-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାର ବ୍ୟାପକ ସଫେଇ ଅଭିଯାନ

25-Aug-2025



(ମନୋରଞ୍ଜନ ତ୍ରିପାଠୀ)
 ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଳା ଗ୍ରାମସ୍ଥିତ ଶିବ ମନ୍ଦିର ପରିସରରେ ସୁବର୍ଣ୍ଣପୁର ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ ଦ୍ଵାରା ସର୍ବପ୍ରଥମେ ବୃକ୍ଷ ରୋପଣ କରାଯାଇଥିଲା। ତାପରେ ସୁବର୍ଣ୍ଣପୁର ଜିଲ୍ଲାର ମେଗା ବା ବ୍ୟାପକ  ସଫେଇ ଅଭିଯାନ ଦୁର୍ଜନତୈଳା ଗ୍ରାମ ପଞ୍ଚାୟତର ସରପଞ୍ଚ, ଶ୍ରୀମତି ବିଷ୍ଣୁପ୍ରିୟା କୁମ୍ଭାରଙ୍କ ଦ୍ଵାରା ସମସ୍ତଙ୍କୁ ସ୍ଵଚ୍ଛତାର ଶପଥ ପାଠ କରାଇବା ପରେ ସାପ୍ତାହିକ ବଜାର ପ୍ରଙ୍ଗଣରୁ ଜିଲ୍ଲାପାଳ, ସୁବର୍ଣ୍ଣପୁର ଡ଼ ନୃପାରାଜ ସାହୁଙ୍କ ଦ୍ଵାରା ମେଗା ବା ବ୍ୟାପକ ସଫେଇ ଅଭିଯାନ ଶୁଭାରମ୍ଭ କରାଯାଇଥିଲା । ଏହି ମେଗା ବା ବ୍ୟାପକ ସଫେଇ ଅଭିଯାନରେ ଆରକ୍ଷୀ ଅଧିକ୍ଷକ, ସୁବର୍ଣ୍ଣପୁର, ଶ୍ରୀ ନାରାୟଣ ନାୟକ, ଅତିରିକ୍ତ ଜିଲ୍ଲାପାଳ,ରାଜସ୍ବ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଶ୍ରୀ ଅଶ୍ୱିନୀ କୁମାର ମେହେର,   ଉପ - ଜିଲ୍ଲାପାଳ, ବୀରମହାରାଜପୁର, ଶ୍ରୀ ସୁରେନ୍ଦ୍ର ମେହେର, ଉପାଧ୍ୟକ୍ଷ, ବୀରମହାରାଜପୁର ପଞ୍ଚାୟତ ସମିତି, ଶ୍ରୀ ନାରାୟଣ ଲୁହା, ଅତିରିକ୍ତ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ପଲ୍ଲବୀ ରାଣୀ ରାଜ, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର,        ଶ୍ରୀ ଅର୍ଜୁନ ମାଝୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର, ତହସିଲଦାର, ବୀରମହାରାଜପୁରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବ୍ଲକ ଓ ତହସିଲ ସ୍ତରୀୟ ଅଧିକାରୀମାନେ, ଦୁର୍ଜନତୈଲା ଗ୍ରାମର ଓଡିଶା ଜୀବିକା ମିଶନ ଯୋଜନାର  ଏମ୍.ବି. କେ ଓ ସି. ଆର୍. ପି, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ସ୍ୱଚ୍ଛ ସାଥୀ ଓ ଗ୍ରାମବାସୀ ଅଂଶ ଗ୍ରହଣ କରିଥିଲେ। ଏହି ଅବସରରେ ଜିଲ୍ଲାପାଳ, ସୁବର୍ଣ୍ଣପୁର ଦୁର୍ଜନତୈଲା ଗ୍ରାମ ପଞ୍ଚାୟତ ବାସି ତଥା ସୁବର୍ଣ୍ଣପୁର ଜିଲ୍ଲାବାସୀଙ୍କୁ ପ୍ରତି ଶନିବାର ପୂର୍ବାହ୍ନ ୧୦.୦୦ ଘଟିକାରୁ ଅଧ ଘଣ୍ଟା ଅର୍ଥାତ ୧୦.୩୦ ଘଟିକା ପର୍ଯ୍ୟନ୍ତ ନିଜଘର, ନିଜ ଗାଁ ସଫେଇ କରି  ସ୍ୱଚ୍ଛ ଓ ସୁସ୍ଥ ରହିବା ପାଇଁ ଆହ୍ବାନ କରିବା ସଙ୍ଗେ ସଙ୍ଗେ ଅନୁରୋଧ କରିଥିଲେ । ତଦୋପରି ସୁବର୍ଣ୍ଣପୁର ଜିଲ୍ଲାର  ସମସ୍ତ ଅଫିସ ବା କାର୍ଯ୍ୟାଳୟ, ସମସ୍ତ ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ର ଗୁଡ଼ିକ  ମଧ୍ୟ ପ୍ରତି ମାସର ପ୍ରଥମ ଶନିବାର ଦିବା ୧୦.୦୦ ଘଟିକା ରୁ ୧୦.୩୦ ଘଟିକା ମଧ୍ୟରେ ନିଜ କାର୍ଯ୍ୟାଳୟ ଓ କାର୍ଯ୍ୟାଳୟ ପରିସର,ବିଦ୍ୟାଳୟ ଓ  ବିଦ୍ୟାଳୟ ପରିସର, ଆଙ୍ଗନ୍ ବାଡ଼ି କେନ୍ଦ୍ର ଓ ପରିସର କୁ ସଫେଇ କରିବା ପାଇଁ ସଂପୃକ୍ତ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ମାନଙ୍କୁ ଅନୁରୋଧ କରିଥିଲେ । ଅନୁରୂପ ଭାବେ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ପଞ୍ଚାୟତ ସମିତିର ଗ୍ରାମ ପଞ୍ଚାୟତ ମାନଙ୍କରେ ସଂପୃକ୍ତ ପଞ୍ଚାୟତ ସମିତିର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦ୍ବାରା ଏହି ମେଗା ବା ବ୍ୟାପକ ସଫେଇ ଅଭିଯାନ ଆଜିଠାରୁ ସୁବର୍ଣ୍ଣପୁର ଜିଲ୍ଲାରେ ଆରମ୍ଭ କରାଯାଇଛି ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like