-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : * ବିଭିନ୍ନ ପ୍ରକାର ର ୧୫୦ ( ଏକ ଶହ ପଚାଶ) ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

25-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ପଞ୍ଚାୟତ ସମିତି ଅନ୍ତର୍ଗତ ଦୁର୍ଜନତୈଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲାପାଳ, ସୁବର୍ଣ୍ଣପୁର, ଡ. ନୃପରାଜ ସାହୁ ଓ  ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୫୦ ( ଏକ ଶହ ପଚାଶ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୨୩ ( ଏକ ଶହ ତେଇଶି  ) ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୨୭ ( ସତେଇଶ) ଗୋଟି ସାମୁହିକ ଦରଖାସ୍ତ  ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୧୦( ଦଶ) ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ବୀରମହାରାଜପୁର,  ଶ୍ରୀ ପୁରୁଷୋତ୍ତମ ଧାରୁଆ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣିରେ  ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ରାଜେନ୍ଦ୍ର ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,  ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ବୀରମହାରାଜପୁର ଶ୍ରୀ ସୁରେନ୍ଦ୍ର ମେହେରଙ୍କ     ସମେତ  ତହସିଲଦାର, ବୀରମହାରାଜପୁର ତଥା ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀ ଙ୍କ ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk