-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

ପ୍ରଶିକ୍ଷଣ ପାଇଁ ଓଡ଼ିଶାରେ ପହଁଚିଲେ ଶ୍ରୀଲଙ୍କାର ଅଧିକାରୀ

25-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ପଡ଼ୋଶୀ ରାଷ୍ଟ୍ର ଶ୍ରୀଲଙ୍କାର ୩୦ ଜଣ ଅଧିକାରୀ ଆଜି ଓଡ଼ିଶାରେ ପହଁଚିଛନ୍ତି । ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଂଯୋଜନାରେ ସେମାନେ ପାଞ୍ଚ ଦିନ ଧରି ପ୍ରଶିକ୍ଷଣ ନେବେ । ଏହି ଅବସରରେ ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ବିଭିନ୍ନ ସ୍ଥାନ ପରିଦର୍ଶନ ସମୟରେ ସେମାନେ ଓଡ଼ିଶାର କଳା-ସଂସ୍କୃତି-ଐତିହ୍ୟ-ଇତିହାସ-ବୌଦ୍ଧ କୀର୍ତ୍ତିରାଜି ସମ୍ପର୍କରେ ଅବଗତ ହେବେ । 

ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏବଂ ବିପର୍ଯ୍ୟୟ ପୂର୍ବରୁ ଓ ପରେ ଗଣମାଧ୍ୟମର ଭୂମିକା ସମ୍ପର୍କରେ ସ୍ଥାନୀୟ ରାଜସ୍ୱ ଅଧିକାରୀଙ୍କ ପ୍ରଶିକ୍ଷଣ ପ୍ରତିଷ୍ଠାନଠାରେ ସେମାନେ ପ୍ରଶିକ୍ଷିତ ହେବେ । ହକି ବିଶ୍ଵ କପ୍ ଆୟୋଜନ ସମୟରେ ହୋଇଥିବା ସଫଳ ଗଣମାଧ୍ୟମ ରଣନୀତି ଉପରେ କଳିଙ୍ଗ ଷ୍ଟାଡିୟମ୍ ଠାରେ ତାଲିମ ନେବେ । ହ୍ଵାଇଟ୍ ପାଗୋଡ଼ା ଧଉଳିର ଶାନ୍ତି ମନ୍ତ୍ରରେ ଅଭିମନ୍ତ୍ରିତ ହେବା ସହ ବ୍ଲାକ୍ ପାଗୋଡ଼ା କୋଣାର୍କର କାଳଜୟୀ ସ୍ଥାପତ୍ୟ ଓ ମରାଳ-ମାଳିନୀ-ନୀଳାମ୍ବୁ-ଚିଲିକାର ଅପରୂପ ସୌନ୍ଦର୍ଯ୍ୟକୁ ଉପଭୋଗ କରିବେ । ରାଜ୍ୟ ସଂଗ୍ରହାଳୟ ପରିଦର୍ଶନ ସମୟରେ ଓଡ଼ିଶାର ସମୃଦ୍ଧ କଳା,

ଜୀବନ୍ତ ସଂସ୍କୃତି, ବିଭବଶାଳୀ ଐତିହ୍ୟ, ଗରିମାମୟ ଇତିହାସ ସମ୍ପର୍କରେ ଅବଗତ ହେବେ । ଓଡ଼ିଶା ବୟନ ଅସ୍ମିତାର କମନୀୟ ମାଧୁର୍ଯ୍ୟକୁ ବୟନିକାରେ ଉପଲବ୍ଧି କରିବେ । ଶ୍ରୀଲଙ୍କାର ଏହି ଅଧିକାରୀମାନେ ଆଜି କିଟ୍ ବିଶ୍ଵବିଦ୍ୟାଳୟ ପରିଦର୍ଶନ କରିଛନ୍ତି । ଏହି ଅଧିକାରୀ ବୃନ୍ଦଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଅନୁଜ ଦାସ ପଟ୍ଟନାୟକ, ନିର୍ଦ୍ଦେଶକ (ବୈଷୟିକ) ଗୁରବୀର୍ ସିଂ, ଅତିରିକ୍ତ ଶାସନ ସଚିବ ବିଷ୍ଣୁପ୍ରିୟା ସାହୁ, ଉପ-ନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅନ୍ୟାନ୍ୟ ଅଧିକାରୀ ସ୍ଵାଗତ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like