-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ରାହୁଲଙ୍କ ନେତୃତ୍ୱରେ କଂଗ୍ରେସ ମୂଜଭୁତ ହେଉଛି କଂଗ୍ରେସ ଏକ ହୋଇ ଲଢେଇ କରିବାକୁ କର୍ମୀଙ୍କୁ ଆହ୍ଵାନ

25-Aug-2025



ଚୁଙ୍ଗୁରିପାରି(ଅରବିନ୍ଦ ମିଶ୍ର) ଆଜି ଡୁଙ୍ଗୁରିପାଲି ନିୟନ୍ତ୍ରୀତ ବଜାର ପରିସରରେ ବ୍ଳକ କଂଗ୍ରେସ ସଭାପତି ଚିତ୍ତରଞ୍ଜନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ସଭାପତି ବିନୋଦ ପାତ୍ର ଯୋଗ ଦେଇଥିବା ବେଳେ ପର୍ଯ୍ୟବେକ୍ଷକ ଭାବେ ତାପସ କୁମାରଯୋଗ ଦେଇଥିଲେ I ରାହୁର ଗାନ୍ଧୀଙ୍କ ନେତୃତ୍ବରେ କଂଗ୍ରେସ ଦିନକୁ ଦିନ ମଜଭୂତ ହେଇଥିବା ଏବଂ /ଆଗାମୀ ଦିନରେ କେନ୍ଦ୍ରରେ କଂଗ୍ରେସ ସରକାର ଗଢିବ ବୋଲି କର୍ମୀମାନେ ଦୃଢ଼କ୍ତି ପ୍ରକାଶ କରିଥିଲେ । ରାଜ୍ୟରେ ଭକ୍ତ ଦାସଙ୍କ ନେତୃତ୍ବରେ ମଧ୍ୟ କଂଗ୍ରେସ ଆହୁରି ଶକ୍ତିଶାଳା ହେବା ସହ ସରକାର ବିଜେପି କୁ ବିଭିନ୍ନ ଘଟଣାରେ ଜୋରଦାର ବିରୋଧ କରିଆସୁଛି । ଆଗାମୀ ୨୭ ଫଚାୟତ ନିର୍ବାଚନରେ କଂଗ୍ରେସ ବାଜିମାତ ମାରିବା ସହ ୨୦୨୯ରେ କଂଗ୍ରେସକୁ ସରକାର ଗଠନରେ କେହି ଅଟକାଇ ପାରିବେ ନାହିଁ ବୋଲି ପର୍ଯ୍ୟବେକ୍ଷକ ନିଜର ଅଭିଭାଷଣରେ ପ୍ରକାଶ କରିଥିଲେ । ଏଥିପାଇଁ କର୍ମୀମାନେ ଏକକୁଟି ହୋଇ ଲଢ଼େଇ କରିବାକୁ ଆହ୍ୱାନ ଦେଇଥିଲେ । ଦୀର୍ଘ ୨୪ବର୍ଷ ମଧ୍ୟରେ ଆଜିର ଭଳି ବୈଠଳ ଦେଖା ଦେଇ ନଥୁଲା ବିଭିନ୍ନ ପଂଚାୟତ ର ଶତାଧୁକ କର୍ମୀ ଯୋଗ ଦେଇ କଂଗ୍ରେସକୁ ମଜଭୂତ କରିବାକୁ ସଂକଳ୍ପ କରିଥିଲେ । ଏହି ଅବସରରେ ବ୍ଲକ କଂଗ୍ରେସ କମିଟି ସଭାପତି ଚୟନ କରାଯାଇଥିଲା । ସର୍ବସଗତି କ୍ରମେ ଚିତ୍ତରଞ୍ଜନ ମିଶ୍ରଙ୍କୁ ସଭାପତି କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ପ୍ରିୟବ୍ରତ ସାହୁ, ଜିଲ୍ଲାଆଇନ ସେଲ ସଭାପତି ସୁଧୁର ପଣ୍ଡା, ସୁଦାମ ମେହେର, ସୁନାଳ ସାହୁ, ଶ୍ୟାମ ସୁନ୍ଦର ଭୋଇ, ଜିଲ୍ଲା ଏସସି ସେଇ ସଭାପତି ସୁରୁବାକୁ ନନ୍ଦ, ସାଓରିୟା ଅଗ୍ରଓ୍ବାଲ, ବନମାଳା ପୋଢ଼, ଭୀଷ୍ମଦେବ ମଲ୍ଲିକ, ଚୁଡାମଣି ପଧନ, ସୁବାଷ ଚନ୍ଦ୍ର ଭୋଇ, ଜଗନ୍ନାଥ ଶ୍ରୀଦେବୀ, ବିରେନ୍ଦ୍ର ସୁଆଳି, ରଙ୍କମଣି ସାହୁ, ନବିନ ଭୋଇ, ଗୁରୁଦେଳ ଖମାରୀ, ବସୁଦେବ ଖୁଟୁଲା,ମିଲ୍ଲ ସାହୁ ପ୍ରମୁଖ ଉପସ୍ଥିତ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like