-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଅପରେସନ୍ ଗରୁଡ଼ରେ ସୁବର୍ଣ୍ଣପୁର ପୋଲିସକୁ ମିଳିଛି ସଫଳତା; ଆଇଜି* *୨୫ ଦିନରେ ୧୬ କୋଟି ରୁ ଉର୍ଦ୍ଧ୍ବ ମୂଲ୍ୟର ଗଞ୍ଜେଇ ଜବତ*

27-Aug-2025



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ) ଅଗଷ୍ଟ ୧ ତାରିଖରୁ ରାଜ୍ୟରେ ପୋଲିସ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ଅପରେସନ୍ ଗରୁଡ଼ ରେ ପୋଲିସ ବିଭାଗ କୁ ମିଳିଛି ବଡ ସଫଳତା । ଏ ନେଇ ଗତକାଲି  ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସମ୍ବାଦିକ ସମ୍ମିଳନୀରେ ସମ୍ବଲପୁର ଆଇଜି ହିମାଂଶୁ ଲାଲ ସୂଚନା ଦେଇଛନ୍ତି । ଜିଲ୍ଲାର ସମସ୍ତ ଥାନା ଅଞ୍ଚଳରେ ଆରମ୍ଭ ହୋଇଥିବା ଗରୁଡ ଅଭିଯାନରେ ସଫଳତା ମିଳିଥିବା ବେଳେ ଅପରେସନ ଗରୁଡକୁ ଆହୁରି ଜୋରଦାର କରାଯିବାକୁ ଆଇଜି ସୂଚନା ଦେଇଛନ୍ତି । ଏବଂ ଏବେ ଗଞ୍ଜେଇ ଚାଲାଣ ଫରୱାର୍ଡ ରେ ନୁହେଁ ଯେଉଁ ମାନେ ବେକ୍ ୱାର୍ଡ ରେ କାମ କରୁଛନ୍ତି ସେମାନଙ୍କୁ ଖୋଜି ବାହାର କରାଯିବା ପ୍ରୟାସ ଚାଲିଛି ଏବଂ କିପରି ସମୁଳେ ବିନାଶ ପାଇଁ ଚେଷ୍ଟା ଚାଲିଥିବା ଆଇଜି କହିଛନ୍ତି । ଆଇଜିଙ୍କ ସୂଚନା ଅନୁଯାୟୀ, ଗତ ଅଗଷ୍ଟ ୧ରୁ ୨୫ତାରିଖ ମଧ୍ୟରେ ଜିଲ୍ଲାର ବିଭିନ୍ନ ଥାନା ଅଂଚଳରେ ୧୦ ଗୋଟି ଗଞ୍ଜେଇ ଚୋରାଚାଲାଣ ମାମଲା ରୁଜୁ ହୋଇଥିବା ବେଳେ ୧୩ କ୍ୱିଣ୍ଟାଲ ୪୦କେଜି ୨୯୧ ଗ୍ରାମ ଗଞ୍ଜେଇ ଜବତ ହୋଇଛି । ଯାହାର ବଜାର ମୂଲ୍ୟ ପ୍ରାୟ ୧୩ କୋଟି ୪୦ ହଜାର ଟଙ୍କା ହେବ। ଏଥିରେ ସମ୍ପୃକ୍ତ   ୪ ଟି ଦୁଇ ଚକିଆ, ଗୋଟିଏ ତିନି ଚକିଆ ଯାନ ଓ ୪ ଟି ଚାରି ଚକିଆ ଯାନ ଏବଂ ୬ ଟି ମୋବାଇଲ ଜବତ କରାଯାଇଥିବା ବେଳେ ୧୦ ଜଣଙ୍କୁ ଗିରଫ  କୋର୍ଟ ଚାଲାଣ କରାଯାଇଥିବା ସୂଚନା ଦେଇଛନ୍ତି ଶ୍ରୀ ଲାଲ । ସେହିପରି ବଲାଙ୍ଗୀର ଜିଲ୍ଲାରେ ୩ ଟି ଗଞ୍ଜେଇ ଚୋରା ଚାଲାଣ ମାମଲା ରୁଜୁ ହୋଇଥିବା ବେଳେ ୩ କ୍ୱିଣ୍ଟାଲ ୩୫ କେଜି ଗଞ୍ଜେଇ ଜବତ ହୋଇଥିବା ବେଳେ ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରାଯାଇଛି ।  ସେହିପରି ଜାନୁଆରୀ ୧ରୁ ଅଗଷ୍ଟ ୨୫ତାରିଖ ମଧ୍ୟରେ ଜିଲ୍ଲାର ବିଭିନ୍ନ ଥାନା ଅଞ୍ଚଳରେ ମୋଟ ୫୭ଟି ଗଞ୍ଜେଇ ଚୋରାଚାଲାଣ ମାମଲା ରୁଜୁହୋଇ ମୋଟ ୩୬ କ୍ୱିଣ୍ଟାଲ ୫୮ କେଜି
୬୯୭ ଗ୍ରାମ ଗଞ୍ଜେଇ ଜବତ ହୋଇଛି ଯାହାର ବଜାର ମୂଲ୍ୟ ପ୍ରାୟ ୩୬ କୋଟି ୫୮ ଲକ୍ଷ ଟଙ୍କା ହେବ। ଏହି ସବୁ ମାମଲାରେ ୮୧ ଜଣଙ୍କୁ କୋର୍ଟ ଚାଲାଣ କରାଯିବା ସହ ଅଭିଯୁକ୍ତ ମାନଙ୍କ ନିକଟରୁ ୨୦ଲକ୍ଷ ୨୨ହଜାର ଟଙ୍କା ଜବତ ହୋଇଛି ଏବଂ ୩୮ଟି ଦୁଇ ଚକିଆ
ଯାନ, ଗୋଟିଏ ତିନି ଚକିଆ ଯାନ, ୧୦ଟି ଚାରି ଚକିଆ ଯାନ, ୨ଟି ଟ୍ରକ୍, ୭୩ଟି ମୋବାଇଲ ଜବତ ହୋଇଥିବା ସୂଚନା ଦିଆଯାଇଛି। ଜିଲ୍ଲାରେ ବେଆଇନ ନିଶା କାରବାର, ନିଶାଶକ୍ତ ଅବସ୍ଥାରେ ଗାଡି ଚାଳନା, ବେଆଇନ ମାଦକ ଦ୍ରବ୍ୟ ଚାଲାଣ, ମାରଣାସ୍ତ୍ର ଚୋରା ଚାଲାଣ, ଜାମିନ ବିହୀନ ଗିରଫ ପରଓ୍ବାନା ଗୁଡିକୁ କାର୍ଯ୍ୟକାରୀ କରିବା, ଅପରାଧିକ କାର୍ଯ୍ୟକଳାପ ଦମନ ସହ ମହିଳାଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ବ୍ୟାପକ ପଦକ୍ଷେପ ନିଆଯିବ ବୋଲି କହିଥିଲେ। ସୁବର୍ଣ୍ଣପୁର ଏସପି ନାରାୟଣ ନାୟକଙ୍କ ନେତୃତ୍ୱରେ ଅପରେସନ ଗରୁଡକୁ ସଫଳତା ମିଳିଥିବା ସମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଥିଲେ ଆଇଜି ଶ୍ରୀ ଲାଲ ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like