-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବିଶାଳପାଳିରେ କଂଗ୍ରେସ କର୍ମୀ ସମ୍ମିଳନୀ,ଅଭିଜ୍ଞତା ସମ୍ପନ୍ନ ବ୍ୟକ୍ତିଙ୍କୁ ସଭାପତି ଦାୟିତ୍ଵ ଦିଆଯିବାକୁ ଦାବୀ

25-Aug-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ବିଶାଳପାଲି ଠାରେ ବିନିକା ବ୍ଲକ କଂଗ୍ରେସ ତରଫରୁ ବିରାଟ କର୍ମୀ ସମ୍ମିଳନୀ ବ୍ଲକ ସଭାପତି ରବୀନ୍ଦ୍ର ହୋତାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା।ଏଥିରେ ବ୍ଲକର ୧୬ଗୋଟି ପଞ୍ଚାୟତର କଂଗ୍ରେସ କର୍ମୀ ଯୋଗଦେଇଥିଲେ ।ଆଗାମୀ ଦିନରେ ପ୍ରଦେଶ କଂଗ୍ରେସ କମିଟି ତରଫରୁ କଂଗ୍ରେସ ଦଳକୁ ତୃଣମୂଳ ସ୍ତରରୁ ମଜବୁତ କରିବା ପାଇଁ ବିଭିନ୍ନ ସାଂଗଠାନିକ ପଦ ପଦବୀରେ ଦକ୍ଷତା ସମ୍ପନ୍ନ ବ୍ୟକ୍ତିଙ୍କୁ ଅଧିଷ୍ଠିତ କରିବାର ରହିଥିବାରୁ ଉକ୍ତ  ସମ୍ବିଲନୀ ଗୁରୁତ୍ତ୍ୱପୂର୍ଣ୍ଣ ରହିଥିଲା ବିନିକା କଂଗ୍ରେସ ଦଳର ବ୍ଲକ ସଭାପତି ଦାୟିତ୍ୱରେ ଥିବା ରବୀନ୍ଦ୍ର ହୋତା ୨୦୨୦ମସିହା ଠାରୁ ଠିକ ଭାବରେ ଦାୟିତ୍ଵ ନିର୍ବାହ କରି କର୍ମୀଙ୍କ ସହିତ ରୀତିମତ ଯୋଗାଯୋଗ ଓ ସାଧାରଣ ଲୋକଙ୍କ ସହିତ ସୁ ସମ୍ପର୍କ ରଖି ଆସୁଥିବାରୁ ଦଳ ଆଗକୁ ବଢିବାରେ ଲାଗିଛି ତେଣୁ ପୁଣିଥରେ ରବୀନ୍ଦ୍ର ହୋତାଙ୍କୁ ବ୍ଲକ ସଭାପତି ଦାୟିତ୍ୱରେ ଚୟନ କରିବାକୁ ଉପସ୍ଥିତ ସମସ୍ତ କର୍ମୀ ଯୋଗଦେଇଥିବା ପର୍ଯ୍ୟବେକ୍ଷକ ଦିଲ୍ଲୀପ ଦୁରିଆ ଙ୍କ ଠାରେ ଦାବୀ କରି ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା।ଅନୁଷ୍ଠିତ ଏହି ସମ୍ବିଲନିରେ ଅନ୍ୟ ମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ବିନୋଦ ପାତ୍ର,ବରିଷ୍ଟ କଂଗ୍ରେସ ନେତା ସନ୍ତୋଷ ପଣ୍ଡା,ସଂଗ୍ରାମ କେଶରୀ ନାୟକ,ପ୍ରିୟବ୍ରତ ସାହୁ,ସୁଧୀର ପଣ୍ଡା,ନରେନ୍ଦ୍ର ସାହୁ,ମଞ୍ଜୁଲତା ମହାନନ୍ଦ,ଜୟ ନାରାୟଣ ନାଏକ,ସୁରଥ ପ୍ରଧାନ,କୃଷ୍ଣ ପ୍ରଧାନ,ସୁବ୍ରତ ପାତ୍ର,ଭାଗିରଥି ବଗର୍ତ୍ତି,ପାଣ୍ଡବ ଭୋଇ,ପ୍ରକାଶ ମହାନନ୍ଦ,ରଶ୍ମି ରଞ୍ଜନ,ବିଜୟ ଭୋଇ,ଶ୍ରୀନିବାସ ଖମାରୀ,ରାମଦୂଲ୍ ମହାନନ୍ଦ  ପ୍ରମୁଖ କଂଗ୍ରେସର ନୀତି,ଆଦର୍ଶରେ ଅନୁପ୍ରାଣିତ ହୋଇ ସମସ୍ତେ ଏକଜୁଟ ହୋଇ ଲଡ଼ିବାକୁ କହିଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like