-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||     

HOME   ଜିଲ୍ଲା

ନୂଆଁଖାଇ ଭେଟ୍‌ଘାଟ୍ ପାଇଁ ପ୍ରସ୍ତୁତି ବୈଠକ

28-Aug-2025



(ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ଅବସର ପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନ ପକ୍ଷରୁ ନୂଆଁଖାଇ ଭେଟଘାଟ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠାନର ସଭାପତି ଡକ୍ଟର ପ୍ରଫୁଲ୍ଲ କୁମାର ରଥଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇ ଯାଇଛି।  ପ୍ରସ୍ତାବ କ୍ରମେ ଆସନ୍ତା ସେପ୍ଟେମ୍ବର ୩ ତାରିଖ ବୁଧବାର ଦିନ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଦର୍ଶନୀୟ ସ୍ଥାନ ପାତାଳୀ ଶ୍ରୀକ୍ଷେତ୍ର ଠାରେ ଏହି ଭେଟ୍‌ଘାଟ୍ ପର୍ବ ଆୟୋଜନ କରାଯିବାକୁ ସ୍ଥିରୀକୃତ ହେଇଛି। ସେଠାରେ ଶ୍ରୀଜୀଉମାନଙ୍କର ଦର୍ଶନ ସହିତ ବିଭିନ୍ନ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଟିତ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚୀତ କରା ଯାଇଛି।ଏହି ବୈଠକରେ ସଂପାଦକ ସନ୍ତୋଷ ଷଡ଼ଙ୍ଗୀ,ସହ ସଂପାଦକ ବଳରାମ କାଣ୍ଡ, ସଦସ୍ୟ ନାରାୟଣ ପ୍ରସାଦ ନାୟକ,ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା, ବାସୁଦେବ ପଣ୍ଡା,ଚମରା ମହାକୁର,ସତ୍ୟ ନାରାୟଣ ନାୟକ,ଅକ୍ରୂର କୁମାର ଦନ୍ତା, ଗୋପୀନାଥ ମହାକୁର, କୃଷ୍ଣଚନ୍ଦ୍ର ପାଢ଼ୀ, ଦୟାନିଧି ହୋତା, ଜୀତେନ୍ଦ୍ର ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026

You Might Also Like