲେ ନିଶ୍ଚିତ ଭାବରେ ଭଲ ମାର୍କ ସହିତ ଭଲ ଡିଭିଜନ ରଖିବେ ଓ ଛାତ୍ରଛାତ୍ରୀ ମାନଙ୍କ ଦକ୍ଷତା ବିକାଶ ପାଇଁ  ଆପ୍ରାଇଜ଼ କଲେଜରେ ଉନ୍ନତମାନର ଶିକ୍ଷା ପ୍ରଦାନ କରାଯାଉଛି ବୋଲି ମତବ୍ୟକ୍ତ କରି ଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ବରିଷ୍ଠ ଆଇନଜୀବୀ ସୁବାଷ କୁମାର ନନ୍ଦ  ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ତମ ଉପଦେଶ ଦେଇ ଥିଲେ ।

କାର୍ଯ୍ୟକ୍ରମକୁ ଇଂରାଜୀ ଅଧ୍ୟାପକ ରାଧେଶ୍ୟାମ ସୁନା  ପରିଚାଳନା କରିଥିଲେ । ଆପ୍ରାଇଜ କଲେଜର ଅଧ୍ୟକ୍ଷ ପ୍ରକାଶ ପଧାନ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ତମ ଉପଦେଶ ଦେଇଥିଲେ, ଅନ୍ୟ ମାନଙ୍କ ମଧ୍ୟରେ ସୁଦାମ ନାଗ, ଅଲିଶା ପଧାନ, ଚିତ୍ତରଞ୍ଜନ ପାତ୍ର ସହଯୋଗ କରିଥିଲେ l ଶେଷରେ ଛାତ୍ରଛାତ୍ରୀ ମାନେ  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like