-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ରେଟାମୁଣ୍ଡାରେ ତୃତୀୟ ରନୀଙ୍ଗ ଫୁଟବଲ୍ ପ୍ରତିଯୋଗିତା, ବରପାଲି ଦଳ ଚାମ୍ପିଅନ,

24-Aug-2025



ବରପାଲି (ସୁଦାମ ଦୀପ)
ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ରେଟାମୁଣ୍ଡା ଖେଳ ପଡିଆରେ       ଇଲେଭେନ ଷ୍ଟାର ଫୁଟବଲ ଏସୋସିଏସନ ଆନୁକୁଲ୍ୟରେ ପଞ୍ଚମ ଦିବସୀୟ ତୃତୀୟ ତମ ରନୀଙ୍ଗ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୋଟ 16 ଦଳ ଭାଗ ନେଇଥିଲେ l ଯଥା - ସୂଜିଆ, ମହାକୁର ବ୍ରଦସ,     ଡୁଙ୍ଗୁରୀପାଲି, ବରପାଲି,   ବଲେନପାଲି, କାଇଶିର୍, ତେତେଲଖୁଟି, ଭୋଜପୁରୀ,        ବରାହାଗୋଡା, ଚିଚିଣ୍ଡା, ଖରମୁଣ୍ଡା, ତୁରୁମ୍, ବୁଗବୁଗା, କଦଳିପାଲି, ଭେଡେନ, ଧାତୁକିପାଲି, ଦଳ ଯୋଗ ଦେଇ ଥିଲେ l ଫାଇନାଲ ଖେଳ ବରପାଲି ଓ ତେତେଲଖୁଟି ମଧ୍ୟରେ ହୋଇଥିଲା ଏଥିରେ ବରପାଲି ଦଲ ତେତେଲଖୁଟି ଦଳକୁ 2- 0 ଗୋଲରେ ପରାସ୍ତ କରି ବରପାଲି ଦଳ ଚାମ୍ପିଅନ ହୋଇଥିଲେ l ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ସମାଜସେବୀ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ସମ୍ମାନିତ ଅତିଥି ଭାବେ ଲିଙ୍ଗମାର୍ଣି ସରପଞ୍ଚ ପ୍ରତିନିଧି ଲଳିତ ପ୍ରଧାନ, ମନୋଜ ଭୋଇ, ପଞ୍ଚାନନ ଦୀପ, ତ୍ରିଲୋଚନ ଶିକା, ପ୍ରମୁଖ ମଞ୍ଚାସିନ ଥିଲେ l ଏହି ଖେଲଟିକୁ ମଣିଲାଲ ବେହେରା, ସଞ୍ଜୀବ  , ସୁଧିର ଖେଳ ପରିଚାଳନା କରିଥିଲେ l  ରବି ମଟାରି, ଧର୍ମରାଜ ଚାଉର,  ଲବ ଦୀପ, ଦୁଷ୍ମନ୍ତ ଦୀପ,  ପିଣ୍ଟୁ ବାଗ, ଦୟାସାଗର ଧରୁଆ, ଓ ସମସ୍ତ ସଦସ୍ୟ ମାନେ ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like