-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||     

HOME   ଜିଲ୍ଲା

ଆହାର କେନ୍ଦ୍ର ଉଦ୍‌ଘାଟିତ

26-Aug-2025



ଭୁବନେଶ୍ୱର(ପ୍ରେରଣା ଖବର): ସ୍ଥାନୀୟ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାର ପ୍ରାଙ୍ଗଣରେ ନବନିର୍ମିତ ଆହାର କେନ୍ଦ୍ରର ଶୁଭ ଉଦ୍‌ଘାଟନ ହୋଇଛି। ଏଥିରେ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର, କ୍ରୀଡା ଓ ଯୁବ ବିଭାଗ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଏମ୍‌ସି ମେୟର ଶ୍ରୀମତୀ ସୁଲଚନା ଦାସ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଅତିଥିମାନେ କହିଥିଲେ ଯେ, ଓଡିଶା ରାଜଧାନୀ ଭୁବନେଶ୍ୱରକୁ ପ୍ରତ୍ୟେକ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲୋକେ ଆସିଥାନ୍ତି। ତେବେ ଯେପରି ସେମାନେ ସୁବିଧାରେ ଓ ମାତ୍ର ୫ ଟଙ୍କାରେ ପେଟପୂରା ଖାଇପାରିବେ ତାହା ଏହି ଆହାର କେନ୍ଦ୍ରଦ୍ୱାରା ହୋଇପାରିବ। କେହି ଯେପରି ଭୋକରେ ନ ରହିବେ ସେ ଲକ୍ଷ୍ୟରେ ଖାଦ୍ୟନିରାପତ୍ତା ବ୍ୟବସ୍ଥା ଏହି କାର୍ଯ୍ୟକ୍ରମ ଦ୍ୱାରା ଅଧିକ ଦୃଢୀଭୂତ ହେବ। ଏହି କାର୍ଯ୍ୟକ୍ରମକୁ ପାଠାଗାର କର୍ମକର୍ତ୍ତାଙ୍କ ସହ ସୂଚନା ଅଧିକାରୀ ଶ୍ରୀ ପ୍ରଭାକର ସାହୁ, ପ୍ରଭାକର ଦଳାଇ ଓ ଅମ୍ଳାନ ଦାସଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ବିଶେଷକରି ଏହି କେନ୍ଦ୍ର ଦ୍ୱାରା ରାଜଧାନୀକୁ ଆସି ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ଦେଇ ଚାକିରୀକୁ ଅପେକ୍ଷା କରିଥିବା ଛାତ୍ରଛାତ୍ରୀମାନେ ଉପକୃତ ହେବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   29-Apr-2026
  ଜିଲ୍ଲା  
*ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   29-Apr-2026
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026

You Might Also Like

           
  ଜିଲ୍ଲା  

ଗୋସେବା ଶିବିର