-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ପ୍ରଜାପିତା ବ୍ରହ୍ମ କୁମାରୀ ଓ ନିଷ୍ଠା ପରିବାର ତରଫ ରୁ ରକ୍ତ ଦାନ ଶିବିର ୩୨ୟୁନିଟ ରକ୍ତ ସଂଗୃହୀତ

24-Aug-2025



(ସୁଦାମ ଦୀପ)
ରାଜ ଯୋଗିନୀ ଦାଦି ଓ ପ୍ରକାଶ ମଣି ଜୀ ଙ୍କ ସ୍ମୃତି ଅବସର ରେ ପ୍ରଜାପିତା ବ୍ରହ୍ମ କୁମାରୀ ଆଶ୍ରମ,ବରପାଲି ଓ ନିଷ୍ଠା ପରିବାର ର ମିଳିତ ଆନୁକୁଲ୍ୟରେ ଏକ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ବରପାଲି ଠାରେ ଅନୁଷ୍ଠିତ ହୋଇଥିଲା।ଏହି ଶିବିର ରେ ମୁଖ୍ୟ ଅତିଥି ଭାବରେ ବରପାଲି ବ୍ଲକ ଅଧ୍ୟକ୍ଷ ଶ୍ରୀ ଦିନେଶ ଗହୀର ଯୋଗ ଦେଇ ଫିତା କାଟି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୩୨ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।ବି କେ ସୁରେନ୍ଦ୍ର ହୋତା ,ବି କେ ଶିବ କୁମାର,ବି କେ ସୁରେନ୍ଦ୍ର ବେହେରା,ବି କେ ଗୌରୀ,ବି କେ ଅଞ୍ଜଳୀ,ବି କେ ଦମୟନ୍ତୀ,ବି କେ ଅଶୋକ ଭୋଇ,ବି କେ ବାବାଜୀ,ବି କେ ହରୀ ଓ ନିଷ୍ଠା ପରିବାର ର ସଦସ୍ୟ ମାନେ ସୁପରିଚାଳନା କରିଥିଲେ। ରକ୍ତ ଦାନ ଶିବିର ଆୟୋଜନ ପାଇଁ ପ୍ରଜାପିତା ବ୍ରହ୍ମ କୁମାରୀ ବରପାଲି ଶାଖା କୁ ଏକ ସ୍ମୃତି ଫଳକ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।ସମସ୍ତ ରକ୍ତ ଦାତା,ସହଯୋଗୀ,ଶୁଭେଛୁ ସମସ୍ତ ଙ୍କୁ ନିଷ୍ଠା ପରିବାର ତରଫ ରୁ ବହୁତ ବହୁତ ଧନ୍ୟବାଦ ଓ ନମସ୍କାର।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like