-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଜଗନ୍ନାଥ ମନ୍ଦିର କମିଟି ତରଫରୁ ଗଣେଶ ମନ୍ଦିରରେ ଗଣେଶ ପୂଜା ଏବଂହୋମ ଅନୁଷ୍ଠିତ

27-Aug-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ଡାବୁଗାଁ ସଦର ମହକୁମା ସ୍ଥିତ ଗଣେଶ ମନ୍ଦିର ରେ ଆଜି ୧ଘଣ୍ଟା ସମୟରେ ଜଗନ୍ନାଥ ମନ୍ଦିର କମିଟି ତରଫରୁ ଗଣେଶ ପୂଜା ଏବଂ ହୋମ ଅନୁଷ୍ଠିତ ହୋଇଯାଇଛି ।  ଡାବୁଗାଁ ବ୍ଲକର  ବିଭିନ୍ନ ସ୍ଥାନରେ ଧୂମଧାମରେ ପାଳିତ ହଉଛି ଗଣେଶ ପୂଜା। ଆଜି ଭାଦ୍ରବ ଶୁକ୍ଳ ପକ୍ଷ ଚତୁର୍ଥୀ, ଜ୍ଞାନର ଦେବତା ଅଗ୍ରପୂଜ୍ୟ ଶ୍ରୀ ଗଣେଶଙ୍କ ଆରାଧନାର ଦିନ। ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ଅନେକ ଗୁରୁତ୍ବ ବହନ କରେ । ଆଜିଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଥାଏ।ମାନ୍ୟତା ଅନୁସାରେ ହିନ୍ଦୁ ଧର୍ମରେ କୌଣସି ଶୁଭ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଭଗବାନ ଗଣେଶଙ୍କ ପୂଜା କରାଯାଇଥାଏ। ଗଜାନନଙ୍କ ପୂଜା ପାଇଁ ଗାଁଠୁ ସହର ସବୁଆଡେ ଉତ୍ସବର ମାହୋଲ । ଡାବୁଗାଁ ବ୍ଳକର ବିଭିନ୍ନ ସ୍ଥାନ ଏପରିକି ସମସ୍ତ ସାହି ଗଳିରେ ଆୟୋଜନ କରାଯାଇଛି ପୂଜା । ବିଭିନ୍ନ ପୂଜା ପେଣ୍ଡାଲରେ ପୂଜା ପାଉଛନ୍ତି ଗଜାନନ । ସୁନ୍ଦର ଆଲୋକମାଳା ସାଙ୍ଗକୁ ଚିତାକର୍ଷକ ସାଜସଜ୍ଜା ଓ ବିଶାଳ ମୂର୍ତ୍ତି କରାଯାଇଛି।ସମସ୍ତ ସରକାରି ଏବଂ ବେସରକାରି ସ୍କୁଲ କଲେଜରେ ବେଶ୍ ଉତ୍ସବର ପରିବେଶ ଦେଖିବାକୁ ମିଳିଛି । ସକାଳୁ ସକାଳୁ ଛାତ୍ରଛାତ୍ରୀ ମାନେ ସ୍କୁଲରେ ପହଂଚି ବୁଦ୍ଧିଦାତାଙ୍କ ପୂଜା 
ଅର୍ଚନାକରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like