-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ବ୍ରହ୍ମାକୁମାରୀ ପକ୍ଷରୁ ରକ୍ତଦାନ ମହୋତ୍ସବ

25-Aug-2025




ବଲାଙ୍ଗିର- ସ୍ଥାନୀୟ ଲାଲଟିକ୍ରା ସ୍ଥିତ ବ୍ରହ୍ମା କୁମାରୀଜ୍ ମୁଖ୍ୟାଳୟ ବିଶ୍ୱ କଲ୍ୟାଣ ଭବନ ଠାରେ ଦିବଂଗତ ଦାଦୀ ପ୍ରକାଶମଣିଜୀଙ୍କ ୧୮ତମ ପୂଣ୍ୟତିଥି ଉପଲକ୍ଷେ ଏକ ବୃହତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ରହ୍ମା କୁମାରୀ ଭାଇଭଉଣୀ ତଥା ତାଙ୍କର ସମ୍ବନ୍ଧ ସମ୍ପର୍କୀୟମାନେ ଅତ୍ୟନ୍ତ ଉତ୍ସାହ, ଉଦ୍ଦୀପକା ଓ ଖୁସିର ଏକ ଚଳଚଞ୍ଚଳ ବାତାବରଣ ମଧ୍ୟରେ ମହତ ରକ୍ତଦାନ କାର୍ଯ୍ୟକ୍ରମକୁ ସମ୍ପନ୍ନ କରିଛନ୍ତି । ସହର ଓ ଗ୍ରାମାଞ୍ଚଳରୁ ଜିଲ୍ଲା ରକ୍ତ ଭଣ୍ଡାର ପାଇଁ ସର୍ବମୋଟ ୪୭ ୟୁନିଟ ଉକ୍ତ ସଂଗୃହିତ ହୋଇଅଛି । ସ୍ୱଚ୍ଛ, ପବିତ୍ର ଓ ଆଧ୍ୟାତ୍ମିକ ପରିବେଶ ରେ ମସ୍ତକ ରେ ତିଳକ ଧାରଣ ପୂର୍ବକ ସ୍ୱତଃ ପ୍ରବୃତ୍ତ ହୋଇ ଭାଇ ଭଉଣୀମାନେ ଏହି ମହତ କାର୍ଯ୍ୟକ୍ରମକୁ ଉତ୍ସବାୟିତ କରିଛନ୍ତି । ବଲାଙ୍ଗିର ସେବାକେନ୍ଦ୍ର ର ମୁଖ୍ୟ ସଂଚାଳିକା ବ୍ର.କୁ. ଉଷା ଭଉଣି ସମସ୍ତଙ୍କୁ ଏହି କାର୍ଯ୍ୟକ୍ରମ ରେ ସହଯୋଗ ପାଇଁ ଅଭିନନ୍ଦନ ଜ୍ଞାପନ କରିଥିଲେ ଓ ରକ୍ତଦାତାଙ୍କୁ ପ୍ରମାଣ ପତ୍ର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ଡାକ୍ତରଖାନାରୁ ଡା. ଅଶୋକ କୁମାର ମିଶ୍ର, ଚିକିତ୍ସା ଅଧିକାରୀ ଏବଂ ତାଙ୍କର ସହକାରୀ ବୃନ୍ଦ ଯଥା ଜ୍ୟୋତିର୍ମୟୀ ନାଏକ, ଶେଖ୍ ଅବଦୁଲ ଅସରଫ, ସ୍ୱାଗତିକା ରାଉଳ, ଶ୍ରୀକାନ୍ତ ନାଏକ ଓ ଦେବେନ୍ଦ୍ର ନନ୍ଦ ପ୍ରମୁଖ ସଂଚାଳନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବ୍ର.କୁ. ଈଶ୍ୱର, ଅଭିମନ୍ୟୁ, ଜୟଗୋପାଳ, ଶଶୀ, ମନୋଜ, ଗୋକୁଳ, ଚୈତନ୍ୟ, ଆରତୀ, ସୁଲୋଚନା, କୁନି, ଲିଲି, ମମତା, କୁସୁମ, ସହଦେବ ପ୍ରମୁଖ ପ୍ରାୟ ୬୦ଜଣ ଭାଇ ଭଉଣୀ ସହଯୋଗର ହାତ ବଢାଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026

You Might Also Like