-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ଜାତୀୟ ଶିକ୍ଷକ ପୁରସ୍କାରରେ ମନୋନୀତ ଶିକ୍ଷକ ବସନ୍ତ କୁମାର ରଣାଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ

26-Aug-2025



ମାଲକାନଗିରି,(କେଶବ ଚନ୍ଦ୍ର ନାୟକ) ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ  ହୋଇଥିବା ଶିକ୍ଷକ ବସନ୍ତ କୁମାର ରଣାଙ୍କୁ ନିଜ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ୱର୍ଦ୍ଧନା ପ୍ରଦାନ କରିଛନ୍ତି। ଏହି ଜାତୀୟ ସ୍ତର ସଫଳତାରେ ଜିଲ୍ଲାପାଳ ନିଜର ଖୁସି ବ୍ୟକ୍ତ କରିବା ସହ ଏହା ଆମ ଜିଲ୍ଲା ମାଲକାନଗିରି ପାଇଁ ଗର୍ବ ଓ ଗୌରବର ବିଷୟ ବୋଲି କହିଛନ୍ତି। ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ରଣାଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। ଶ୍ରୀ ରଣା ସେପ୍ଟେମ୍ୱର ୩ରେ ବିଶାଖପାଟଣାରୁ ନୂଆ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ବୋଲି ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୫ ରେ ଗୁରୁ ଦିବସ ଅବସରରେ ନୂଆ ଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶ୍ରୀ ରଣା ପୁରସ୍କାର ଗ୍ରହଣ କରିବେ। 
ଆଦିବାସୀ ଅଧ୍ୟୁଷିତ  ଅଞ୍ଚଳରେ ନିଜର ଶିକ୍ଷକତା ଜୀଵନ ଆରମ୍ଭ କରିଥିବା ଶ୍ରୀରଣା କୁନି କୁନି ପିଲାଙ୍କ ନିମନ୍ତେ ଅଭିନବ ଶିକ୍ଷା ପଦ୍ଧତି ଆପଣେଇ ଥିଲେ। ମାଲକାନଗିରି ଜିଲ୍ଲାର କନ୍ଦେଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭାର ପ୍ରାପ୍ତ ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟରତ ଶ୍ରୀରଣା ବିଦ୍ୟାଳୟରେ ଛାତ୍ର ଛାତ୍ରୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସଦା ସର୍ବଦା ଚେଷ୍ଟିତ ଓ  ସେମାନଙ୍କ ପାଇଁ ଉତ୍ସର୍ଗୀକୃତ । ସୂଚନା ଥାଉ କି ସମଗ୍ର ରାଜ୍ୟ ରେ କେବଳ ଦୁଇ ଜଣ ଶିକ୍ଷକ ଏହି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ତନ୍ମଧ୍ୟରୁ ଶ୍ରୀରଣା ଅନ୍ୟତମ। ୩୦ଟି ଜିଲ୍ଳାର ୯୦ ଜଣ ଶିକ୍ଷକଙ୍କ ମଧ୍ୟରୁ ୬ ଜଣ  ଜାତୀୟସ୍ତର ନିମନ୍ତେ ଚୟନ ହୋଇଥିଲେ। ଶ୍ରୀ ରଣା ବିଦ୍ୟାଳୟ ଭିତ୍ତିଭୂମିର ସୋନ୍ଦର୍ଯ୍ୟକରଣ ଯାହା ଶିଶୁଙ୍କ ଶୈକ୍ଷିକ ବାତାବରଣକୁ ଆହୁରି ଆକର୍ଷଣୀୟ ଓ ମନୋଲଭା କରିଥିଲା । ତତ୍ ସହିତ ଆନନ୍ଦ ଉଲ୍ଲାସରେ ଶିଶୁ ଟିଏ କିଭଳି ପାଠ ପ୍ରତି ଆକୃଷ୍ଟ ହୋଇ ପଢ଼ିବ ସେଥିପ୍ରତି ଯତ୍ନବାନ ହୋଇଥିଲେ। ତାଙ୍କର ଏହି ଅଭିନବ ଶିକ୍ଷା ପଦ୍ଧତି ପାଇଁ ୨୦୨୫ ଜାତୀୟ ଶିକ୍ଷା ପୁରସ୍କାର ସକାଶେ ମନୋନୀତ ହୋଇ ଓଡିଶା ରାଜ୍ୟ ଓ ମାଲକାନାଗିରି ଜିଲ୍ଲା ପାଇଁ ଗୌରବ ଆଣିଦେଇଛନ୍ତି।ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତ ରଞ୍ଜନ ପାଣିଗ୍ରାହୀ, ଶିକ୍ଷା ବିଭାଗ ଯନ୍ତ୍ରୀ ସରୋଜ ସାମନ୍ତରାୟ ଙ୍କ ସମେତ ଶିକ୍ଷା ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like