-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ନିଳଜୀ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଠାରେ ନାମ ଲେଖା ପୋର୍ଟାଲର ଶୁଭରମ୍ବ ତଥା କୃତଜ୍ଞତା ଜ୍ଞାପନ ସଭା

27-Aug-2025



ସିନାପାଲି (ଚିନ୍ତା ମଣି ନେତାମ)
 ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ନୀଳଜୀ ଗ୍ରାମର ନୂତନ ଭାବରେ ଉନ୍ନୀତ ଲାଭ କରିଥିବାସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଆନୁଷ୍ଠନିକ ଭାବରେ +୨ ନାମ ଲେଖା ପୋର୍ଟାଲର ଶୁଭରମ୍ବ ହୋଇଯାଇଛି  l ଏହି ଉପଲକ୍ଷେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସର୍ବସାଧାରଣ ସଭାରେ ଏହି ବିଦ୍ୟାଳୟର ଅଧକ୍ଷ ଶ୍ରୀଯୁକ୍ତ ପିତାମ୍ବର ଟୋଲଟିଆ ସଭାପତିତ୍ୱ କରିଥିବାବେଳେ ମୁଖ୍ୟ ଅତିଥିଭାବରେ ଏହିବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ମହେଶ କୁମାର ତିୱାରୀ, ବିଶିଷ୍ଟ ଅତିଥି ଭାବରେ ନୀଳଜୀ ଗ୍ରା :ପ :ର ସରପଞ୍ଚ ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ,ମୁଖ୍ୟ ବକ୍ତା ଭାବରେ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ  ସତ୍ୟବ୍ରତ ଗହୀର,ସମ୍ମାନିତ ଅତିଥିଭାବରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ କପିଳେଶ୍ୱର ପାତ୍ର,ଶ୍ରୀଯୁକ୍ତ ସଡାନନ ସୁନାନୀ, ସମିତି ସଭ୍ୟ ଶ୍ରୀଯୁକ୍ତ ଦିଗାମ୍ବର ପ୍ରଧାନ,ଶ୍ରୀଯୁକ୍ତ ଦୁର୍ଗୁନିଆଲ,ଶ୍ରୀଯୁକ୍ତ ରାକେଶ ମିଶ୍ର ଯୋଗ ଦେଇଥିଲେ  l  
ସହ ଶିକ୍ଷକ ଶ୍ରୀଯୁକ୍ତ ଶେଷଦେବ କାଲେତ ଅତିଥିଗଣଙ୍କୁ ମଞ୍ଚକୁ ସ୍ୱାଗତ କରିବାସହ ପରିଚୟ ପ୍ରଦାନ କରିଥିଲେ  l ଛାତ୍ରଛାତ୍ରୀ ଗଣ ଅତିଥି ଗଣଙ୍କୁ ଫୁଲଗୁଛ ଓ ଚନ୍ଦନ ଟୀକା ଦେଇ ସମ୍ମର୍ଦ୍ଧିତ କରିଥିଲେ  l ଅତିଥିଗଣଙ୍କ ଦ୍ୱାରା ଦେବ ପୂଜନ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା l ପୂର୍ବତନ ସି ଆର ସି ସି ଶ୍ରୀଯୁକ୍ତ ରାକେଶ ମିଶ୍ର ସଭାକାର୍ଯ୍ୟ ସଂଯୋଜନା କରିଥିଲେ  l ଏହି ଅବସରରେ ୧୯୮୧ ମସିହାରେ "ସିନାପାଲି ବ୍ଲକର ପଶ୍ଚିମାଞ୍ଚଲ "ର ଶିକ୍ଷାର ବିକାଶ ପାଇଁ ନୀଳଜୀ ଠାରେ ଗଢ଼ାଯାଇଥିବା ନୀଳଜୀ ଉଚ୍ଚ ବିଦ୍ୟାଳୟର ପ୍ରାଣ ପ୍ରତିଷ୍ଠା ସହ ପ୍ରଗତି ପାଇଁ ତତ କାଳୀନ ଯେଉଁ ମହାନୁଭବ ଗଣ ନିଷ୍ଠାପର ଉଦ୍ୟମ, ଆନ୍ତରିକ ସହଯୋଗ ଏବଂ ଭୂମି ,ଅର୍ଥ,ସମୟ, ଶ୍ରମ,ଓ ସମ୍ବଳ ଦାନ କରିଥିଲେ  l ସେମାନଙ୍କୁ ତଥା ବର୍ତ୍ତମାନ ଯେଉଁ ବୁଦ୍ଧିଜିବି ଗଣଙ୍କ ଉକ୍ତ ବିଦ୍ୟାଳୟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବରେ ଉନ୍ନୀତ ହେବାରେ ଅବଦାନ ରହିଛି ସେମାନଙ୍କୁ ବିଦ୍ୟାଳୟ ତରଫରୁ ଅଧ୍ୟକ୍ଷ ଗଭୀର ହୃଦୟ ଭରା କୃତଜ୍ଞତା ଜ୍ଞାପନ କରିଥିଲେ l ତା ସଙ୍ଗେ ସଙ୍ଗେ ବ୍ଲକ ଓ ଜିଲ୍ଲା ଶିକ୍ଷା ବିଭାଗୀୟ ଅଧିକାରୀଙ୍କୁ ମଧ୍ୟ ଉପସ୍ଥିତ ଅତିଥିଗଣ ହାର୍ଦ୍ଧିକ ଧନ୍ୟବାଦ ଦେବାସହ କୃତଜ୍ଞତା ଜ୍ଞାପନ କରିଥିଲେ l ଏହି ଅବସରରେ ମୁଖ୍ୟ ଅତିଥିଙ୍କ ଦ୍ୱାରା +୨ ନାମ ଲେଖା ପୋର୍ଟାଲ ଶୁଭାରମ୍ଭ କରାଯାଇଥିଲା  l ଆଜିର ଦିବସ ଏହି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇତିହାସରେ ସ୍ବର୍ଣ୍ଣ ଅକ୍ଷରରେ ଲିପିବଦ୍ଧ ହୋଇ ରହିବ ବୋଲି ଅତିଥିଗଣ ମତ ପୋଷଣ କରିବା ସହ ଏହି ବିଦ୍ୟାଳୟ ଅଭୁଲା ଅତୀତର "ସ୍ମୃତି "ଚାରଣ କରିଥିଲେ  l  ସମସ୍ତେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର  ଉତ୍ତୋରତ୍ତର ବିକାଶ କାମନା କରିଥିଲେ  l ସଭାଶେଷରେ ଶିକ୍ଷକ ଶ୍ରୀ ପୀତବାସ ନାଏକ ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ  l ଏହି ଐତିହାସିକ ସଭାରେ ଏହି ଅଞ୍ଚଳ ର  ପ୍ରମୁଖ ବ୍ୟକ୍ତି ସର୍ବ ଶ୍ରୀ କ୍ଷମାଧର ନିଆଲ, ନାରାୟଣ ସା,ଫରସ ରାମ ସା,ଲଛମନ ବଞ୍ଜରା,ଗୌରଚନ୍ଦ୍ର ସା,ଦୀପକ ସା, ଧୀରେନ୍ଦ୍ର କୁମାର ସା, ଦେବାନନ୍ଦ ବାଗ,ଯୀଶୁ ପ୍ରଧାନ, ତାରାଚନ୍ଦ୍ର ପ୍ରଧାନ,ଲୋମସ ସା,ଚନ୍ଦ୍ର ମାଳି,ହରଦାସ ସାଗର,ନବ ବାଗ, ଖେଜା ସା,ଖଗେଶ୍ୱର ବାଗ, କମଳ ସା ତଥା  ସମସ୍ତ ଶିକ୍ଷକ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like