-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବରୀରେ ଦ୍ବିତୀୟ ବନ୍ୟା ଜଳ ପ୍ରବେଶ

25-Aug-2025



ବରୀ (ରଞ୍ଜିତ ମହାନ୍ତି): ଉପରମୁଣ୍ଡରେ ଲଘୁଚାପ ଚାପଜନିତ ଲଗାଣ ବର୍ଷା ଯୋଗୁ ଶନିବାର ରେଙ୍ଗାଲି ଡ୍ୟାମର ଗୋଟିଏ ଗେଟ ଖୋଲାଯାଇଛି। ଫଳରେ ଖରସ୍ରୋତାର ଶାଖା ଦୁଧେଇ ଧଇ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଏଥିଯୋଗୁ ବରୀ ଅଞ୍ଚଳରେ ଦ୍ବି ଦ୍ବିତୀୟ ବନ୍ୟାଜଳ ପ୍ରବେଶ କରିଛି। ଫଳରେ ବ୍ଲକ୍‌ର ଅଙ୍ଗାଳୋ, କଳାମାଟିଆ, ।ଟିଆ, ଅନ୍ୟାସୀପୁର ସୀପୁର, ବାଲିବିଲ, ଅରଙ୍ଗାବାଦ, ଦ, ରତଳାଙ୍ଗ, ଉଦୟନାଥପୁର ଆଦି ପଞ୍ଚାୟତର ଚାଷଜମି ମି ଜଳମଗ୍ନ ହୋଇଛି। ପ୍ରଥମ ବନ୍ୟା ଜଳ ଚାଷ ଜମିରେ ୨ ସପ୍ତାହରୁ ଊର୍ଦ୍ଧ୍ୱ ସମୟ ଧରି ଜମି ରହିବା ଯୋଗୁ ବହୁ ଧାନ ଫସଲ
ନଷ୍ଟ ହୋଇଥିଲା । ଆଉ ଯାହା ରହିଥୁଲା ବନ୍ୟା ଛାଡ଼ିବା ପରେ ଚାଷୀମାନେ ବେଉଷଣ କରିଥିଲେ। କିନ୍ତୁ ଦ୍ଵିତୀୟ ବନ୍ୟାଜଳ ପ୍ରବେଶ କରିବା ପରେ ଫସଲକୁ ନେଇ ଚାଷୀମାନେ ପୁଣି ଚିନ୍ତିତ ହୋଇ ପଡ଼ିଛନ୍ତି। ଜେନାପୁରଠାରେ ବ୍ରାହ୍ମଣୀ ନଦୀର ବିପଦ ସଙ୍କେତ ୬୭ମିଟର ଥିବାବେଳେ ରବିବାର ସନ୍ଧ୍ୟା ସୁଦ୍ଧା ଜଳସ୍ତର ୬୨.୩୦ ମିଟର ରହିଥ୍‌ବା ସୂଚନା ମିଳିଛି। ତେଣୁ ବରୀରେ ଏକ ଛୋଟ ବନ୍ୟା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖ୍ ବିଭିନ୍ନ ନ‌ଦୀ ବନ୍ଧର ସୁରକ୍ଷା ପାଇଁ ନଜର ରଖାଯାଇଛି ବୋଲି ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ ମନୋରଞ୍ଜନ ତ୍ରିପାଠୀ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like