-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି କୋର୍ଟ ରେ ପାରା ଲିଗାଲ ପ୍ରଶିକ୍ଷଣ ଶିବିର 

25-Aug-2025



କଣ୍ଟାବାଞ୍ଜିରୁ ମୋହନ ସୁନାଙ୍କ ରିପୋର୍ଟ 

ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି କୋର୍ଟ ପରିସର ରେ ତାଲୁକ ଆଇନ ସେବା କମିଟି କଣ୍ଟାବାଞ୍ଜି ପକ୍ଷରୁ ରବିବାର ଲିଗାଲ ସ୍ବେଚ୍ଛାସେବୀ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରର ରେ ତାଲୁକ ଆଇନ ସେବା କମିଟି ନୂତନ ଭାବେ ସଦସ୍ଯ ହୋଇଥିବା ପାରା ଲିଗାଲ ସଦସ୍ଯ ଙ୍କୁ କଣ୍ଟାବାଞ୍ଜି ତାଲୁକ ଆଇନ ସେବା କମିଟି ଅଧ୍ୟକ୍ଷ ତଥା ଅତିରିକ୍ତ ଜିଲ୍ଲା ଜଜ୍ ରାକେଶ କୁମାର ନାୟାର ପ୍ରଶିକ୍ଷଣ ଦେଇଥିଲେ।

ତାଲୁକ ଆଇନ ସେବା କମିଟି କାର୍ଯ୍ଯ କଣ ସେ ନେଇ ପ୍ରଶିକ୍ଷଣ ଦେବା ସହ କଣ୍ଟାବାଞ୍ଜି ଅଞ୍ଚଳ ଏକ ଦାଦନ ପ୍ରବଣ ଅଞ୍ଚଳ ଏହି ଅଞ୍ଚଳ ଶ୍ରମିକ ମାନେ ରାଜ୍ଯ ବାହାର କୁ ଯିବା ବେଳେ ଶ୍ରମ ବିଭାଗ ଦ୍ବାରା ବିନା ପଞ୍ଜୀକରଣ ଯାଉଛନ୍ତି। ତେଣୁ ଆଗାମୀ ଦିନ ରେ ଶ୍ରମିକ ମାନେ କେମିତି ଶ୍ରମ ବିଭାଗ ଦ୍ବାରା ପଞ୍ଜିକୃତ ହୋଇ ଯିବେ ଯାହା ଦ୍ବାରା ସେମାନେ ସମସ୍ତ ପ୍ରକାର ଆଇନ ଅନୁଯାଏ ସୁବିଧାସୁଯୋଗ ପାଇପାରିବେ ସେ ନେଇ ଶ୍ରମିକ ଙ୍କୁ ସଚେତନତା କରିବାକୁ କମିଟି ପକ୍ଷରୁ ସଦସ୍ଯ ଙ୍କୁ କୁହା ଯାଇଥିଲା। ସେହିପରି ଭାରତର ସମ୍ବିଧାନ ର ବିଭିନ୍ନ ଆଇନ ଉପରେ ଆଲୋଚନା କରି ନୂତନ ତାଲୁକ ଆଇନ ସେବା କମିଟି ସଦସ୍ଯ ଙ୍କୁ ସଚେତନ କରି ପ୍ରଶିକ୍ଷଣ ଦିଆଇଥିଲା। ଏହି କାର୍ଯ୍ୟକ୍ରମ ରେ କଣ୍ଟାବାଞ୍ଜି ଓକିଲ ସଂଘର ସଭାପତି ପ୍ରଫୁଲ୍ଲ କୁମାର ନାଏକ ମଞ୍ଚାସିନ ଥିବା ବେଳେ କଣ୍ଟାବାଞ୍ଜି ତାଲୁକ ଆଇନ ସେବା କମିଟି ସଦସ୍ଯ ଅବଦୁଲ ଗଫାର ପର୍ମା, ରୋହନ କୁମାର ମହତ, ଗୋବିନ୍ଦ ତାଣ୍ଡି, ଉତ୍ତମ ପ୍ରକାଶ ଦାସ, ବିକାଶ ଶର୍ମା,ମୌଇନୁଦିନ ମନହିରା,ବୁଧିସାଗର ବେହେରା,ମୋହନ ସୁନା,ଜମ୍ବୁ ଛୁରା, ଅପରାଜିତା ଛୁରା,ରୀନା ପୁଟେଲ, ଶୁଭଶ୍ରୀ ପାଢୀ,ଟିଙ୍କୁ ବଛା, ହେମନ୍ତ ଛତ୍ରିଆ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like