-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

25-Aug-2025



ବଲାଙ୍ଗିର(ପ୍ରେରଣା ଖବର): ଚଳିତ ବର୍ଷ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ ହୋଇଯାଇଛିIଏହି ସମାରୋହରେ ବିଶ୍ୱବିଦ୍ୟାଳୟର କୁଳସଚିବ ହରପ୍ରସାଦ ଭୋଇ ସଭାପତିତ୍ୱ କରିଥିବା ବେଳେ ବିଭାଗୀୟ ମୁଖ୍ୟ ଡ.ସୁଶାନ୍ତ କୁମାର ପଣ୍ଡା ସଭା ସଂଚାଳନ କରିଥିଲେ। ଏହି ସମାରୋହରେ ଡ.ସୁଷମା ମଞ୍ଜରୀ ନାଏକ ମୁଖ୍ୟ ବକ୍ତା,ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଡ଼.ରାଜକିଶୋର ପାତ୍ର ମୁଖ୍ୟ ଅତିଥି, ବିଜ୍ଞାନ ବିଭାଗର ପ୍ରାଧ୍ୟାପକ ମଦନ ମୋହନ ପ୍ରଧାନ ସମ୍ମାନିତ ଅତିଥି ଏବଂ ବିଶ୍ୱବିଦ୍ୟାଳୟ ମୁଖ୍ୟ ପରୀକ୍ଷା ନିୟନ୍ତ୍ରକ ଡ.ନରେନ୍ଦ୍ର ରାଉତ ନିମନ୍ତ୍ରିତ ଅତିଥି ଭାବେ ଯୋଗଦାନ କରିଥିଲେ।କାର୍ଯ୍ୟକ୍ରମର ଆରମ୍ଭରେ ଓଡ଼ିଆ ବିଭାଗର ଅତିଥି ଅଧ୍ୟାପକ ଶୁଭ୍ରାଂଶୁ ବେହେରା  ସଭାମୁଖ୍ୟ ଓ ଅତିଥି ପରିଚୟ ସହ ମଞ୍ଚକୁ ଆମନ୍ତ୍ରିତ କରି ସଭା ଆରମ୍ଭ କରିବା ନିମନ୍ତେ ବିଭାଗୀୟ ମୁଖ୍ୟଙ୍କୁ ଅନୁରୋଧ କରିଥିଲେ।ବିଭାଗୀୟ  ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିବା ସହ ଗଙ୍ଗାଧର ମେହେରଙ୍କ ବିଶ୍ୱ ଦେଖ ମଧୁମୟରେ ଜୀବନ ସଙ୍ଗୀତ ଗାନ କରି ସଭାର ସୌନ୍ଦର୍ଯ୍ୟ ବୃଦ୍ଧି କରିଥିଲେ। ଓଡ଼ିଆ ବିଭାଗୀୟ ମୁଖ୍ୟ ଡ.ସୁଶାନ୍ତ କୁମାର ପଣ୍ଡା ସ୍ୱାଗତ ଅଭିଭାଷଣ ରେ କବି ଗଙ୍ଗାଧର ମେହେରଙ୍କ ସାହିତ୍ୟର ଗତି ଓ ପ୍ରବୃତ୍ତି ସମ୍ୱନ୍ଧରେ ଆଲୋଚନା କରିଥିଲେ।ବିଶ୍ୱବିଦ୍ୟାଳୟ କୁଳସଚିବ ସଭାପତିତ୍ୱ ଅଭିଭାଷଣରେ ସଂସ୍କୃତ ସାହିତ୍ୟର ପ୍ରଭାବ  କିପରି ମେହେର ସାହିତ୍ୟରେ ପ୍ରତିଫଳିତ ହୋଇଛି ତାହା ଆଲୋକପାତ କରିଥିଲେ।ଏହା ବ୍ୟତୀତ ମୁଖ୍ୟ ଅତିଥି ସ୍ନାତକୋତ୍ତ ପରିଷଦର ଅଧ୍ୟକ୍ଷ ଡ.ରାଜକିଶୋର ପାତ୍ର ଗଙ୍ଗାଧର କବିତାରେ ଥିବା ଭାରତୀୟ ଦର୍ଶନ ପ୍ରସଙ୍ଗ ଏବଂ ସମ୍ମାନିତ ଅତିଥି ମଦନ ମୋହନ ପ୍ରଧାନ ଆଧୁନିକ ଯୁଗରେ ଗଙ୍ଗାଧରଙ୍କ କବିତାରେ ପ୍ରକୃତି ଚିତ୍ରଣ ସମ୍ପର୍କରେ ଓ ନିମନ୍ତ୍ରିତ ଅତିଥି ଡ. ନରେନ୍ଦ୍ର କୁମାର ରାଉତ  ଗଙ୍ଗାଧର ମେହେରଙ୍କ ସାରସ୍ୱତ ଦିଗନ୍ତ ସମ୍ୱନ୍ଧରେ ଆଲୋଚନା କରିଥିଲେ।ସଭା ଶେଷରେ ବିଭାଗର ଅତିଥି ଅଧ୍ୟାପକ ଦେବାଶିଷ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।ବିଭାଗର ଅତିଥି ଅଧ୍ୟାପକ ଅଧ୍ୟାପିକା ଅବକାଶ ପଟେଲ,ସୁନୟନା ବେହେରା,ମମତା ପୋଢ ଓ ସସ୍ମିତା ପାତ୍ର ସମେତ ବିଭାଗୀୟ ଛାତ୍ରଛାତ୍ରୀଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମଟି ସାଫଲ୍ୟ ମଣ୍ଡିତ  ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like