-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜ୍ୟ

ଜିଲ୍ଲାସ୍ତରୀୟ ସ୍କୁଲ ଗେମ୍ ଟାଇକଣ୍ଡୋ ପ୍ରତିଯୋଗିତା

27-Aug-2025



ବଲାଙ୍ଗିର- ସ୍ଥାନୀୟ ରେଲୱେ ଷ୍ଟେସନ ଛକ ସ୍ଥିତ ଅସିମ ଟାଇକଣ୍ଡୋ ଏକାଡେମୀରେ ବଲାଙ୍ଗିର ସ୍କୁଲ ସ୍ପୋର୍ଟ୍ସ ଏସୋସିଏସନ ତରଫରୁ ଜିଲ୍ଲାସ୍ତରୀୟ ସ୍କୁଲ ଗେମ୍ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଶିକ୍ଷା ବିଭାଗ ତରଫରୁ ଅନୁଷ୍ଠିତ ଏହି ପ୍ରତିଯୋଗିତାକୁ ପରିଚାଳନା କରିବା ପାଇଁ ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ସାଧାରଣ ସଂପାଦକ ତଥା କୋଚ ଅସୀମ କୁମାର ଭୋଇଙ୍କୁ ଦାୟିତ୍ୱ ଦିଆଯାଇ ଥିବାର ସୂଚନା ମିଳିଛି । ଏହି ପ୍ରତିଯୋଗିତା ରେ ମୁଖ୍ୟ ଅତିଥି ରୂପେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା ଯୋଗଦାନ ଦେଇ ଫିଟାକାଟି ଶୁଭାରମ୍ଭ କରିଥିବା ବେଳେ ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଶିକ୍ଷାଧିକାରୀ ସେବାଶ୍ରୀ ଭୋଇ ଓ  ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ପ୍ରଦୀପ ପାତ୍ର ଯୋଗଦାନ ଦେଇ ଏହି ସ୍କୁଲ ଗେମ୍ ଟାଇକଣ୍ଡୋ ଖେଳରେ ଜାତୀୟ ସ୍ତରରେ ମେଡାଲ ଆଣି ନିଜ ଭବିଷ୍ୟତ ଗଠନ କରିବାରେ ସାକାର ହୁଅନ୍ତୁ ବୋଲି ନିଜ ବକ୍ତବ୍ୟରେ ପ୍ରକାଶ କରିଥିଲେ । ଏହି ପ୍ରତିଯୋଗିତାରେ ଅଣ୍ଡର-୧୪ ଓ ଅଣ୍ଡର-୧୭ ବର୍ଗରେ ବିଭିନ୍ନ ସରକାରୀ ସ୍କୁଲର ୬୮ ଜଣ ଛାତ୍ର ଛାତ୍ରୀ ଭାଗ ନେଇଥିଲେ । ଏହି ପ୍ରତିଯୋଗିତାରେ ଜାତୀୟ ସ୍ତରୀୟ ରେଫରି ଅସୀମ ଭୋଇ ରେଫରି ଦାୟିତ୍ୱ ତୁଳାଇ ଥିଲେ । ଏହି କାର୍ଯ୍ୟକ୍ରମକୁ ପର୍ଯ୍ୟବେକ୍ଷକ ନରେନ୍ଦ୍ର ମିଶ୍ର, ପିଇଟି ଚନ୍ଦ୍ର ମେହେର, ରାଜ କୁମାର ପାଣିଗ୍ରାହୀ, ସୁଜାତା ମଲ୍ଲିକ, ସସ୍ମିତା ରାଣୀ ମିଶ୍ର ଓ ନରସିଂସ୍ୱାମୀ ନାଇଡୁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like