-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

*ଏକତା ର ଅନନ୍ୟ ଉଦାହରଣ ହେଉଛି ମହି ମୁଣ୍ଡା ର ସାହୁ ପରିବାର*

28-Aug-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
ନୂଆଁଖାଇ ହେଉଛି ଭାଈ ଚାରା ଓ ଏକତା ର ପର୍ବ l ରାଗ ରୋଷ ମାନ ଅଭିମାନ ସବୁ କୁ ଭୁଲି ଆଜି ପରିବାର ଆତ୍ମୀୟ ସ୍ୱଜନ ସମସ୍ତେ ହୁଅନ୍ତି ଏକାକାର l  ସେହି ଭଳି ଏକ ଅନନ୍ୟ ଉଦାହରଣ ହେଉଛି ବଲାଙ୍ଗିର ଜିଲ୍ଲା ପୁଇଁତଲା ବ୍ଲକ ମହିମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ମହିମୁଣ୍ଡା ଗ୍ରାମର ସାହୁ ପରିବାର l ଏ ପରିବାର ପକ୍ଷରୁ ସମୂହ ନବାନ୍ନ ଭକ୍ଷଣ ତଥା ନୂଆଁଖାଇ ପାଳିତ ହୋଇଛି । ପରିବାର ର ମୋଟ ୭0 ଜଣ ସଦସ୍ୟ ସଦସ୍ୟା ଏକା ସାଙ୍ଗରେ ନୂଆଁ ଖାଇବା ସହ ପରସ୍ପରକୁ ଜୁହାର ଭେଟ ହୋଇଥିଲେ । ପରିବାର ର ବୟୋଜ୍ୟେଷ୍ଠ ଦ୍ବାରୀକା ପ୍ରସାଦ ସାହୁ ନିଜର ଇଷ୍ଟ ଦେବାଦେବୀ ଙ୍କ ନିକଟରେ ପୂଜାର୍ଚ୍ଚନା ପରେ ନୂଆଁ ଚୂଡା ରେ ତିଆରି ହୋଇଥ‌ିବା ନବାନ୍ନ କୁ ମହୁଲ ପତ୍ରରେ ପରସା ଯାଇ ନୂଆଁଖାଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥୂଲା । ଉକ୍ତ କାର୍ଯ୍ୟକ୍ରମ ରେ ପରିବାର ର ବରିଷ୍ଠ ସଦସ୍ଯ ରାମେଶ୍ବର ସାହୁ, ନାରାୟଣ ସାହୁ, ବୃନ୍ଦାବନ ସାହୁ, ରାମାଧିନ ସାହୁ ,ସ୍ବାଧିନ ସାହୁ, ତପୋବନ୍ତ ସାହୁ,ସରୋଜ ସାହୁ, କ୍ଷୀରୋଦ୍ର ସାହୁ, ପ୍ରେମରାଜ ସାହୁ, ଅଶୋକ ସାହୁ, କମଳ ସାହୁ, ଶୁବଲ୍ ସାହୁ,ସୁରେଶ ସାହୁ, କ୍ଷମା ସାଗର ସାହୁ, ଗୁଣ ସାଗର ସାହୁ, ସୁଶୀଳ କୁମାର ସାହୁ, ରିତେଶ ସାହୁ, ପ୍ରେମସାଗର ସାହୁ, ମନିଷ ସାହୁ, ରିଙ୍କୁ ସାହୁ, ଆଶୁତୋଷ ସାହୁ, ମନୋଜ ସାହୁ, ସାଇ ଶୁଭଙ୍କର ସାହୁ ଏବଂ ପରିବାର ର ସମସ୍ତ ମହିଳାମାନେ ତଥା ପରିବାର ର ଅନ୍ୟାନ୍ୟ ସଦସ୍ୟ ସଦସ୍ୟା ମାନେ ଉପସ୍ଥିତ ଥିଲେ।ସ୍ଵାଧୀନ ସାହୁ ଉପସ୍ଥିତ ସମସ୍ତଙ୍କୁ ସାଧୁବାଦ ଜଣାଇ ବର୍ଷକୁ ଥରେ ଆମେ ମିଶିକରି ଗୋଟିଏ ଜାଗାରେ ଭାଇଚାରା ସହିତ ଏକ ସୁନ୍ଦର ପରମ୍ପରା ସୃଷ୍ଟି କରି ଉକ୍ତ କାର୍ଯୟକ୍ରମ କୁ ସବୁଦିନ ବଜାୟ ରଖିବା ପାଇଁ ସମସ୍ତଙ୍କୁ ଆନ୍ତରିକତା ସହିତ ଅନୁରୋଧ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like