-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ପୂରାଣ ଗାୟକ ମହାସଂଘ ର ସ୍ୱତନ୍ତ୍ର ବୈଠକରେ ମାନସ ମହାଯଜ୍ଞ କରିବା ପାଇଁ ପ୍ରସ୍ତାବ

24-Aug-2025



ବଲାଙ୍ଗିର- ଆଜି ସ୍ଥାନୀୟ ନୃସିଂହ ମନ୍ଦିର ଠାରେ ପଶ୍ଚିମ ଓଡିଶା ପୂରାଣ ଗାୟକ ମହାସଂଘର ଏକ ସ୍ୱତନ୍ତ୍ର ବୈଠକ ସଭାପତି ପଣ୍ଡିତ ସୁରେନ୍ଦ୍ର ତ୍ରିପାଠୀ ଙ୍କ ଅଧ୍ୟ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ, ନୁଆପଡା, କଳାହାଣ୍ଡି ଆଦି ଜିଲ୍ଲାରୁ ଶତାଧିକ ସଭ୍ୟସଭ୍ୟା ଯୋଗଦାନ କରିଥିଲେ । ପଣ୍ଡିତ ବୈଦ୍ୟନାଥ ମିଶ୍ର ଙ୍କ ଆହ୍ୱାନ କ୍ରମେ ସମସ୍ତେ ଓଁକାର ଧ୍ୱନି ଦେଇ ସଭା ଆରମ୍ଭ ହୋଇଥିଲା । ଏହି ସଭାରେ ବିଶ୍ୱ ଶାନ୍ତି ପାଇଁ ଏକ ମାନସ ମହାଯଜ୍ଞ ବଲାଙ୍ଗିର ଠାରେ ଆୟୋଜନ କରିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଥିଲା । ୧୦୮ ପଣ୍ଡିତ ରାମାୟଣ ଗାନ କରିବେ ଏବଂ ପଞ୍ଚକୁଣ୍ଡିୟ ହୋମ ଯଜ୍ଞ କରା ହେବ ବୋଲି ସଂପାଦକ ସୁରେନ୍ଦ୍ର କୁମାର ପାଣି ସଭାରେ ଜଣାଇଥିଲେ । ସର୍ବ ସମ୍ମତିକ୍ରମେ ସମାଜସେବୀ ଶ୍ରୀକର ମିଶ୍ରଙ୍କୁ ପଶ୍ଚିମ ଓଡିଶା ପୂରାଣ ଗାୟକ ମହାସଂଘର ଅଧ୍ୟକ୍ଷ ଭାବରେ ଓ ଜ୍ୟୋତିରଂଜନ ନାୟକ(ବୁବୁନ)ଙ୍କୁ ସହ-ଅଧ୍ୟକ୍ଷ ଭାବରେ ଚୟନ କରାଯାଇଥିଲା । ଉଭୟ ଶ୍ରୀ ମିଶ୍ର ଓ ଶ୍ରୀ ନାୟକ ତାଙ୍କ ବକ୍ତବ୍ୟ ରେ ସମସ୍ତେ ଏକଜୁଟ ହୋଇ ମାନସ ମହାଯଜ୍ଞ କୁ ସଫଳ କରିବା ପାଇଁ ନିବେଦନ କରିଥିଲେ । ମହାସଂଘର ନିମନ୍ତ୍ରଣ କ୍ରମେ ପଶ୍ଚିମ ଓଡିଶା ବୈଦିକ କର୍ମକାଣ୍ଡି ମଙ୍ଗଳ ଟ୍ରଷ୍ଟର ରାଜ୍ୟ ମହାସଚିବ ପଣ୍ଡିତ କିଶୋର କୁମାର ମିଶ୍ର, ଜିଲ୍ଲା ସଭାପତି ପଣ୍ଡିତ ସନ୍ତୋଷ ଶତପଥି, ଜିଲ୍ଲା ଉପ-ସଭାପତି ପଣ୍ଡିତ ଗୋକୁଳାନନ୍ଦ ମିଶ୍ର ତଥା ସଂପାଦକ ପଣ୍ଡିତ ଶିବ ପ୍ରସାଦ ମିଶ୍ର ଏହି ସଭା ରେ ଯୋଗଦାନ କରି ମାନସ ମହାଯଜ୍ଞ କୁ ସବୁ ପ୍ରକାର ସହଯୋଗ କରିବା ପାଇଁ ଜଣାଇଥିଲେ । ମହାସଂଘର ସଭ୍ୟା ସବିତା ପଣ୍ଡା, ସୁବାସିନୀ ମିଶ୍ର ଆଦିଙ୍କୁ ଶକ୍ତି ବାହିନୀ ଦାୟିତ୍ୱ ନେବାପାଇଁ ଅନୁରୋଧ କରାଯାଇଥିଲା । ଶେଷରେ ସଂକିର୍ତ୍ତନ ଗୁରୁ ତଥା ମହାସଂଘର କୋଷାଧ୍ୟକ୍ଷ କିଶୋର କୁମାର ମିଶ୍ର ଧନ୍ୟବାଦ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ନରସିଂହ ତ୍ରପାଠୀ, ଲିଳାମୟ ମିଶ୍ର, ସରୋଜ ବେଦବାକ ଓ ନବ କୁମାର ମିଶ୍ର ଆଦି ଆଲୋଚନା ରେ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like