-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜ୍ୟ

୧୦ ବର୍ଷ ପୂର୍ବର ଘୋଷଣା କାର୍ଯ୍ୟକାରି କଲାନାହିଁ ବିଜେଡି ସରକାର, ବିପକ୍ଷରେ ଥିଲା ବେଳେ ଦାବି, ଶାସନ କୁ ଆସିଲେ ପଛଘୁଞ୍ଜା ଦେଲା ବିଜେପି: ସମରେନ୍ଦ୍ର

26-Aug-2025



ବଲାଙ୍ଗିର(ପ୍ରେରଣା ଖବର): ୨୦୧୪ ମସିହା ବିଧାନସଭାରେ କେବିକେ ରେ ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ ଘୋଷଣା କରି ଥିଲେ ମହାମହିମ ରାଜ୍ୟପାଳ କିନ୍ତୁ ବିଜେଡି ସରକାର ନିଜ କଥାକୁ କାର୍ଯ୍ୟକାରୀ ନ କରି ବଲାଙ୍ଗିର ପ୍ରତି କଲା ବେଇମାନି । ଯଦିଓ ସରକାର ଏକ ନିରନ୍ତନ ପ୍ରକ୍ରିୟା ବର୍ତ୍ତମାନର ମୋହନ ସରକାର ଦ୍ୱିତୀୟ କୃଷି ବିଶ୍ୱ ବିଦ୍ୟାଳୟ କେବିକେର ବଲାଙ୍ଗିର ଅଂଚଳରେ ଦାବି ମୁତାବକ ସ୍ଥାପନ କରିବା କଥା କିନ୍ତୁ ଦୁଃଖର ବିଷୟ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଯିଏ କି ବର୍ତ୍ତମାନ ସରକାର ରେ କୃଷି ବିଭାଗ ଦାୟିତ୍ୱରେ ଅଛନ୍ତି , ବିରୋଧିରେ ଥିଲା ବେଳେ ତତ୍କାଳିନ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ତତ୍କାଳିନ ବିରୋଧି ଦଳନେତା ନରସିଂହ ମିଶ୍ରଙ୍କ ନେତୃତ୍ୱରେ ଯାଇ କୃଷି ବିଶ୍ୱ ବିଦ୍ୟାଳୟ ଦାବି ଜଣାଇଥିଲେ କିନ୍ତୁ ବର୍ତ୍ତମାନ ସରକାର କୁ ଆସିି ବଲାଙ୍ଗିର ର ନ୍ୟାର୍ଯ୍ୟ ଦାବିକୁ କରିଛନ୍ତି ଉପେକ୍ଷା । ଏଣୁ ବଲାଙ୍ଗିରବାସୀ ଜାଣିବା ଦରକାର ଯେପରି ୧୦ବର୍ଷ ପୂର୍ବର ଘୋଷଣା କୁ କାର୍ଯ୍ୟକାରୀ ନ କରି ବିଜେଡି ସରକାର ବଲାଙ୍ଗିର ପ୍ରତି ବେଇମାନି କରିଛି ଠିକ୍ ସେହିପରି ବିଜେପି ସରକାର ର ଉପମୁଖ୍ୟମନ୍ତ୍ରୀ ଯେ କି ବର୍ତ୍ତମାନ ବଲାଙ୍ଗିର ଜିଲ୍ଲାରୁ ପ୍ରତିନିଧିତ୍ୱ କରୁଛନ୍ତି ବିରୋଧିରେ ଥିଲା ବେଳେ କୃଷି ବିଶ୍ୱ ବିଦ୍ୟାଳୟ ଦାବି ଓ ସରକାରକୁ ଆସିଲା ପରେ ନ୍ୟାର୍ଯ୍ୟ ଦାବିରୁ ପଛଘୁଞ୍ଜା ଦେଇ ବଲାଙ୍ଗିର ବାସୀଙ୍କୁ ଉପେକ୍ଷା କରିଛନ୍ତି ବୋଲି ଆଜି ସ୍ଥାନୀୟ ଜିଲ୍ଲାପାଳ କାର୍ଯ୍ୟାଳୟ ଅଫିସ ସମ୍ମୁଖରେ ଅନୁଷ୍ଠିତ କୃଷି ବିଶ୍ୱ ବିଦ୍ୟାଳୟ ଦାବିକୁ ନେଇ ବିକ୍ଷୋଭ ସମାବେଶରେ ଯୋଗ ଦେଇ କଂଗ୍ରେସ ନେତା ସମରେନ୍ଦ୍ର ମିଶ୍ର ଉଭୟ ବିଜେଡି ଓ ବିଜେପି ନେତୃତ୍ୱ ବିରୁଦ୍ଧରେ ଗର୍ଜିଛନ୍ତି । ଏହି ସମାବେଶ ରେ ସେ ଆହୁରି ମଧ୍ୟ କହିଛନ୍ତି ଯେ ବଲାଙ୍ଗିର ଏକ କୃଷି ପ୍ରଧାନ ଜିଲ୍ଲା ଏଠାରେ କୃଷି ବିଶ୍ୱ ବିଦ୍ୟାଳୟ ସ୍ଥାପନ ହୋଇପାରିଲେ କୃଷି ସମ୍ବନ୍ଧୀୟ ଗବେଷଣା ସମ୍ଭବ ହେବ । ଆମ ଅଂଚଳ କମ୍

ବୃଷ୍ଟିପାତ ଅଂଚଳ ହୋଇଥିବାରୁ କମ୍ ପାଣି ଦରକାର ହେଉ ଥିବା ବିଭିନ୍ନ ଫସଲର ବିହନ ଉଦ୍ଭାବନ କରିବାରେ ଏହା ସହାୟକ ହେବ, ତା ସହ ପଶୁ ମତ୍ସ୍ୟ ପାଳନ ଦିଗରେ ନୂତନ କୌଶଳ ପ୍ରୟୋଗ ପାଇଁ କୃଷି ବିଶ୍ୱ ବିଦ୍ୟାଳୟର ଗବେଷଣା ରାସ୍ତା ଦେଖାଇବ ଯାହା ଦ୍ୱାରା କି ଏ ଅଂଚଳର ସମଗ୍ରୀକ ଅର୍ଥନୈତିକ ବିକାଶ ସାଙ୍ଗକୁ କୃଷି ଓ କୃଷକର ଉନ୍ନତି ହେବ କିନ୍ତୁ ଦୁଃଖର ବିଷୟ ୨୦୧୪ ମସିହାରେ କେବିକେରେ ଘୋଷଣା ହୋଇଥିବା କୃଷି ବିଶ୍ୱ ବିଶ୍ୱବିଦ୍ୟାଳୟ ସ୍ଥାପନକୁ ନେଇ କୌଣସି ପଦକ୍ଷେପ ନ ନେବା ବଲାଙ୍ଗିର ପ୍ରତି ଯେପରି ବିଜେଡି ଦଳ ବେଇମାନି କରିଛି ତାକୁ ଲୋକ ଭୁଲିବେ ନାହିଁ । କେବଳ ସେତିକି ନୁହେଁ ବିଧାନସଭାରେ ତତ୍କାଳିନ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ପ୍ରତ୍ୟେକ ଅଧିବେଶନ ରେ କୃଷି ବିଶ୍ୱ ବିଦ୍ୟାଳୟ ଦାବି କରିଆସୁଥିଲେ କିନ୍ତୁ ତତ୍କାଳିନ ବିଜେଡି ସରକାର ସେ ଦାବିକୁ ଅଣଦେଖା କରିଛି । ଏପରି ବିଜେପି ସରକାରକୁ ଆସିଲା ପରେ ମଧ୍ୟ ବର୍ତ୍ତମାନ ର ଉପମୁଖ୍ୟମନ୍ତ୍ରୀ ଯେଏ କି କୃଷି ବିଭାଗ ଦାୟିତ୍ୱରେ ଅଛନ୍ତି ବଲାଙ୍ଗିର ର ନ୍ୟାର୍ଯ୍ୟ ଦାବି ପ୍ରତି ଆଖି ଓ କାନ ବନ୍ଦ କରିଦେଇ ଓଲଟା ତାଙ୍କ ସ୍ଥାନୀୟ ନେତୃତ୍ୱମାନେ କୃଷି ବିଶ୍ୱ ବିଦ୍ୟାଳୟ ପାଇଁ ବଲାଙ୍ଗିର ରେଭିତ୍ତିଭୂମି ନାହିଁ ବୋଲି ସାମ୍ବାଦିକ ସମ୍ମିଳନୀ କରି ଘୋଷଣା କରିବା ଅତି ଦୁଃଖଦାୟକ ବୋଲି ସମରେନ୍ଦ୍ର କହିଛନ୍ତି । ଜିଲ୍ଲାରେ ଅସନ୍ନ ମରୁଡିକୁ ନେଇ କ୍ଷେତ୍ର ପରିଦର୍ଶନ କରି ସମରେନ୍ଦ୍ର କହିଛନ୍ତି ଯେତେ ଶିଘ୍ର ହେବ ଚାଷୀ କରିଥିବା ଫସଲବୀମାର ବୀମାରାଶି ସରକାର ପ୍ରଦାନ କରିବାର ବ୍ୟବସ୍ଥା କରୁ କାରଣ ପ୍ରାୟତଃ ଅଂଚଳରେ ସ୍ୱଳ୍ପ ବୃଷ୍ଟି ଯୋଗୁଁ ଫସଲ ମରିବାରେ ଲାଗିଛି । ଯାହା କିଛି ବି ବଂଚିଛି ସାର ବିହନର ଅଭାବ ଓ କଳାବଜାରି ଚାଷୀ ମେରୁଦଣ୍ଡକୁ ଭାଙ୍ଗି ଦେଇଛି ତେଣୁ ସରକାର ଯେତେ ଶିଘ୍ର ହେବ ଏହାର ପ୍ରତିକାର କରୁ । ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ସଂଯୋଜନା ରେ ଅନୁଷ୍ଠିତ ବିକ୍ଷୋଭ ସମାବେଶରେ ବିଶ୍ୱ ବିଦ୍ୟାଳୟ ଦାବି ପ୍ରତି ବର୍ତ୍ତମାନ ସରକାର ର ଆଭିମୁଖ୍ୟ କୁ ନେଇ କଂଗ୍ରେସ ନେତା ବିରେନ୍ଦ୍ର ବାଗ, ଓମ୍ ପ୍ରକାଶ କୁମ୍ଭାର, ଦିଲିପ ବେହେରା, ଉମାଶଙ୍କର ପଣ୍ଡା, ଅଜୟ ବାଲି, ରାମ ମିଶ୍ର, ରାମଜୀ ଚୈାଧୁରି, ସାନନ୍ଦ ମିଶ୍ର, ଅଙ୍କିତ ସାହୁ, ଶ୍ରୀଧର ବାରିକ, ନାସିର ଖାନ, କାନ୍ତେ ପ୍ରଧାନ, ପପୁ ପାତ୍ର, ହୃଦାନନ୍ଦ ମାଝି, ଚିନ୍ମୟ ବେହେରା ପ୍ରମୁଖ ସରକାରଙ୍କ ବିରୁଦ୍ଧରେ ସରକାରଙ୍କୁ ତିବ୍ର ସମାଲୋଚନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା କଂଗ୍ରେସ ନେତା ମନୀଷ ମିଶ୍ର, ସନ୍ତକ ବହିଦାର, ମୁକେଶ ଜୈନ, ଅସୀତ ମିଶ୍ର, ବିପିନ କୁଶଲିଆ, ସରୋଜ ରଥ, ସବିତା ଶତପଥି, ଅନ୍ନପୂର୍ଣ୍ଣା ବଢିଆ, ଆରତିପ୍ରୀତି ନାଗ, କୈଳାସ ମିଶ୍ର, ସଂର୍କିର୍ତ୍ତନ ମେହେର, ଉପେନ ଦୀପ, ମନବୋଧ ହରପାଲ, ଜୁଲୁ ପଟ୍ଟନାୟକ, ପ୍ରଦୋଶ ପାଣିଗ୍ରାହୀ, ଖିରସାଗର ବର୍ମା, ଅରବିନ୍ଦ ସାହୁ, ଉମାକାନ୍ତ ସାହୁ ପ୍ରମୁଖ ସାମିଲ ଥିଲେ । ବିକ୍ଷୋଭ ସମାବେଶ ପରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ କୃଷି ବିଶ୍ୱ ବିଦ୍ୟାଳୟ ଦାବୀ ସମ୍ବନ୍ଧୀୟ ଏକ ସ୍ମାରକ ପତ୍ର ଜିଲ୍ଲା ପ୍ରଶାସନକୁ ପ୍ରଦାନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like