-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||     

HOME   ଜିଲ୍ଲା

*ଡାବୁଗାଁ ସହରରେ ସବୁଠାରୁ ବଡ ଗଣେଶ ମୂର୍ତ୍ତି କଳସୀ ମଣ୍ଡପ ଠାରେ ପୂଜାପାଉଛି*

27-Aug-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ସାରା ଦେଶରେ ଗଣେଶ ପୂଜା ଚାଲୁଥିବା ବେଳେ ନବରଙ୍ଗପୁର ଜିଲ୍ଲା ମଧ୍ୟ ଏଥିରୁ ବାଦ ପଡ଼ିନାହିଁ। ଡାବୁଗାଁ ସଦର ମହକୁମା ଠାରେ ମଧ୍ୟ ଧୂମଧାମରେ  ପାଳନ 
ହେଉଛି ଗଣେଶ ପୂଜା। ଡାବୁଗାଁ ନିର୍ବାଚନ ମଣ୍ଡଳୀର ସମସ୍ତ ଶିକ୍ଷାନୁଷ୍ଠାନ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ବିଧିବଦ୍ଧ ଭାବେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ଭକ୍ତିମୟ ପରିବେଶ ରେ ଗଜାନନଙ୍କ ପୂଜା  ଅନୁଷ୍ଠିତ ହେଉଛି l ଡାବୁଗାଁ ଅଂଚଳରେ ପ୍ରତ୍ୟେକ ବିଦ୍ୟାଳୟ ଓ ଗ୍ରାମର ଯୁବକ ମାନଙ୍କ ଦ୍ଵାରା ଗ୍ରାମ ଛକ ଓ ସାହି ସାହିରେ ପୂଜା କରି ଗ୍ରାମକୁ ଉତ୍ସବ ମୁଖର କରିଛନ୍ତି l  ସେହି ପରି ଜୟନ୍ତୀ ନଗର ଛକ, ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସର, ଜଗନ୍ନାଥ ମନ୍ଦିର ନିକଟରେ, କଳଶୀ ମଣ୍ଡପ ପାଖ, ଜଗନ୍ନାଥଗୁଡାର ରାସ୍ତା ପାର୍ଶ୍ବରେ ବଡ ବଡ ମୂର୍ତ୍ତି ରେ ପୂଜା ପାଉଛନ୍ତି ଗଜାନନ।ଡାବୁଗାଁ ସହରରେ ସବୁଠାରୁ ବଡ ଗଣେଶ ମୂର୍ତ୍ତି କଳସୀ ମଣ୍ଡପ ଠାରେ  ପୂଜା ପାଉଥିବା ଦେଖିବାକୁ ମିଲୁଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026

You Might Also Like