-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ସଭାପତି ଚୟନ ପ୍ରକ୍ରିୟା ନେଇ କଂଗ୍ରେସର କର୍ମୀ ସମ୍ମିଳନୀ

24-Aug-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ଥିତ ଚନ୍ଦ୍ରମା ସଭା ଗୃହରେ ଆଜି କଂଗ୍ରେସ ତରଫରୁ ସଭାପତି ଚୟନ ପ୍ରକ୍ରିୟା ନେଇ ଏକ କର୍ମୀ ସମ୍ମିଳନୀ ଯୁବ ନେତା ପ୍ରଦୀପ ସେଠୀଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ଏଥିରେ  ମୁଖ୍ୟଅତିଥି ଭାବେ ପ୍ରଦେଶ କଂଗ୍ରେସ କମିଟି ସମ୍ପାଦକ ତଥା ସୁବର୍ଣ୍ଣପୁର ଜିଲ୍ଲା ପ୍ରଭାରୀ ଦିଲ୍ଲୀପ ଦୁରିଆ ଯୋଗ କଂଗ୍ରେସ ସଂଗଠନକୁ ମଜବୁତ କରିବାକୁ ଆହ୍ୱାନ ଦେଇଥିଲେ |  ବିନିକା ବ୍ଲକ ଓ ନଗର ପକ୍ଷରୁ ବହୁ କଂଗ୍ରେସ କର୍ମୀ ଯୋଗଦେଇ ତୃଣମୂଳ ସ୍ତରରେ କଂଗ୍ରେସ ଦଳକୁ ମଜବୁତ କରିବା ସାଙ୍ଗକୁ ଅଧିକରୁ ଅଧିକ ଲୋକଙ୍କୁ କିପରି ଦଳରେ ସାମିଲ କରାଯିବ ଏବଂ ହେବାକୁ ଯାଉଥିବା ଆଗାମୀ ନିର୍ବାଚନ ମାନଙ୍କରେ କଂଗ୍ରେସ ଦଳ ଯେପରି ସଫଳତା ହାସଲ କରିବ ସେନେଇ ଉପସ୍ଥିତ କର୍ମୀ ମାନେ ନିଜ ନିଜର ମତ ଉପସ୍ଥାପନ କରିଥିଲେ।ସେଥିପାଇଁ ଉଭୟ ବ୍ଲକ ଓ ନଗର ଦାୟିତ୍ଵ ନିର୍ବାହ ପାଇଁ ଅଭିଜ୍ଞ ଦକ୍ଷତା ସମ୍ପନ୍ନ କର୍ମୀଙ୍କୁ ସଭାପତି ଚୟନର ଆବଶ୍ୟକତା ରହିଛି ବୋଲି କହିଥିଲେ।ପରେ ଉପସ୍ଥିତ କର୍ମୀଙ୍କ ପ୍ରସ୍ତାବ ଅନୁଯାୟୀ ବ୍ଲକ ସଭାପତି ଚୟନ ନିମନ୍ତେ ସାଧାରଣ ବର୍ଗରୁ ନରେନ୍ଦ୍ର ପଣ୍ଡା,ଅନୁସୂଚିତ ବର୍ଗରୁ ରବୀନ୍ଦ୍ର ଭଇନା,ଅନୁସୂଚିତ ଜନଜାତି ବର୍ଗରୁ କୁଶ ଭୋଇ,ପଛୁଆବର୍ଗରୁ ହରିହର ଛନ୍ଦ,ମହିଳା ବର୍ଗରୁ ବିନ୍ଦୁନେତ୍ରି ବାଗ ଏବଂ ନଗର ପାଇଁ ସାଧାରଣ ବର୍ଗରୁ ସୁଧାଂଶୁ ପଣ୍ଡା,ଅଜିତ ଦାଶ,ପଛୁଆବର୍ଗରୁ ଉମାକାନ୍ତ ଦୀପ,ଅନୁସୂଚିତ ଜାତି ବର୍ଗରୁ ଗୋବିନ୍ଦା ଝାଙ୍କର,ରାଘବ ଗୁରୁ,ଅନୁସୂଚିତ ଜନଜାତି ବର୍ଗରୁ ଅନିଲ ନାଏକ,ମହିଳା ବର୍ଗରୁ ନିକିତା କର ଆଦିଙ୍କ ନାମ ଚୂଡାନ୍ତ କରାଯାଇ ପିସିସି ତରଫରୁ ଯୋଗଦେଇଥିବା ଶ୍ରୀ ଦୁରିଆଙ୍କୁ ପ୍ରଦାନ କରାଯାଇଥିଲା ସୂଚନା ଯୋଗ୍ୟ ଯେ ଦିଆଯାଇଥିବା ତାଲିକା ମଧ୍ୟରୁ କଂଗ୍ରେସ ହାଇକମାଣ୍ଡ ଚୟନ କରି ବ୍ଲକ ଓ ନଗର ସଭାପତିଙ୍କ ନାମ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି ବୋଲି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ପଣ୍ଡା ସୂଚନା ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like